୨ ଟ୍ରେନ ମଧ୍ୟରେ ମୁହାଁମୁହିଁ ଧକ୍କା: ୩୨ ମୃତ

ଇଜିପ୍ଟ,୨୬।୩: ଇଜିପ୍ଟର ସୋହାଗ ସହର ନିକଟରେ ଶୁକ୍ରବାର ୨ଟି ଟ୍ରେନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୩୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮୪ରୁ ଅଧିକ ଆହତ ହୋଇଥିବା ଜଣାପଡିଛି। ଏନେଇ ଇଜିପ୍ଟର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ସିଗନାଲରେ ତ୍ରୁଟି ଯୋଗୁ ଏଭଳି ଘଟଣା ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଉଥ୍‌ କାରୋଲିନା ପ୍ରାଇମେରି ଜିତିଲେ ଜୋ ବିଡେନ

କଲମ୍ବିଆ,୨ା୩: ଆଫ୍ରିକୀୟ ଆମେରିକୀୟମାନଙ୍କ ସମର୍ଥନ ବଳରେ ଆମେରିକାର ପୂର୍ବତନ ଉପରାଷ୍ଟ୍ରପତି ଜୋ ବିଡେନ ଶନିବାର ଅନୁଷ୍ଠିତ ସାଉଥ କାରୋଲିନା ଡେମୋକ୍ରାଟିକ୍‌ ପ୍ରାଇମେରିକୁ ସହଜରେ ଜିତିଯାଇଛନ୍ତି। ଫଳରେ...

ଆଫଗାନିସ୍ତାନ ମସଜିଦରେ ଆତ୍ମଘାତି ବିସ୍ଫୋରଣ, ୨୦ ମୃତ ୨୦୦ରୁ ଅଧିକ ଆହତ

କାବୁଲ,୨ ।୯: ଆଫଗାନିସ୍ତାନର ହେରାତ ସହରରେ ଶୁକ୍ରବାର ଜୁମେ ନମାଜ ସମୟରେ ଏକ ମସଜିଦ ବାହାରେ ଖୁବଜୋର ବିସ୍ଫୋରଣ ହୋଇଛି । ରିପୋର୍ଟରେ କୁହାଯାଇଛି କି...

କେଉଁମାନଙ୍କୁ ପ୍ରଥମେ କରୋନା ଟିକା ଦେବା ଉଚିତ, କ’ଣ କହୁଛି ଡବ୍ଲୁଏଚ୍‌ଓ

ଜେନେଭା,୮ ।୧୨: ଶେଷ ହେବ କରୋନା ମହାମାରୀର ତାଣ୍ଡବ । ବିଶ୍ୱର ବିଭିନ୍ନ ଦେଶର ବୈଜ୍ଞାନିକମାନେ ଏବେ ପ୍ରାୟ କରୋନା ଟିକା ପ୍ରସ୍ତୁତିର ଶେଷ ପର୍ଯ୍ୟାୟରେ...

ଫିଲିପାଇନ୍ସରେ ପ୍ରଥମ କରୋନାଭାଇରସ ସଂକ୍ରମିତଙ୍କ ମୃତ୍ୟୁ

ମାନିଲା,୨।୨: ସାରା ବିଶ୍ୱରେ କରୋନାଭାଇରସର ଭୟ। ଏହା ଏବେ ଚାଇନାରେ ମହାମାରୀର ରୂପ ନେଇଥିବା ବେଳେ ସାରା ବିଶ୍ୱକୁ ଏହା କାୟା ବିସ୍ତାର କରି ଚାଲିଛି।...

ବରାଦରଙ୍କୁ ହକ୍କାନି ଗୁଳି

କାବୁଲ,୬।୯: ପଡ଼ୋଶୀ ଆଫଗାନିସ୍ତାନରେ ପାଶ୍ଚାତ୍ୟ ସମର୍ଥତ୍ତ ଅଶ୍ରଫ୍‌ ଗନିଙ୍କ ନାଗରିକ ସରକାରଙ୍କୁ କ୍ଷମତାଚ୍ୟୁତ କରିଦେଲା ସିନା, ନିଜେ ସରକାର ଗଠନ କରିପାରି ନାହିଁ ତାଲିବାନ୍‌। ଦୁଇ...

ବାହାହେବା ପୂର୍ବରୁ କେଟ୍‌ଙ୍କର ଗର୍ଭଧାରଣ କ୍ଷମତା ପରୀକ୍ଷା କରାଯାଇଥିଲା

ଲଣ୍ଡନ, ୧୬। ୩: ନିକଟରେ ଉନ୍ମୋଚିତ ହୋଇଥିବା ‘ଗିଲ୍‌ଡେଡ୍‌ ୟୁଥ୍‌: ଆନ୍‌ ଇଣ୍ଟିମେଟ୍‌ ହିଷ୍ଟ୍ରି ଅଫ୍‌ ଗ୍ରୋଇଂ ଅପ୍‌ ଇନ୍‌ ଦ ରୟାଲ ଫ୍ୟାମିଲି’ପୁସ୍ତକରେ ପ୍ରିନ୍ସେସ୍‌...

ପ୍ଲାଷ୍ଟିକ୍‌ କପ୍‌ରେ ଚା’ ପିଉଥିଲେ ହୁଅନ୍ତୁ ସାବଧାନ…

କେତେକଙ୍କର ଚା’ ପିଇବା ଅଭ୍ୟାସ ଥାଏ। ତେବେ ବାହାରେ ପ୍ଲାଷ୍ଟିକ୍‌ କପ୍‌ରେ ଚା’ ପିଉଥିଲେ ସାବଧାନତା ଅବଲମ୍ବନ କରିବା ଆବଶ୍ୟକ। କାରଣ ଏହା ମଧ୍ୟରେ ଥିବା...

ଚର୍ଚ୍ଚାରେ ଏହି ଷ୍ଟାର୍‌ ଯୋଡିଙ୍କ ନିର୍ବନ୍ଧ

ହଲିଉଡ ଗାୟିକା ତଥା ଅଭିନେତ୍ରୀ ଜେନିଫର୍‌ ଲୋପେଜ ଏବଂ ବେନ ଆଫ୍ଲେକ ପ୍ରଶଂସକଙ୍କୁ ଏକ ବଡ଼ ସରପ୍ରାଇଜ୍‌ ଦେଇଛନ୍ତି। ୨୦ ବର୍ଷ ପରେ ପୁଣି ଆଫ୍ଲେକ-ଜେନିଫରଙ୍କ...

Advertisement
Archives

Model This Week