ବୁଦ୍ଧିମତ୍ତା ବଢ଼ାଏ ଅଣ୍ଡା

ଅଣ୍ଡାରେ ଅନେକ ପ୍ରକାର ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ଏହି ତାଲିକାରେ ନିକଟରେ ଆଉ ଏକ କଥା ସାମିଲ କରାଯାଇଛି। ତାହା ହେଲା ବୁଦ୍ଧିମତ୍ତା। ଅର୍ଥାତ୍‌, ବୁଦ୍ଧିମତ୍ତା ବଢ଼ାଇବାରେ ଅଣ୍ଡାର ଭୂମିକା ରହିଛି। ‘ବୁଦ୍ଧିମତ୍ତା ଓ ଅଣ୍ଡା’ ଶୀର୍ଷକ ବିଷୟକୁ ନେଇ ଟୋକିଓ ବିଶ୍ୱବିଦ୍ୟାଳୟର ପୁଷ୍ଟିବିଜ୍ଞାନୀମାନେ ଏକ ସର୍ଭେ କରିଥିଲେ। ଯେଉଁମାନଙ୍କର ବୁଦ୍ଧିମତ୍ତାରେ ତାରତମ୍ୟ ଲକ୍ଷ୍ୟ କରାଯାଇଥିଲା, ସେମାନଙ୍କୁ ନିୟମିତ ଅଣ୍ଡା ଖାଇବାକୁ ସେମାନେ ପରାମର୍ଶ ଦେଇଥିଲେ। କେବଳ ସେତିକି ନୁହେଁ, ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ଏହାର ପ୍ରଭାବ ବୁଦ୍ଧିମତ୍ତା ଉପରେ କିପରି ପଡୁଛି ତାହାକୁ ତନ୍ନ ତନ୍ନ କରି ତର୍ଜମା କରାଯାଇଥିଲା। ଆଶ୍ଚର୍ଯ୍ୟଜନକ ଭାବରେ ଅଣ୍ଡା ଖାଇବା ଦ୍ୱାରା ସେମାନଙ୍କ ମଧ୍ୟରୁ ଅଧିକାଂଶ ବ୍ୟକ୍ତିଙ୍କର ବୁଦ୍ଧିମତ୍ତା ବଢ଼ୁଥିବାର ସେମାନେ ଜାଣିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ଚପ୍‌

ଆବଶ୍ୟକ ସାମଗ୍ରୀ-ସିଝା ଆଳୁ-୫ଟି, ବେସନ- ୧ କପ୍‌, କଞ୍ଚା ଲଙ୍କା- ୪ଟି (କଟା), ଛେଚା ହୋଇଥିବା ଅଦା- ୧ ଚାମଚ, ଚାଟ୍‌ ମସଲା- ୧ ଚାମଚ,...

ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍‌ରୁ ଦୂରେଇ ରହିବା ଲାଗି ସକାଳୁ କରନ୍ତୁନି ଏପରି …

ସକାଳେ ଉଠି ସ୍ମାର୍ଟଫୋନ୍‌ ବ୍ୟବହାର କରିବା ଦ୍ୱାରା ମାନସିକ ସ୍ଥିତି ଉପରେ ଖରାପ ପ୍ରଭାବ ପଡ଼ିଥାଏ । ଅନେକ ସକାଳେ ଉଠି ଇ-ମେଲ୍‌ କିମ୍ବା ମେସେଜ୍‌...

ଆଉ ହେବନି ସ୍କିନ୍‌ ଡ୍ରାଏ

ତ୍ୱଚା ଡ୍ରାଏ ହେବା ଦ୍ୱାରା ଏହାର ଉଜ୍ଜ୍ୱଳତା ଏବଂ ସୌନ୍ଦର୍ଯ୍ୟ କମିଥାଏ। ବିଶେଷକରି ଶୀତରେ ଏହି ସମସ୍ୟା ଅଧିକ ଦେଖାଦିଏ। ଯଦି ଆପଣ ବି ଏଭଳି...

ବେଡ୍‌ରୁମ୍‌କୁ ଦିଅନ୍ତୁ ନୂଆ ରୂପ

କାନ୍ଥରେ ଲଗାନ୍ତୁ ଫିକା ରଙ୍ଗ:- ବେଡ୍‌ରମ୍‌ର କାନ୍ଥଗୁଡ଼ିକୁ ଫିକା ରଙ୍ଗରେ ସବୁବେଳେ ସୁସଜ୍ଜିତ କରନ୍ତୁ। ଏହା ଆଖିକୁ ସୁନ୍ଦର ଦେଖାଯିବା ସହ ମନକୁ ଶାନ୍ତି ପ୍ରଦାନ...

ଏସବୁ ମୋତିଆ ବିନ୍ଦୁରୁ ରଖେ ଦୂରେଇ…

ବୟସ ବଢ଼ିବା ସହିତ କେତେକଙ୍କଠାରେ ମୋତିଆ ବିନ୍ଦୁ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଉପାୟରେ ଏହି ସମସ୍ୟା ସହଜରେ ଦୂର ହୋଇପାରିଥାଏ। ନିୟମିତ ୭ଟି...

ମୁଣ୍ଡବ୍ୟଥାର ଘରୋଇ ଉପଚାର

ମୁଣ୍ଡବ୍ୟଥା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ତେବେ ଏପରି କେତେକ ଘରୋଇ ଉପଚାର ରହିଛି, ଯାହାଦ୍ୱାରା ଏଥରୁ ଅନେକାଂଶରେ ଉପଶମ ମିଳିପାରିବ। ସେ...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି …

ଲେମ୍ବୁ,ଭିଟାମିନ ‘ସି’ରେ ଭରପୂର। ନିୟମିତ ଲେମ୍ବୁ ଖାଇଲେ ଏହା ବହୁ ରୋଗରୁ ଦୂରେଇ ରଖେ। ସକାଳେ ଗୋଟିଏ ଗ୍ଲାସ ଉଷୁମ ପାଣିରେ ଲେମ୍ବୁରସ ମହୁ ମିଶାଇ...

ମହିଳାଙ୍କୁ ପସନ୍ଦ ନୁହଁ ପୁରୁଷଙ୍କ ଏହି ୩ ଗୁଣ

ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ମଝିରେ ମଝିରେ ଝଗଡ଼ା ଲାଗିବା ସାଧାରଣ କଥା। ବେଳେବେଳେ ସାମାନ୍ୟ କଥାକୁ ନେଇ ତୁମୁଳ କାଣ୍ଡ ବି ଘଟିଥାଏ। କାରଣ ମହିଳାଙ୍କୁ ପୁରୁଷମାନଙ୍କର...

Advertisement
Archives

Model This Week