ସୁବର୍ଣ୍ଣପୁରରେ ପାଣ୍ଡିଆନଙ୍କ କାରକେଡ଼କୁ ଅଣ୍ଡାମାଡ଼

ସୋନପୁର,୪।୭(ମୃତ୍ୟୁଞ୍ଜୟ ଶତପଥୀ): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି. କେ. ପଣ୍ଡିଆନ ମଙ୍ଗଳବାର ଦିନିକିଆ ସୁବର୍ଣ୍ଣପୁର ଜିଲା ଗସ୍ତରେ ଆସିଛନ୍ତିl ପାଣ୍ଡିଆନ ଭୁବନେଶ୍ୱରରୁ ହେଲିକେପ୍ଟର ଯୋଗେ ଆସି ସକାଳେ ଉଲୁଣ୍ଡା ବ୍ଲକ କୋଟସମଲେଇସ୍ଥିତ ପାତାଳି ଶ୍ରୀକ୍ଷେତ୍ରରେ ପହଞ୍ଚିଥିଲେ। ସଚିବ ଶ୍ରୀ ଜୀଉଙ୍କ ଦର୍ଶନ ସାରି ସଡ଼କ ପଥରେ ଉଲୁଣ୍ଡା ଅଭିମୁଖେ ଯାଉଥିଲେ । କଡା ସୁରକ୍ଷା ବ୍ୟବସ୍ଥା ସତ୍ୱେ ବାଘପାଲି ଛକ ନିକଟରେ ଆମ ଆଦମୀ ପାର୍ଟିର କର୍ମକର୍ତ୍ତା ମାନେ କଳାପତାକା ପ୍ରଦର୍ଶନ କରିବା ସହ କାରକେଡ଼କୁ ଅଣ୍ଡାମାଡ଼ କରିଥିଲେ । ସଚିବଙ୍କ କାର ପଛରେ ଜିଲାପାଳ, ଏସ୍‌ପି ଓ ଅନ୍ୟ ଅଧିକାରୀ ମାନେ ଯାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ସୋନମ ୱାଙ୍ଗଚୁକଙ୍କ ଚାଞ୍ଚଲ୍ୟକର ଖୁଲାସା: ରାହୁଲ ଗାନ୍ଧୀଙ୍କ ହାତରୁ ପିଇଥାନ୍ତି ଜୁସ୍‌, ହେଲେ…

ନୂଆଦିଲ୍ଲୀ, ୭।୮: ସିଜେପି (CJP) ପ୍ରତିବାଦ ସମୟରେ ଅନଶନ କରିଥିବା ସୋନମ ୱାଙ୍ଗଚୁକ ଏକ ବଡ଼ ଖୁଲାସା କରିଛନ୍ତି। ଏହି ଖୁଲାସା ସହ ସେ ରାହୁଲ ଗାନ୍ଧୀଙ୍କ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri