କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଗୋଲାମୁଣ୍ଡା,୧।୧୦(ବଟକୃଷ୍ଣ ପଣ୍ଡା): ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଶୁକ୍ରବାର ଅଣ୍ଡାମାଡ଼ ହୋଇଛି । ନିଜ ନିର୍ବାଚନମଣ୍ଡଳୀରେ କିଛି ଯୁବକ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଛନ୍ତି ।
ଗୋଳମୁଣ୍ଡା କଲେଜର ଏକାଡେମିକ୍‌ ଉତ୍ସବରେ ଯୋଗଦେବାକୁ ଯାଇଥିବା ବେଳେ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମା ହୋଇଛି । ତେବେ ବ୍ଲକ ଅଧ୍ୟକ୍ଷଙ୍କ ସମର୍ଥକ ଏହି ଅଣ୍ଡାମା କରିଥିବା ସନ୍ଦେହ କରାଯାଉଛି । ପୂର୍ବରୁ ଦିବ୍ୟଶଙ୍କରଙ୍କର ଦୃଢ଼ ସମର୍ଥକ ଥିଲେ ଅଧ୍ୟକ୍ଷ। ମାତ୍ର ଭିଜିଲାନ୍ସ କେସରେ ଫସିବା ପରେ ସେ ଓ ତାଙ୍କର ସମର୍ଥକ ଭାଜପାରେ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?