ଏମାର ମଠରୁ ମିଳିଲା ୮ଖଣ୍ଡ ରୁପା ଇଟା

ପୁରୀ ଅଫିସ, ୧୦।୪: ପୁରୀ ଏମାର ମଠର ୪ ନଂ. କଠୋରୀରୁ ରୁପା ଇଟା ମିଳିଛି । ୮ ଖଣ୍ଡ ରୁପା ଇଟା ମିଳିଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି । ୨୦୧୦ରେ ୪୭ ଖଣ୍ଡ ରୁପା ଇଟା ମହନ୍ତଙ୍କ ଦାୟିତ୍ୱ ଥିଲା ବୋଲି ଜଣାଯାଇଛି ।

ପ୍ରକାଶ ଯେ, ଶୁକ୍ରବାର ପୁରୀ ଏମାର ମଠର ନୂଆ ଟ୍ରଷ୍ଟି କାର୍ଯ୍ୟଭାର ଗ୍ରହଣ କରିଥିଲେ । ମଠର ପରିଚାଳନା ଦାୟିତ୍ୱ ଟ୍ରଷ୍ଟ ହାତକୁ ଯିବା ପରେ ମଧ୍ୟ ମଠର ମହନ୍ତ ମହାରାଜ ଏଥିରେ ସହଯୋଗ କରୁ ନଥିଲେ । ଏହି ପ୍ରସଙ୍ଗକୁ ନେଇ ମଠର ନୂଆ ଟ୍ରଷ୍ଟ ବୋର୍ଡ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ । ଏହା ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏମାର ମଠର ଟ୍ରଷ୍ଟର ନୂଆ ସଦସ୍ୟମାନେ ଏମାର ମଠରେ ପ୍ରବେଶ କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri