Posted inଜାତୀୟ

କର୍ନାଟକ ଉପ ମୁଖ୍ୟମନ୍ତ୍ରୀଙ୍କ ପରିବାରର ୮ ସଦସ୍ୟଙ୍କୁ କରୋନା

ବେଙ୍ଗାଲୁରୁ, ୧୯।୧୦-କର୍ନାଟକ ଉପମୁଖ୍ୟମନ୍ତ୍ରୀ ଗୋବିନ୍ଦ କାରଜୋଲଙ୍କ ପରିବାରର ୮ ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗୋବିନ୍ଦଙ୍କ ପୁଅ ଗୋପାଲ କାରଜୋଲଙ୍କ ଅବସ୍ଥା ଖରାପ ହେବାରୁ ତାଙ୍କୁ ବେଙ୍ଗାଲୁରୁରୁ ହାଇଦ୍ରାବାଦ ଚିକିତ୍ସା ପାଇଁ ସ୍ବତନ୍ତ୍ର ବିମାନରେ ପଠାଯାଇଛି। ଦୀର୍ଘ ୨୩ ଦିନ ହେବ ସେ ବେଙ୍ଗାଲୁରୁ ସ୍ଥିତ ଏକ ଡାକ୍ତରଖାନାରେ ଭେଣ୍ଟିଲେଟରରେ ଚିକିତ୍ସାଧିନ ଥିଲେ।
ସୂଚନାଯୋଗ୍ୟ, ନିକଟରେ ମହାମାରୀ କରୋନାରେ କର୍ନାଟକ ଉପମୁଖ୍ୟମନ୍ତ୍ରୀ ଗୋବିନ୍ଦ କାରଜୋଲ ଆକ୍ରାନ୍ତ ହୋଇଥିଲେ। ସେ ୧୯ ଦିନ ଧରି ଚିକିତ୍ସାଳୟରେ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇଥିଲେ। କରଜୋଲ ବିଧାୟକ ଭାବେ ବାଗାଲକୋଟର ମୁଦୋଲ ଆସନରୁ ନିର୍ବାଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କୁ ଅଭିଜିତ ଦୀପକେଙ୍କ ବଡ଼ ଚ୍ୟାଲେଞ୍ଜ, କହିଲେ ‘ଯଦି ସରକାର… ତେବେ ଆମେ ଏହାର ମୁକାବିଲା କରିବାକୁ ପ୍ରସ୍ତୁତ’

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇ କହିଛନ୍ତି ଯେ ସେମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରା ନ…

ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ଅପିଲ୍, ମହିଳାମାନେ ବାଗେଶ୍ବର ଆଶ୍ରମକୁ ଏକୁଟିଆ…

ଭୋପାଳ,୫ା୧୦: ମଧ୍ୟପ୍ରଦେଶର ଛତରପୁର ଜିଲା ଗଢ଼ାସ୍ଥିତ ପ୍ରସିଦ୍ଧ ବାଗେଶ୍ୱର ଧାମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନେଇ ପୀଠାଧୀଶ୍ୱର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି ।…

ସିଜେପି (CJP) ର ଆଶୁତୋଷ ରଙ୍କା କହିଲେ,‘ରକ୍ତର ପ୍ରତ୍ୟେକ ବୁନ୍ଦା…’, ହେଲେ ସେ କାହାକୁ ଦେଲେ ଏମିତି ଚ୍ୟାଲେଞ୍ଜ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ କରୁଛି। SIR ବିବାଦକୁ ନେଇ ସେମାନେ ଜ୍ଞାନେଶ କୁମାରଙ୍କ ଇସ୍ତଫା…

‘ଅତିକମରେ ୧୦ଟି ସନ୍ତାନ ଜନ୍ମ କରନ୍ତୁ’ – ହିନ୍ଦୁମାନଙ୍କୁ ଏମିତି କହିଲେ ମୌଲାନା ସାଜିଦ ରଶିଦି, ଉଠିଲାଣି ବିବାଦ

ନୂଆଦିଲ୍ଲୀ,୫।୧୦: ଇମାମ ଆସୋସିଏସନର ସଭାପତି ମୌଲାନା ସାଜିଦ ରଶିଦି ସନ୍ତାନ ଜନ୍ମ କରିବା ସମ୍ବନ୍ଧରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସଂଘ ଏବଂ ଅନ୍ୟ କିଛି ସଂଗଠନ…

ଦଳ ଛାଡ଼ିଥିବା ନେତାଙ୍କୁ ମମତାଙ୍କ ଅଲ୍ଟିମେଟମ; ୧୫ ଦିନ ଭିତରେ ଫେରିଆସ, ନହେଲେ…..

କୋଲକାତା,୫ା୧୦: ବିଧାନସଭା ନିର୍ବାଚନ ଫଳାଫଳ ପରେ ପ୍ରଥମ ଥର ପାଇଁ ଉତ୍ତର ଦିନାଜପୁର ଜିଲା ଚୋପଡ଼ାରେ ମମତା ବାନାର୍ଜୀ ସମର୍ଥିତ ତୃଣମୂଳ କଂଗ୍ରେସ ନିଜର ସାଂଗଠନିକ ଶକ୍ତି…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?