କଟକଣା ମଧ୍ୟରେ ଇଦ୍‌

ଭଦ୍ରକ ଅଫିସ,୧।୮: ତ୍ୟାଗ, ବଳିଦାନ ତଥା ସମର୍ପଣର ପର୍ବ ଇଦ୍‌- ଉଲ-ଜୁହାକୁ ଚଳିତ ବର୍ଷ ଭଦ୍ରକ ସହରରେ ସମ୍ପୂର୍ଣ୍ଣ ନିରାଡ଼ମ୍ବର ସହ ପାଳନ କରାଯାଇଛି। କରୋନା କଟକଣା ଯୋଗୁ ଇଦ୍‌ଗାହ ଓ ମସ୍‌ଜିଦରେ ୫ ଜଣ ମଧ୍ୟରେ ନମାଜ ପାଠ ହୋଇଛି। ମୁସଲମାନ୍‌ ଭାଇ ମାନେ ପରସ୍ପରଙ୍କୁ ଇଦ୍‌ ମୁବାରକ ଜଣାଇଛନ୍ତି। ଏହି ଅବସରରେ ବିଧାୟକ ସଂଞ୍ଜୀବ ମଲ୍ଲିକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ମେଡିକାଲ : କାଡାଭରିକ୍‌ ଟ୍ରାନ୍ସପ୍ଲାଣ୍ଟ ପାଇଁ ତତ୍ପରତା

କଟକ ଅଫିସ,୧।୧୧: ଏସ୍‌ସିବି ମେଡିକାଲରେ କାଡାଭରିକ ଟ୍ରାନ୍ସପ୍ଲାଣ୍ଟ ପାଇଁ ତତ୍ପରତା ପ୍ରକାଶ ପାଇଛି। ଗୁରୁବାର ମେଡିକାଲର ଅଡିଟୋରିୟମ ହଲ୍‌ରେ ଏ ନେଇ ଏକ ଉଚ୍ଚସ୍ତରୀୟ କର୍ମଶାଳା...

ସୀମାନ୍ତରେ ଗୁଳି ବିନିମୟ:୨ ମାଓବାଦୀ ନିହତ, ଜଣେ ଗିରଫ

ମାଲକାନଗିରି,୧୪ା୭ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ଦାନ୍ତଓ୍ବୋଡା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ରବିବାର ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି।...

ଅସହାୟଙ୍କୁ ମିଳୁନି ଘର

ଚମ୍ପୁଆ/ଘାଗରବେଡା,୨୮ା୭(ଡି.ଏନ.ଏ)-ରରୁଆଁ ବ୍ଲକ ଅନ୍ତର୍ଗତ ପାନପତ୍ରିଆ ପଞ୍ଚାୟତର ଛେଳିଆନାଳ ଗ୍ରାମରେ ଜଣେ ଗରିବ ଅସହାୟ ହେଲେ ଚନ୍ଦ୍ରମୋହନ ଲାଗୁରୀ। ଗରିବ ହୋଇଥିବାରୁ ବାସ କରିବାକୁ ତାଙ୍କ ପାଖରେ...

ଗୁଳି ବିନିମୟ ବେଳେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ

ମାଲକାନଗିରି,୩୧ା୧: ଦୀର୍ଘଦିନ ପରେ ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ମାଡ଼କାପଦର ଜଙ୍ଗଲରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ...

ଯୋଡ଼ାରେ ସନ୍ଦିଗ୍ଧ ବେଲୁନ୍‌

ଯୋଡ଼ା,୨୮ା୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ବିଲେଇପଦା ନିକଟ ବିରିକଳାଠାରେ ଏକ ସନ୍ଦିଗ୍ଧ ବେଲୁନ ଦେଖିବାକୁ ମିଳିଛି। ଗଛରେ ବାଜି ବେଲୁନଟି ଫାଟି ତଳେ ପଡ଼ିଥିବା...

ତପସ୍ବିନୀ -ସୁମିତ ମାମଲା, ଆଜି ଶୁଣାଣି

ବ୍ରହ୍ମପୁର ଅଫିସ,୧୦।୧: ବ୍ରହ୍ମପୁର ବ୍ରହ୍ମାନଗରର ବହୁଚର୍ଚ୍ଚିତ ତପସ୍ବିନୀ ଦାଶ ଓ ସୁମିତ ସାହୁଙ୍କ ପାରିବାରିକ ବିବାଦ ମାମଲା ତୁଟିବାର ନା ନେଉନି। ସୁମିତଙ୍କ ପରିବାର ଉପରେ...

ପ୍ରତିଶ୍ରୁତି କଥାରେ ଅଟକିଛି: ୨୩ ଦିନ ପରେ ବି ଖୋଲିଲାନି ଶିଶୁ ୱାର୍ଡ

ଚମ୍ପୁଆ, ୨୫ା୪(ଡି.ଏନ.ଏ.)-୨୦୧୦ ମସିହାରେ ନିର୍ମିତ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟ ସ୍ବାସ୍ଥ୍ୟ ସେବା ପ୍ରଦାନରେ ପ୍ରମୁଖ ଭୂମିକା ନିଭାଉଥିବା ବେଳେ ଚିକିତ୍ସା ନଥିବା ଦେଖିବାକୁ ମଳୁଛି। ପୂର୍ବରୁ...

ଶିକ୍ଷକ ଅଭାବ, ଶିକ୍ଷାଦାନରେ ଅବ୍ୟବସ୍ଥା; ଗୋଟିଏ ଶ୍ରେଣୀଗୃହରେ ୩ ଗୁଣା ପିଲା

ଅନୁଗୋଳ ଅଫିସ, ୨୯।୭: ଅନୁଗୋଳ ଜିଲାରେ ଶିକ୍ଷକ ଅଭାବ ସମସ୍ୟା ଯୋଗୁ ବିଭିନ୍ନ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ବର୍ଷ ବର୍ଷ ଧରି ଶିକ୍ଷକ ନିଯୁକ୍ତି ଦିଆଯାଉ...

Advertisement
Archives

Model This Week