Advertisement

ଦିବ୍ୟଶଙ୍କରଙ୍କ ବାସଭବନ ଉପରେ ଅଣ୍ଡା ମାଡ଼

ଭବାନୀପାଟଣା,୨୨।୧୦(ସ୍ବ.ପ୍ର.): ମମିତା ମେହେର ହତ୍ୟା ଘଟଣାରେ ଆଇନ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଶୁକ୍ରବାର ଭବାନୀପାଟଣାଠାରେ ଯୁବ ଓ ଛାତ୍ର କଂଗ୍ରେସର ହୋହଲ୍ଲା କରିଥିବା ଦେଖିବାକୁ ମିଳିଛି। ଭବାନୀପାଟଣାସ୍ଥିତ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ବାସଭବନ ଉପରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ ଅଣ୍ଡା ଓ ଟମାଟୋ ମାଡ କରାଯାଇଛି। ସେହିପରି ବାସଭବନ ଆଗରେ ରାଜ୍ୟ ସରକାର ଓ ମନ୍ତ୍ରୀଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେଇ ବିକ୍ଷୋଭ କରାଯାଇଥିଲା। ଅନ୍ୟପକ୍ଷେ ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ କର୍ମଚାରୀଙ୍କୁ ନାକେଦମ୍‌ ହେବାକୁ ପଡିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଚାମଚରେ ପାଣି ପିଇଲେ ମହାଦେବଙ୍କ ବୃଷଭ

କୋକସରା,୬।୩(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଗାଁରେ ଥିବା ଚମ୍ପେଶ୍ୱର ମହାଦେବ ମନ୍ଦିରରେ ରବିବାର ମହାଦେବଙ୍କ ବୃଷଭ ଚାମଚରେ ପାଣି ପିଉଥିବା ଚର୍ଚ୍ଚା ହୋଇଥିଲା।...

କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ଜନ୍ମସ୍ଥାନରୁ ମାଟି ଗଲା ରେଭେନ୍ସା

ବାଲିପାଟଣା,(ଡି.ଏନ.ଏ)-ରେଭେନ୍ସା କଲେଜ ଇଷ୍ଟ ହଷ୍ଟେଲ ଆଲୁମିନି କମିଟି ପକ୍ଷରୁ ସବୁଜ ଯୁଗର କବି କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ବିଶ୍ୱନାଥପୁର ଗ୍ରାମସ୍ଥିତ ଜନ୍ମସ୍ଥାନରୁ ମାଟି ମଙ୍ଗଳବାର ସଂଗ୍ରହ...

ଏବର୍ଷ ହେବନି ନାଗାର୍ଜୁନ ବେଶ

ପୁରୀ ଅଫିସ, ୧୦।୨: ଚଳିତ ବର୍ଷ ମହାପ୍ରଭୁଙ୍କର ଦୁର୍ଲ୍ଲଭ ନାଗାର୍ଜୁନ ବେଶ ହେବ ନାହିଁ। କାରଣ ଚଳିତବର୍ଷର ପଞ୍ଜିକାରେ ଏହା ପଡୁନାହିଁ। ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ...

ଅବ୍ୟବସ୍ଥାରେ ମଥୁରାପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ

ଚମ୍ପୁଆ, ୨୮।୮(ଡି.ଏନ.ଏ.): ୧୯୫୪ ମସିହାରେ ସ୍ଥାପିତ ମଥୁରାପୁର ସରକାରୀ ବିଦ୍ୟାଳୟର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ...

ଅବ୍ୟବସ୍ଥାରେ ବଅଁରପାଳ ପ୍ରାଣୀ ଚିକିତ୍ସା କେନ୍ଦ୍ର:ନିରୀକ୍ଷକ, ସହାୟକ ପଦବୀ ଖାଲି

ବଅଁରପାଳ, ୧୫ା୬ (ଡି.ଏନ୍‌.ଏ)ପ୍ରାଣୀ ସମ୍ପଦର ସୁରକ୍ଷା ଓ ଅଭିବୃଦ୍ଧି ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ଅନେକ ସମୟରେ ଗୃହ ଓ ଯନ୍ତ୍ରପାତି...

ଲଗାଣ ବର୍ଷାରେ ଧାନଜମି ଜଳମଗ୍ନ

ଖଣ୍ଡପଡ଼ା,୨୫ା୯(ସ୍ବ.ପ୍ର.): ଗତ ୨ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି ା ବ୍ଲକ ଅନ୍ତର୍ଗତ ୨୨...

ଖସିଲା କରୋନା ଗ୍ରାଫ୍‌: ଆଜି ୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ସୋମବାର ରାଜ୍ୟରୁ ୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୩୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଲକ୍‌ଡାଉନ୍‌ର ରାତି ସ୍ବପ୍ନ ନୁହେଁ, ଭୋକ ଦେଇଛି

କଟକ ଅଫିସ,୩୧।୫: ଭଦ୍ରକର ବାସିନ୍ଦା ହେଲେ ଗୌରହରି। ପିଲାଟି ବେଳୁ ପୋଲିଓ ଆକ୍ରାନ୍ତ ହୋଇ ତାଙ୍କର ଡାହାଣ ଗୋଡ଼ କାମ କରୁନି। ଭିନ୍ନକ୍ଷମ ହୋଇଥିଲେ ସୁଦ୍ଧା...

Advertisement
Archives

Model This Week