Posted inଜାତୀୟ

କଂଗ୍ରେସ ଛାଡି ଭାଜପାରେ ସାମିଲ ହେଲେ ୮ ବିଧାୟକ, ଆଜି ଭେଟିବେ ପ୍ରଧାନମନ୍ତ୍ରୀଙ୍କୁ

ପଣଜୀ,୧୯ ।୯: ଗତ ସପ୍ତାହ ଆରମ୍ଭରୁ କଂଗ୍ରେସ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଥିବା ଗୋଆର ୮ ଜଣ ବିଧାୟକ ସୋମବାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଭାଜପାର ଜଣେ ବରିଷ୍ଠ ନେତାଙ୍କ ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ଓ ଭାଜପାର ପ୍ରଦେଶ ଅଧ୍ୟକ୍ଷ ସଦାନନ୍ଦ ତନାବଡେଙ୍କ ନେତୃତ୍ୱରେ ବିଧାୟକମାନେ ସୋମବାର ସକାଳେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ୍ କରିବେ ।
ମିଳିଥିବା ସୂଚନା ଅନୁଯାୟୀ, ରବିବାର ୬ ଜଣ ବିଧାୟକ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିଛନ୍ତି । ହେଲେ ବିଧାୟକ ମାଇକେଲ ଲୋବୋ ଓ ଦିଗମ୍ବର କାମତ ସୋମବାର ସକାଳେ ଦିଲ୍ଲୀ ପହଞ୍ଚିବେ । ରବିବାର ଏହି ଦୁଇ ବିଧାୟକ ରାଜ୍ୟ ବାହାରେ ଥିଲେ । ଏହା ପୂର୍ବରୁ ବୁଧବାର କଂଗ୍ରେସ ବିଧାୟକ ଦଳର ବୈଠକରେ ଏକ ପ୍ରସ୍ତାବ ପାରିତ କରିବା ପରେ ଏମାନେ ଭାଜପାରେ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri