Posted inଜାତୀୟ

କଂଗ୍ରେସ ଛାଡି ଭାଜପାରେ ସାମିଲ ହେଲେ ୮ ବିଧାୟକ, ଆଜି ଭେଟିବେ ପ୍ରଧାନମନ୍ତ୍ରୀଙ୍କୁ

ପଣଜୀ,୧୯ ।୯: ଗତ ସପ୍ତାହ ଆରମ୍ଭରୁ କଂଗ୍ରେସ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଥିବା ଗୋଆର ୮ ଜଣ ବିଧାୟକ ସୋମବାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଭାଜପାର ଜଣେ ବରିଷ୍ଠ ନେତାଙ୍କ ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ଓ ଭାଜପାର ପ୍ରଦେଶ ଅଧ୍ୟକ୍ଷ ସଦାନନ୍ଦ ତନାବଡେଙ୍କ ନେତୃତ୍ୱରେ ବିଧାୟକମାନେ ସୋମବାର ସକାଳେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ୍ କରିବେ ।
ମିଳିଥିବା ସୂଚନା ଅନୁଯାୟୀ, ରବିବାର ୬ ଜଣ ବିଧାୟକ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିଛନ୍ତି । ହେଲେ ବିଧାୟକ ମାଇକେଲ ଲୋବୋ ଓ ଦିଗମ୍ବର କାମତ ସୋମବାର ସକାଳେ ଦିଲ୍ଲୀ ପହଞ୍ଚିବେ । ରବିବାର ଏହି ଦୁଇ ବିଧାୟକ ରାଜ୍ୟ ବାହାରେ ଥିଲେ । ଏହା ପୂର୍ବରୁ ବୁଧବାର କଂଗ୍ରେସ ବିଧାୟକ ଦଳର ବୈଠକରେ ଏକ ପ୍ରସ୍ତାବ ପାରିତ କରିବା ପରେ ଏମାନେ ଭାଜପାରେ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପତଞ୍ଜଳିର ଦାବି ହବନ ଯଜ୍ଞଦ୍ୱାରା ନଷ୍ଟ ହେବ ରୋଗ କରୁଥିବା ବ୍ୟାକ୍ଟେରିଆ

ହରିଦ୍ୱାର.୯ ।୧: ହବନ ଯଜ୍ଞଦ୍ୱାରା ନଷ୍ଟ ହେବ ରୋଗ ସୃଷ୍ଟି କରିଥିବା ବ୍ୟାକ୍ଟେରିଆ । ପତଞ୍ଜଳୀ ଅନୁସନ୍ଧାନ ସଂସ୍ଥାନର ବୈଜ୍ଞାନିକମାନେ ଏହା ପ୍ରମାଣ କରିଥିବା ଦାବି...

ସର୍ଜରୀ ବେଳେ ଚାଲିଗଲା ଅଭିନେତ୍ରୀଙ୍କ ଜୀବନ

ବେଙ୍ଗାଲୁରୁ,୧୭।୫: ୨୧ ବର୍ଷିୟା କନ୍ନଡ ଅଭିନେତ୍ରୀ ଚେତନା ରାଜ ପା୍ଲଷ୍ଟିକ୍‌ ସର୍ଜରୀ କରିବା ସମୟରେ ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଯାଇଛି। ତାଙ୍କ ମୃତ୍ୟୁରେ କନ୍ନଡ ସିନେମା...

ପାକିସ୍ତାନର ଗୋଟିଏ ହାତରେ ବନ୍ଧୁକ, ଅନ୍ୟ ହାତରେ ବୋମା: ଶଶି ଥରୁର

ନୂଆଦିଲ୍ଲୀ,୧୦।୯: କଶ୍ମୀର ପ୍ରସଙ୍ଗରେ ଅନ୍ୟ ଦେଶର ମଧ୍ୟସ୍ଥତା ଆବଶ୍ୟକ ଆବଶ୍ୟକ ନାହିଁ। ଆମକୁ ପାକିସ୍ତାନ ସହିତ କଥାବାର୍ତ୍ତା କରିବାରେ କୌଣସି ଆପତ୍ତି ନାହିଁ। ଯଦି ପାକିସ୍ତାନ...

ଚାଇନାରେ ଏସ ଜୟଶଙ୍କରଙ୍କୁ ଭେଟିଥିଲେ ମୋଦି: ଏବେ କ୍ୟାବିନେଟରେ ଦେଲେ ଯାଗା

ନୂଆଦିଲ୍ଲୀ, ୩୧।୫: ୫୭ ମନ୍ତ୍ରୀଙ୍କ ସହ ଗୁରୁବାର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ମନ୍ତ୍ରୀମଣ୍ଡଳରେ ବହୁ ପୁରୁଣାଙ୍କୁ ନୂଆ ନେତାଙ୍କୁ ସାମିଲ...

ଗତ ୬ ବର୍ଷ ଧରି ଲୋକଙ୍କୁ ଭୂଆଁ ବୁଲାଇଛନ୍ତି ମୋଦି: ମନମୋହନ

ନୂଆଦିଲ୍ଲୀ,୧୪।୧୨: ଗତ ୬ ବର୍ଷ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଲୋକଙ୍କୁ ଭୂଆଁ ବୁଲାଇଛନ୍ତି। ଭାରତ ବଚାଓ ରାଲିରେ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ...

ବନାରସୀ ଶାଢ଼ିରେ ଭାରତର ନକ୍ସା, ତ୍ରିରଙ୍ଗାର ଝଲକ

ବାରାଣସୀ,୧୪।୮: ପର୍ବଗୁଡ଼ିକରେ ପୋଷାକର ବିଶେଷ ମହତ୍ତ୍ୱ ରହିଛି। ବିଭିନ୍ନ ପର୍ବ ଅନୁଯାୟୀ ପାରମ୍ପରିକ ପୋଷାକରେ ମଧ୍ୟ ପରିବର୍ତ୍ତନ ଆସିଥାଏ। ଆଉ ଯଦି ଜାତୀୟ ପର୍ବ କଥା...

କଙ୍ଗନା କରୋନା ପଜିଟିଭ୍‌…

ମୁମ୍ବାଇ,୮।୫: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି...

ଏୟାର ଇଣ୍ଡିଆ ବିନିବେଶ ନିଶ୍ଚିତ: ସୂଚନା ଦେଲେ ସରକାର

ନୂଆଦିଲ୍ଲୀ,୩।୭: କ୍ଷତିରେ ଚାଲୁଥିବା ଏଆର ଇଣ୍ଡିଆର ବିନିବେଶ ନିଶ୍ଚିତ। ଏନେଇ ସରକାରଙ୍କ ପକ୍ଷରୁ ରାଜ୍ୟ ସଭାରେ ଦିଆଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି। ବେସାମରିକ ବିମାନ...

Advertisement
Archives

Model This Week