ତାଲା ଭାଙ୍ଗି ଜେଲରୁ ଫେରାର୍‌ ହୋଇଗଲେ ୮ କଏଦୀ

ହରିଦ୍ୱାର, ୨୨।୯: ଉତ୍ତରାଖଣ୍ଡ ହରିଦ୍ୱାରର ଏକ ଅସ୍ଥାୟୀ ଜେଲରୁ ୮ ଜଣ ବିଚାରଧୀନ କଏଦୀ ତାଲା ଭାଙ୍ଗି ଫେରାର୍‌ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ନରେନ୍ଦ୍ର ବାଲ୍ମିକୀ ଗ୍ୟାଙ୍ଗର ସଦସ୍ୟ ଥିଲେ। ଫେରାର୍‌ ହୋଇଥିବା ସମସ୍ତ ୮ ଜଣ କଏଦୀ ସନ୍ଧାନରେ ପୋଲିସ ପକ୍ଷରୁ ଜଙ୍ଗଲରେ କମ୍ବିଂ ଅପରେଶନ ଆରମ୍ଭ କରାଯାଇଛି। ସେହିଭଳି ସୀମା ଉପରେ ମଧ ତୀକ୍ଷ୍ନ ନଜର ରଖାଯାଇଛି। ପୋଲିସ ସୂଚନାରୁ ଜଣାପଡ଼ିଛି ଯେ, ଏହି ଘଟଣାଟି ମଙ୍ଗଳବାର ଭୋର ସମୟରେ ଘଟିଛି। ରୋଶନାବାଦ୍‌ସ୍ଥିତ ଏକ ଗୃହରେ ଅସ୍ଥାୟୀ ଭାବେ ବନିଥିବା ଜେଲରୁ ଏହି ୮ ଜଣ କଏଦୀ ଖସି ପଳାଇବାରେ ସଫଳ ହୋଇଥିଲେ। ଭୋର ସମୟରେ କଏଦୀମାନେ ବାରାକ ତାଲା ଭାଙ୍ଗି ୨ ମହଲା ଛାତରୁ ଡେଇଁ ପଳାଇଥିଲେ। ସୁରକ୍ଷାକର୍ମୀମାନେ ଯେତେବେଳେ ବାରାକରେ ପହଞ୍ଚିଥିଲେ ଏବଂ ୨ଟି ଗୃହ ଖାଲିଥିବା ଦେଖିଲେ ସେତେବେଳେ ଏହି ଅଘଟଣ ସାମ୍ନାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ହୋଇଥିଲେ ରାଜି, ହେଲେ ୟୁ-ଟର୍ନ ନେଲା CJP, ରୋକଠୋକ ଶୁଣାଇଦେଲା-ଆମେ…

ନୂଆଦିଲ୍ଲୀ,୨୩।୭: ସରକାର ବାରମ୍ବାର କହିଆସୁଛନ୍ତି , ସେମାନେ ପ୍ରତିବାଦକାରୀମାନଙ୍କ ସହିତ ଆଲୋଚନା କରିବା ପାଇଁ ପ୍ରସ୍ତୁତ ଅଛନ୍ତି। ଏହି ସମୟରେ,ସୂତ୍ରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri