ପୁଣି ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଭବାନୀପାଟଣା,୧୦।୧୧(ଡି.ଏନ୍‌.ଏ.): ପୁଣି ଜଣେ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼ ହୋଇଛି। ଭବାନୀପାଟଣାର ଥୁଆମୂଳ ରାମପୁର ଡୁମେରପଦର ଗାଁରେ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଗାଡ଼ି ଉପରକୁ କଂଗ୍ରେସ କର୍ମୀ ଅଣ୍ଡାମାଡ଼ କରିଛନ୍ତି। ଅଣ୍ଡାମାଡ଼ ସହ କଳା ପତାକା ପ୍ରଦର୍ଶନ ମଧ୍ୟ ହୋଇଛି। ମନ୍ତ୍ରୀ ବେହେରା ବିଜୁ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ ପାଇଁ ଯାଉଥିବା ବେଳେ କଂଗ୍ରେସ କର୍ମୀମାନେ ତାଙ୍କୁ ବିରୋଧ କରିଥିଲେ। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ସେମାନେ ପ୍ରତିବାଦ ସ୍ବରୂପ ସେମାନେ ଏପରି କରିଛନ୍ତି। ତେବେ ଏ ନେଇ ପୂର୍ବରୁ ଅନେକ ମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡାମାଡ଼ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସିକା ବସଷ୍ଟାଣ୍ଡରୁ ୬ ବସ୍ତା ଗଞ୍ଜେଇ ଜବତ : ୬ ଗିରଫ

ଆସିକା,୧୨ା୧୦(ଡି.ଏନ୍‌.ଏ.)-ଆସିକା ବସଷ୍ଟାଣ୍ଡରୁ ପୋଲିସ ରବିବାର ୬ଟି ବସ୍ତାରେ ଚାଲାଣ ହେବାକୁ ଥିବା ୧୩୪ କି.ଗ୍ରା. ଗଞ୍ଜେଇ ଜବତ କରିଛି ା ଏହି ଘଟଣାରେ ୬ ଜଣଙ୍କୁ...

୫କି.ମି. ଖଟିଆରେ ବୁହା ହେଲେ ଗର୍ଭବତୀ

ଆର.ଉଦୟଗିରି,୧୫ା୯(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ପୁରୁଣାପାଣି ଗ୍ରାମ ପଞ୍ଚାୟତ କୁମୁଟିକଙ୍କାଳ ଗ୍ରାମକୁ ରାସ୍ତାଟିଏ ନ ଥିବାରୁ ପୁଣି ଜଣେ ଗର୍ଭବତୀଙ୍କୁ ଖଟିଆରେ ୫...

ଚମ୍ପୁଆରେ ଫସିଥିବା ସୁବର୍ଣ୍ଣପୁରର ୨୫ ଘରକୁ ଫେରିଲେ

ସୋନପୁର,୨୭।୩(ନି.ପ୍ର.):ମ୍ୟାଜିକ୍‌ ପ୍ରଦର୍ଶନ କରିବାକୁ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ଧାରୀବାଞ୍ଜିର ୮ଟି ପରିବାର କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳକୁ ଯାଇ ସେଠାରେ ଫସି ରହିଥିଲେ। ପ୍ରଶାସନର...

ସ୍କୁଲ ସମ୍ମୁଖରେ ଛାତ୍ରଙ୍କ ଚଣା, ମୁଢ଼ି ବିକିବା ଘଟଣା: ଏଣିକି ପଢ଼ିବେ ପାଠ

ପୁରୁଷୋତ୍ତମପୁର,୨୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି କୁମାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷିୟତ୍ରୀ ନାମ ଲେଖାଉ ନ ଥିବା ପ୍ରତିବାଦରେ ଛାତ୍ର ଶିବଶଙ୍କର ପଣ୍ଡାଙ୍କ ସହ...

ଆର୍‌ଡିସି ଅଫିସ ଦାବି

ତାଳଚେର,୪ା୧୧(ନି.ପ୍ର.)- ତାଳଚେରଠାରେ ଆର୍‌ଡିସିଙ୍କ ଏକ ନୂତନ ଅଫିସ ଖୋଲାଯିବାକୁ ବ୍ରାହ୍ମଣୀ ଅଞ୍ଚଳ ସୁରକ୍ଷା ପରିଷଦ ସଭାପତି ବିଭୁଧେନ୍ଦ୍ର ପ୍ରତାପ ଦାସ ଦାବି କରିଛନ୍ତି। ତାଳଚେରରେ ଏମ୍‌ସିଏଲ୍‌,...

ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷଙ୍କ ନାବାଳକ ପୁଅର ଛୁରା ମାଡରେ ଜଣେ ଗୁରୁତର

ଝାରସୁଗୁଡ଼ା ଅଫିସ,୪।୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷଙ୍କ ନାବାଳକ ପୁଅ ଓ ତାଙ୍କ ସହଯୋଗୀଙ୍କ ଛୁରା ମାଡରେ ଜଣେ ଯୁବକ ଗୁରୁତର...

ଭଙ୍ଗାଗଲା ପଞ୍ଚମୁଖୀ ହନୁମାନ ମନ୍ଦିର

କଟକ ସଦର,୩।୯ (ଡି.ଏନ.ଏ.): କିଶନନଗର ତହସିଲ ଅଧୀନ ରଟିଲୋସ୍ଥିତ ପଞ୍ଚମୁଖୀ ହନୁମାନ ମନ୍ଦିର ଗୁରୁବାର କଡା ସୁରକ୍ଷା ମଧ୍ୟରେ ଭଙ୍ଗାଯାଇଛି। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା...

ଓଡ଼ାପଡ଼ାରେ ନାବାଳିକା ବିବାହ: ଭୋଜିଭାତ ପରେ ବରକନ୍ୟା ଛୁ’

ଓଡ଼ାପଡ଼ା, ୩୦।୧୦(ଡି.ଏନ.ଏ.)-ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ହିନ୍ଦୋଳରୋଡ୍‌ ଫାଣ୍ଡି ଅଧୀନ ଓଡ଼ାପଡ଼ା ଗ୍ରାମରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ବିବାହ କରାଇ ଦିଆଯାଇଥିବା ମଙ୍ଗଳବାର ଶିଶୁ...

Advertisement
Archives

Model This Week