Advertisement
Posted inଜାତୀୟ

ଭାରତୀୟ ନୌସେନାର ୮ ପୂର୍ବତନ ଅଧିକାରୀ ଜେଲରେ, ଜଣଙ୍କୁ ରାଷ୍ଟ୍ରପତିଙ୍କଠାରୁ ମିଳିଛି ସମ୍ମାନ

ନୂଆଦିଲ୍ଲୀ,୨୭ ।୧୦: କତରି ଏମିରି ନୌସେନାକୁ ପ୍ରଶିକ୍ଷଣ ଓ ଅନ୍ୟ ସେବା ପ୍ରଦାନ କରୁଥିବା କମ୍ପାନୀ ସହ କତରରେ କାମ କରୁଥିବା ୮ ପୂର୍ବତନ ଭାରତୀୟ ନୌସେନା ଅଧିକାରୀ ଜେଲରେ ରହିଛନ୍ତି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଦୋହାରେ ଭାରତୀୟ ଦୂତାବାସକୁ ଏ ସମ୍ପର୍କରେ ସୂଚନା ରହିଛି । ଏହି ଘଟଣାକୁ ନେଇ ମଙ୍ଗଳବାର ୨୫ ଅକ୍ଟୋବରରେ ମିତୁ ଭାର୍ଗବଙ୍କ ଏକ ଟୁଇଟରୁ ଏହା ଜଣାପଡିଥିଲା । ସେ ଟୁଇଟରେ ଲେଖିଥିଲେ ସମସ୍ତେ ଦୋହାରେ ୫୭ ଦିନ ହେବ ଅବୈଧ ଭାବେ ବନ୍ଦ ହୋଇ ରହିଛନ୍ତି । ଏହି ପୋଷ୍ଟରେ ପ୍ରଧାନମନ୍ତ୍ରୀ ଓ ବୈଦେଶିକମନ୍ତ୍ରି ଏସ ଜୟଶଙ୍କର, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଓ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ହରଦିପ ପୁରିଙ୍କ ସହ ଆଉ କେତେଜଣ ମନ୍ତ୍ରୀଙ୍କୁ ଟ୍ୟାଗ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବିଦ୍ରୋହୀ ବିଧାୟକଙ୍କୁ ବାଚସ୍ପତିଙ୍କ ନୋଟିସ

ଭୋପାଳ,୧୩।୩(ପି.ଟି.): ମଧ୍ୟପ୍ରଦେଶର ୨୨ ଜଣ କଂଗ୍ରେସ ବିଧାୟକ ଇସ୍ତଫା ଦେଇଥିବାବେଳେ ବାଚସ୍ପତି ଏନ୍‌.ପି. ପ୍ରଜାପତି ସେମାନଙ୍କୁ ନୋଟିସ ଜାରି କରିଛନ୍ତି। ସେମାନେ ସ୍ବେଚ୍ଛାକୃତ ଭାବେ ଇସ୍ତଫା...

ମୋଦି ଦେଲେ ଭରସା

ଥିରୁଭାନନ୍ତପୁରମ୍‌,୧୭।୧୦: କେରଳରେ ପ୍ରବଳ ବର୍ଷା ଲାଗି ରହିଛି। ଅନେକ ସହରରେ ପରିସ୍ଥିତି ପରି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରବିବାର କୋକ୍କାୟାରରେ ଭୂସ୍ଖଳନ ପରେ ୩ଟି...

କଂଗ୍ରେସ ନେତା ମାଧବ ସିଂ ସୋଲାଙ୍କିଙ୍କ ପରଲୋକ

ଅହମଦାବାଦ,୯।୧: ବରିଷ୍ଠ କଂଗ୍ରେସ ନେତା ମାଧବ ସିଂ ସୋଲାଙ୍କିଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି...

ପିଏଫଆଇ ବିରୋଧରେ ପ୍ରତିବନ୍ଧକ ଲାଗୁ କରନ୍ତୁ କେନ୍ଦ୍ର ସରକାର: ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ଏକ ଇକୋ-ସିଷ୍ଟମ ସୃଷ୍ଟି କରୁଛି ବୋଲି କହିଲେ ହିମନ୍ତ ସରମା…

ଗୁଆହାଟୀ, ୨୪।୯ : ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ସରମା ଶନିବାର କହିଛନ୍ତି ଯେ ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ) ଉପରେ ପ୍ରତିବନ୍ଧକ ଲଗାଇବାକୁ...

ଗୋବର୍ଦ୍ଧନ ପୂଜାରେ ପରସ୍ପର ଉପରକୁ ବାଣ ପକାନ୍ତି ଲୋକେ…

ଆଜମେର,୨୬।୧୦ : ରାଜସ୍ଥାନରେ ଏପରି ଅନେକ ପୁରୁଣା ପରମ୍ପରା ଏବଂ ରୀତିନୀତି ଅଛି ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଥାଏ। ସମୟ ବିତିବା ସହିତ ଏହି ପରମ୍ପରାଗୁଡ଼ିକର...

ନିରାଶ କରିଛି ଭାରତ:ୟୁକ୍ରେନ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୨୫ା୨:ୟୁକ୍ରେନ ସଙ୍କଟରେ ହସ୍ତକ୍ଷେପ କରି ଶାନ୍ତି ସ୍ଥାପନ ନିମନ୍ତେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହ ଆଲୋଚନା କରିବାକୁ ନୂଆଦିଲ୍ଲୀରେ ଅବସ୍ଥାପିତ ୟୁକ୍ରେନ ରାଷ୍ଟ୍ରଦୂତ ଆଇଗୋର...

ଲୋକ ସଭାର ସ୍ପେଶାଲ ୧୧ ଏମ୍‌ପି: ଓପନିଂ ବ୍ୟାଟିଂରେ ମାରିିଛନ୍ତି ଛକା; ଚନ୍ଦ୍ରାଣୀ ମୁର୍ମୁ ସର୍ବକନିଷ୍ଠ

ନୂଆଦିଲ୍ଲୀ, ୨୭।୫: ଚଳିତ ଲୋକ ସଭାରେ ପ୍ରଥମ ଥର ପାଇଁ ନିର୍ବାଚନରେ ବିଜୟ ଲାଭ କରିଛନ୍ତି ୧୧ ଜଣ ଏମ୍‌ପି। ଓପନିଂ ବ୍ୟାଟିଂରେ ସେମାନେ ଛକାମାରି...

‘ନୀତୀଶ କୁମାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହଁନ୍ତି’

ପାଟନା,୨।୯: ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସୁପ୍ରିମୋ ନୀତୀଶ କୁମାର ୨୦୨୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବା ନେଇ ଦୀର୍ଘ ଦିନ ହେବ ଚର୍ଚ୍ଚା...

Advertisement
Archives

Model This Week