ମୋଦି-ମୋଦି ସ୍ଲୋଗାନରେ କମ୍ପିଲା ଇଜିପ୍ଟ, ବଲିଉଡ୍‌ ଗୀତ ଗାଇ ଜଣାଇଲେ ସ୍ବାଗତ

କାଇରୋ/ନୂଆଦିଲ୍ଲୀ,୨୪ା୬: ଦୁଇଦିନିଆ ବିଦେଶ ଗସ୍ତରେ ଥିବା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଜିପ୍ଟର ରାଜଧାନୀ କାଇରୋରେ ପହଞ୍ଚିଛନ୍ତି। ଇଜିପ୍ଟର ପ୍ରଧାନମନ୍ତ୍ରୀ ମୁସ୍ତାଫା ମାଡବୋଲି ବିମାନବନ୍ଦରରେ ମୋଦିଙ୍କୁ ସ୍ବାଗତ ଜଣାଇଥିଲେ। ଏହି ସମୟରେ ମୋଦିଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା।

ଏହା ପରେ ଯେତେବେଳେ ମୋଦି କାଇରୋର ରିଜ କାର୍ଲଟନ ହୋଟେଲରେ ପହଞ୍ଚିଥିଲେ ସେତେବେଳେ ସେଠାରେ ଲୋକମାନେ ବନ୍ଦେ ମାତରମ୍‌ ଏବଂ ମୋଦି-ମୋଦି ସ୍ଲୋଗାନ ଦେଇଥିଲେ। ମୋଦିଙ୍କୁ ସ୍ବାଗତ କରିବା ପାଇଁ ହୋଟେଲରେ ବହୁ ସଂଖ୍ୟାରେ ପ୍ରବାସୀ ଭାରତୀୟ ଉପସ୍ଥିତ ଥିଲେ।

ଏନ୍‌ଆର୍‌ଆଇ ମଧ୍ୟରେ ଅନେକ ପିଲା ମଧ୍ୟ ଉପସ୍ଥିତ ଥିଲେ। ଅନେକ ଲୋକ ଭାରତୀୟ ଗୀତ ଗାଇ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରିଥିଲେ। ପ୍ରଧାନମନ୍ତ୍ରୀ ମଧ୍ୟ ତାଙ୍କୁ ସ୍ବାଗତ କରିବା ପାଇଁ ଧାଡ଼ି ବାନ୍ଧିଥିବା ପ୍ରବାସୀ ଭାରତୀୟଙ୍କୁ ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୫

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

୨୦୧୪ରେ କେତେ ଥିଲା ପେଟ୍ରୋଲ-ଡିଜେଲ ଦର? ୧୨ ବର୍ଷରେ କେତେ ବଢିଛି? ଜାଣନ୍ତୁ…

ନୂଆଦିଲ୍ଲୀ, ୧୬।୫: ଅନ୍ତର୍ଜାତୀୟ ବଜାରରେ କ୍ରମାଗତ ଭାବେ କ୍ରୁଡ୍‌ ଅଏଲ ବା ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ବି ଏବେ ତୈଳ…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri