Posted inଜାତୀୟ

ଡ୍ୟାମ୍‌ରେ ବୁଡ଼ିଲା ବୋଟ୍‌: ଗୋଟିଏ ପରିବାରର ୮ ମୃତ

କୋଡରମା,୧୭।୭: ଝାଡ଼ଖଣ୍ଡର ଗିରିଡିହ ପଞ୍ଚିଖେରୋ ଡ୍ୟାମ୍‌ରେ ରବିବାର ଏକ ବୋଟ୍‌ ବୁଡ଼ି ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଗିରିଡିହ ଅଞ୍ଚଳର ଏକ ପରିବାର ବୁଲିବା ପାଇଁ ଆସିଥିଲେ। ହେଲେ ରବିବାର ମଧ୍ୟାହ୍ନରେ ପରିବାର ଲୋକେ ଏକ ବୋଟ୍‌ରେ ଓ୍ବାଟର ରାଇଡ୍‌ର ମଜା ନେଉଥିଲେ। ସେତିବିବେଳେ ହଠାତ୍‌ ବୋଟ୍‌ଟି ଭାରସାମ୍ୟ ହରାଇ ବୁଡ଼ିଯାଇଥିଲା। ଫଳରେ ପରିବାରର ୮ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ହେଲେ ପରିବାର ଜଣେ ଦୁର୍ଘଟଣାରୁ ବର୍ତ୍ତିଯାଇଥିବା ମାରକାଚୋ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଖବର ପାଇ ଜିଲା ପ୍ରଶାସନିକ ଧିକାରୀ ପହଞ୍ଚି ଏନଡିଆରଏଫ୍‌ ସହାୟତାରେ ଉଦ୍ଧାର କାର୍ଯ୍ୟ କରିଥିଲେ। ଡ୍ୟାମରେ ପବନ ସାଙ୍ଗକୁ ବନ୍ୟା ଜଳ ପସିବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Baba Venga Prediction: ଆଗାମୀ ୧୫ ଦିନରେ ୫ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସି ଖବର

ଜ୍ୟୋତିଷ ଏବଂ ଭବିଷ୍ୟବାଣୀରେ ରୁଚି ରଖୁଥିବା ଲୋକଙ୍କ ପାଇଁ ଆଗାମୀ ୧୫ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଲୋକପ୍ରିୟ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?