Posted inଫୁରସତ

୪୭୦୦ ବର୍ଷ ପୁରୁଣା ପିରାମିଡ୍‌ ସମ୍ମୁଖରେ ସେକ୍ସି ଫଟୋଶୁଟ୍‌ କରି ଫସିଲେ ଏହି ମଡେଲ; ଫଟୋ ଭାଇରାଲ ପରେ…

ହଜାର ହଜାର ବର୍ଷ ପୁରୁଣା ଇଜିପ୍ଟର ବିଶ୍ୱ ପ୍ରସିଦ୍ଧ ପିରାମିଡ୍‌ ସମ୍ମୁଖରେ ଫଟୋଶୁଟ କରି ଜଣେ ମଡେଲ ଏବେ ଅଡ଼ୁଆରେ। ମଡେଲ ସଲମା ଅଲ ସିମିଙ୍କ ଫଟୋ ଉଠାଇଥିବା ଫଟୋଗ୍ରାଫରଙ୍କୁ ଇଜିପ୍ଟ ପୋଲିସ ଗିରଫ କରିସାରିଛି। ଅର୍ଦ୍ଧନଗ୍ନ ଅବସ୍ଥାରେ ୪,୭୦୦ ବର୍ଷ ପୁରୁଣା ପିରାମିଡ ସାମ୍ନାରେ ଫଟୋଶୁଟ୍‌କୁ ନେଇ ପ୍ରତ୍ନତତ୍ତ୍ୱବିତ୍ମାନେ ଅସନ୍ତୋଷ ପ୍ରକାଶ କରିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ଇନଷ୍ଟାଗ୍ରାମରେ ସଲମା ବହୁତ ଲୋକପ୍ରିୟ। ଏଥିରେ ତାଙ୍କର ଲକ୍ଷ ଲକ୍ଷ ଅନୁସରଣକାରୀ ଅଛନ୍ତି। ଫିରୋନ୍‌ ଷ୍ଟାଇଲର ପୁରାତନ ପୋଷାକ ପିନ୍ଧି ସେ ପିରାମିଡ ସମ୍ମୁଖରେ ଫଟୋଶୁଟ୍‌ କରିବା ପରେ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଥିଲେ। ପରେ ଏହା ଭାଇରାଲ ହେବା ପରେ ବିଭିନ୍ନ ଦିଗରୁ ଅସନ୍ତୋଷର ସ୍ବର ଉଠିଥିଲା। ସେ ସରକାରଙ୍କ ନିୟମକୁ ଉଲ୍ଲଂଘନ କରିବା ସହ ପ୍ରାଚୀନ ଐତିହ୍ୟକୁ କ୍ଷତି ପହଞ୍ଚାଉଥିବା ପୋଷାକ ପିନ୍ଧି ଫଟୋଶୁଟ୍‌ କରିଥିବା ଅଭିଯୋଗ ହୋଇଥିଲା। ଏହାପରେ ସେ ତୁରନ୍ତ ଫଟୋଗୁଡ଼ିକୁ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରୁ ଡିଲିଟ କରିଥିଲେ। କିନ୍ତୁ ସେତେବେଳକୁ ବିଳମ୍ବ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri