ଆଜି ଆଉ ୮ ମୁଣ୍ଡ ନେଲା କରୋନା: ଅଛନ୍ତି ୨ ବୃଦ୍ଧ, ୬ କମ୍‌ ବୟସ୍କ ବ୍ୟକ୍ତି

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ ଆଉ ୮ ମୁଣ୍ଡ ନେଇଛି କରୋନା। ସେମାନଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୪୮ ବର୍ଷୀୟ ବ୍ୟକ୍ତି, ଗଞ୍ଜାମର ଜଣେ ୪୮ ବର୍ଷୀୟ ବ୍ୟକ୍ତି, ୪୫ ବର୍ଷୀୟ ବ୍ୟକ୍ତି, ୭୮ ବର୍ଷୀୟ ବୃଦ୍ଧ, ୫୬ ବର୍ଷୀୟ ବ୍ୟକ୍ତି, କୋରାପୁଟର ୪୯ ବର୍ଷୀୟ ବ୍ୟକ୍ତି, ରାୟଗଡ଼ାର ୩୮ ବର୍ଷୀୟ ବ୍ୟକ୍ତି, ସୁନ୍ଦରଗଡ଼ର ୮୦ ବର୍ଷୀୟ ବୃଦ୍ଧ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୪୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ରେ ଆଉ ଏକ ଲଘୁଚାପ: ବଢ଼ିପାରେ ବର୍ଷା

ଭୁବନେଶ୍ୱର,୩।୯(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୬ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ବଢ଼ିପାରେ। ଏ ନେଇ...

ଜମିବାଡ଼ି ସମସ୍ୟା: ରେଙ୍ଗାଲି ତହସିଲ ଅଫିସରେ ନିଆଁ ଲଗାଇ ଦେଲେ ଯୁବକ

ସମ୍ବଲପୁର, ୨୦।୧୧ (ବ୍ୟୁରୋ)- ସମ୍ବଲପୁର ରେଙ୍ଗାଲି ତହସିଲ ଅଫିସରେ ଠେଲକୋଲି ଥାନା ଅନ୍ତର୍ଗତ ରାଜୀବ କିଶାନ ବୋଲି ଜଣେ ଯୁବକ କିରାସିନି ଢ଼ାଲି ନିଆଁ ଲଗାଇ...

ଟୋକନ ନାହିଁ, ମଣ୍ଡିରେ ପଡିଛି ଧାନ

ଗଣ୍ଡତୁରୁମ, ୪।୨ (ଡି.ଏନ.ଏ) – ବରଗଡ ଜିଲା ଅତାବିରା ଆରଏମସି ଅଧୀନ ଭେଡେନ ବ୍ଲକରେ ଟୋକନ ଓ ଆଲର୍ଟମେଣ୍ଟ ଅଭାବରୁ ବିକ୍ରି ହୋଇ ନ ପାରି...

ଓଡ଼ିଶାର ନିଜସ୍ବ ବୈଶିଷ୍ଟ୍ୟ ରହିଛି: ତଥାଗତ

ଭୁବନେଶ୍ୱର, ୧୨।୧୨ (ବ୍ୟୁରୋ):  ଓଡ଼ିଶା ତଥା ଓଡ଼ିଆ ଭାଷା ଉପରେ ଅନେକବାର ଆକ୍ରମଣ ହେବା ସତ୍ତ୍ୱେ ଏହା ଆଜି ମଧ୍ୟ ମୁଣ୍ଡ ଟେକି ବଞ୍ଚତ୍ ରହିଛି।...

୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବା ଲକ୍ଷ୍ୟ: ଚାଇନିଜ୍‌, ରଷିଆନ୍‌ ଭାଷା ଶିଖିବେ ଟୁର୍‌ ଅପରେଟର୍‌; ଭୁବନେଶ୍ୱରରେ ବିମାନ ସଂଖ୍ୟା ବଢ଼ାଇବ ସ୍ପାଇସ୍‌ଜେଟ୍‌

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି...

୫ ଜଣ ଏକାଠି ହେଲେ କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର, ୨୯।୪ (ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ କରୋନାର ଦ୍ୱିତୀୟ ଲହରରେ ସ୍ଥିତି ଗୁରୁତର ହୋଇ ପଡୁଛି। ବିଶେଷ କରି ସହରାଞ୍ଚଳରେ କରନା ସଂଖ୍ୟା ଅଧିକ ଥିବାରୁ...

ଫନୀ ପ୍ରଭାବ: କ୍ଷେତ୍ରବାସୀ ଡିଏଭି କଲେଜ ଧ୍ୱସ୍ତବିଧ୍ୱସ୍ତ; ୧୪ ଦିନ ପରେ ମଧ୍ୟ ପରିସ୍ଥିତିରେ ଆସିନି ସୁଧାର

ନିରାକାରପୁର,୧୮ା୫(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ ପୁରାତନ କ୍ଷେତ୍ରବାସୀ ବିଜ୍ଞାନ ଡିଏଭି ମହାବିଦ୍ୟାଳୟ ଫନୀ ପ୍ରଭାବରେ ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି ା ଏହି ଅଞ୍ଚଳରେ ଶିକ୍ଷାର ଅନ୍ତୁଡ଼ିଶାଳ...

ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୨୦ରେ...

Advertisement
Archives

Model This Week