କଟକଣା ମଧ୍ୟରେ ଇଦ୍‌

ଭଦ୍ରକ ଅଫିସ,୧।୮: ତ୍ୟାଗ, ବଳିଦାନ ତଥା ସମର୍ପଣର ପର୍ବ ଇଦ୍‌- ଉଲ-ଜୁହାକୁ ଚଳିତ ବର୍ଷ ଭଦ୍ରକ ସହରରେ ସମ୍ପୂର୍ଣ୍ଣ ନିରାଡ଼ମ୍ବର ସହ ପାଳନ କରାଯାଇଛି। କରୋନା କଟକଣା ଯୋଗୁ ଇଦ୍‌ଗାହ ଓ ମସ୍‌ଜିଦରେ ୫ ଜଣ ମଧ୍ୟରେ ନମାଜ ପାଠ ହୋଇଛି। ମୁସଲମାନ୍‌ ଭାଇ ମାନେ ପରସ୍ପରଙ୍କୁ ଇଦ୍‌ ମୁବାରକ ଜଣାଇଛନ୍ତି। ଏହି ଅବସରରେ ବିଧାୟକ ସଂଞ୍ଜୀବ ମଲ୍ଲିକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳସମ୍ପଦ ମନ୍ତ୍ରୀଙ୍କ ଗସ୍ତ: ମଙ୍ଗଳା ଦର୍ଶନ ସହ ନଦୀ ବନ୍ଧବାଡ଼ ବୁଲି ଦେଖିଲେ

କାକଟପୁର,୧୨।୯(ଡି.ଏନ୍‌.ଏ.): ରାଜ୍ୟ ଜଳ ସମ୍ପଦ ବିଭାଗ ତଥା ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଗୁରୁବାର କାକଟପୁର ଏବଂ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ...

ନୀଳାଚଳ ଇସ୍ପାତ କାରଖାନା ଘରୋଇକରଣକୁ ବିରୋଧ: ମୁଖ୍ୟ ଫାଟକ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା

ଡୁବୁରୀ,୨୪।୮(ଡି.ଏନ୍‌.ଏ.)- କଳିଙ୍ଗନଗରସ୍ଥିତ ଏକ ମାତ୍ର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନୀଳାଚଳ ଇସ୍ପାତ କାରଖାନାକୁ ଘରୋଇକରଣ ଉଦ୍ୟମକୁ ନୀଳାଚଳ ବଞ୍ଚାଓ ସମିତି ବିରୋଧ କରିଛି। ଏହାର ପ୍ରତିବାଦରେ ଶୁକ୍ରବାର...

ଛେଳି ପାଇଁ ମଝି ନଈରେ ଫସିଲେ ୨ଭାଇ : ଭରା ନଈ ପହଁରି ସୁରକ୍ଷିତ ଫେରିଲେ

ବାଙ୍ଗିରିପୋଷି,୨୨।୯(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଅଞ୍ଚଳରେ ୨ ଭାଇ ନଦୀ ମଝିରେ ଛେଳି ଉଦ୍ଧାର କରିବାକୁ ଯାଇ ଦୀର୍ଘ ସମୟ ବନ୍ୟା ପାଣି ଘେରରେ ରହିବା ପରେ...

ନିଜେ ଭିନ୍ନକ୍ଷମ, ମାଏକିନା ମାନ୍‌ସିକ ରୁଗୀ:ଭଗବାନ ଭରସାରେ ବୁରୁଧ୍‌ ଦମ୍ପତି

ଲୋଇସିଂହା,୧୫।୮(ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଭାଲିଆମୁଣ୍ଡା ଗାଁର ବୁରୁଧ୍‌ ଦମ୍ପତି ଶଙ୍କର ମିଶ୍ର(୭୫) ଆର ମାଏକିନା ସୁଗନ୍ଧା(୭୦)। ଦମ୍ପତିକଁର ପିଲାଛୁଆ ନାଇଁ। ଏହେଦେ ଇ...

ହଷ୍ଟେଲରୁ ନବମ ଶ୍ରେଣୀ ଛାତ୍ରୀ ନିଖୋଜ: ଅପହରଣ ସନ୍ଦେହ, ଥାନାରେ ଏତଲା

ଦାରିଙ୍ଗବାଡି,୬।୧(ଡି.ଏନ୍‌.ଏ.)-ଦାରିଙ୍ଗବାଡିଠାରେ ଥିବା ରାପଡା ବାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ହଷ୍ଟେଲରୁ ଜଣେ ନବମ ଶ୍ରେଣୀ ଛାତ୍ରୀ ଶୁକ୍ରବାର ବିଳମ୍ବିତରାତି...

ପୋଲିସର ଜୁଆଖେଳ ଭିଡିଓ ଭାଇରାଲ, ନିଲମ୍ବିତ କଲେ ଏସ୍‌ପି

ବୁଗୁଡା,୧୦ା୧୦(ଡି.ଏନ.ଏ.)- ପରମ୍ପରା ନଁାରେ ପାର୍ବଣରେ ଚାଲିଛି ଜୁଆଖେଳ। ସର୍ବସ୍ବ ହରାଉଛନ୍ତି ଜୁଆଡି। ଏହା ଉପରେ ରୋକ ଲଗାଇବାକୁ ବିଭିନ୍ନ ସମୟରେ ପୋଲିସ ଚଢାଉ କରି ଲକ୍ଷାଧିକ...

ବିଜୁ, ବିକାଶ ଭବନରେ ନିୟମକୁ ଫୁ: ଅଧିକାରୀଙ୍କ ଆଗରେ ଭାଙ୍ଗୁଛି କରୋନା ନିୟମ

କଟକ ଅଫିସ,୨୩।୮: କଟକ ସହରରେ ପ୍ରତିଦିନ ଶହ ଶହ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କଟକ ମହାନଗର ନିଗମ (ସିଏମ୍‌ସି) ସହରରେ କରୋନା ନିୟନ୍ତ୍ରଣ ଓ...

ନଡିଆଗଛ ଉପୁଡ଼ି ଘର ଭାଙ୍ଗିଲା

ଖଇରା, ୨୩।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଚ୍ୟୁତପୁର ପଞ୍ଚାୟତ ଅଧୀନ ଓହଡ ଗ୍ରାମର ଜମ୍ବୁବତୀ ସାହୁଙ୍କ ଝାଟିମାଟି ଘର ଉପରେ ଏକ ନଡିଆ ଗଛ ଉପୁଡି...

Coronavirus Update


Archives

Model This Week

Why Dharitri