ଘରେଥିଲେ ଅଷ୍ଟମ ବାଟାଲିୟନ ସିପାହୀ: କାର୍ଯ୍ୟରେ ଯୋଗ ଦେବା ବେଳକୁ ଜଣାପଡ଼ିଲା କରୋନା ଆକ୍ରାନ୍ତ

ଗଞ୍ଜାମ,୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅଗସ୍ତି ନୂଆ ଗାଁ ସ୍ଥିତ ଅଷ୍ଟମ ବାଟାଲିୟନର ଜଣେ ସିପାହୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେ ଛୁଟିରେ ଘରେ ରହିଥିଲେ । କାର୍ଯ୍ୟରେ ଯୋଗ ଦେବା ପାଇଁ ହେଲେ କୋଭିଡ-୧୯ ଟେଷ୍ଟ କରିବାକୁ ଅଷ୍ଟମ ବାଟାଲିୟନ କମାଣ୍ଡେଣ୍ଟ ନିର୍ଦ୍ଦେଶ ଦେଇଥିଲେ। ଫଳରେ ସେ ଗତ ଗୁରୁବାର ଛତ୍ରପୁର ସାଇନ୍ସ କଲେଜରେ ସ୍ବାବ ଟେଷ୍ଟ କରିଥିଲେ । ସୋମବାର ତାଙ୍କର ରିପୋର୍ଟ ପଜିଟିଭ ଥିବା ଜଣା ପଡିଥିଲା ବୋଲି ସନ୍ତୋଷପୁର ସରପଞ୍ଚ ଡି. ନିରଞ୍ଜନ ରେଡ୍ଡୀ ସୂଚନା ଦେଇଛନ୍ତି । ତାଙ୍କୁ ସନ୍ତୋଷପୁର ପଞ୍ଚାୟତ କାର୍ତ୍ତିକୀରୁ ଶିତଳାତପଲ୍ଲୀ କୋଭିଡ ସେଣ୍ଟରକୁ ପଠା ଯାଇଥିବା ସେ କହିଛନ୍ତି।
ସୂଚନାଯୋଗ୍ୟ, ତାଙ୍କ ଭାଇ ମଧ୍ୟ ଅଷ୍ଟମ ବାଟାଲିୟନରେ କାର୍ଯ୍ୟ। କରନ୍ତି  ସେ ମଧ୍ୟ ଘରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳାଶୟର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ ଲାଗି ନିଷ୍ପତ୍ତି

ବାଲେଶ୍ୱର ଅଫିସ, ୧୪।୧୦-ବାଲେଶ୍ୱର ସହର ନିଳିଆବାଗସ୍ଥିତ କାର୍ଯ୍ୟାଳୟରେ ‘ଜଳସମ୍ପଦ ଓ ପରିବେଶ ସୁରକ୍ଷା ସମିତି’ ବାଲେଶ୍ୱର ଶାଖା ପକ୍ଷରୁ ସୋମବାର ଜଳସମ୍ପଦ ଓ ପରିବେଶ ସୁରକ୍ଷା...

ମୃତ୍ୟୁର ୧୫ ବର୍ଷ ପରେ ବି ମିଳିଲାନି ନ୍ୟାୟ: ଟାଟା ସ୍ପଞ୍ଜ କାରଖାନା ଆଗରେ ଧାରଣା

ଯୋଡ଼ା, ୧୭।୫ (ଢି.ଏନ.ଏ.) – କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦାସ୍ଥିତ ଟାଟାସ୍ପଞ୍ଜ କାରଖାନାରେ ଜଣେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ୧୫ ବର୍ଷରୁ...

ରାଜ୍ୟରେ ବଢୁଛି କଏଦୀ ସଂଖ୍ୟା

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟରେ ବର୍ତ୍ତନା ୮୬ଟି ଜେଲ୍‌ ରହିଥିବାବେଳେ ପ୍ରତିବର୍ଷ କଏଦୀଙ୍କ ସଂଖ୍ୟା ବଢ଼ି ଚାଲିଛି। ପୂର୍ବବର୍ଷ ତୁଳନାରେ ୨୦୧୯ରେ ପ୍ରାୟ ୬.୪୩ ପ୍ରତିଶତ ବୃଦ୍ଧି ଘଟିଛି।...

ସୁନା ଲୋଭ ଦେଖାଇ କନ୍‌ଷ୍ଟେବଳଙ୍କଠାରୁ ୬ ଲକ୍ଷ ଠକେଇ

କଟକ ରୋଡ୍‌,୧୨ା୩(ଡି.ଏନ୍‌.ଏ.): ସୁନା ଲୋଭ ଦେଖାଇ ଜଣେ କନ୍‌ଷ୍ଟେବଳଙ୍କ ଠାରୁ ୬ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ସୋମବାର ୪ଜଣଙ୍କୁ ଗିରଫ କରି...

୨ଲୁଟେରାଙ୍କୁ ଗୋଡ଼ାଇ ଧରିଲା ପୋଲିସ

ରସୁଲପୁର,୪ା୧୨(ଡି.ଏନ୍‌.ଏ.)- ରସୁଲପୁର ବ୍ଲକ ଅନ୍ତର୍ଗତ ବନ୍ଧଡିହ ପଞ୍ଚାୟତରେ ଦୁଇଜଣ ମହିଳାଙ୍କୁ ଟଙ୍କା ଲୁଟି ନେଇ ଫେରା ହୋଇଯାଉଥିବା ୨ଜଣ ଅଭିଯୁକ୍ତଙ୍କୁ ପୋଲିସ ଗୋଡ଼େଇ ଗୋଡ଼େଇ କୁଆଖିଆ...

ଚିତ୍ରରେ ସଚେତନତା ବାର୍ତ୍ତା

ଆରଡ଼ି, ୧୬।୧୨ (ଡି.ଏନ.ଏ.)- ହାତରେ ରଙ୍ଗତୂଳୀ ଧରି କାନ୍‌ଭାସରେ ସେ ଆଙ୍କି ଚାଲିଛନ୍ତି ଜୀବନର ଛବି। ପରିବେଶର ସୁରକ୍ଷା କରି ଧରଣୀ ମା’ଙ୍କୁ ସବୁଜିମା ମଣ୍ଡିତ...

୯ ବର୍ଷ ହେବ ମିଳିନି ଦରମା:ଅନଶନରେ ବସିଲେ ଆକାଉଣ୍ଟାଣ୍ଟ

ଅନୁଗୋଳ ଅଫିସ, ୨୬।୧୧ଷଷ୍ଠ ଓ ସପ୍ତମ ବେତନ କମିଶନଙ୍କ ସୁପାରିଶ ମୁତାବକ ବେତନ ନ ପାଇବା ପ୍ରତିବାଦରେ ଅନୁଗୋଳ ଜିଲା ଯୋଗାଣ ବିଭାଗ କାର୍ଯ୍ୟାଳୟ ପରିସରରେ...

ମାଲକାନଗିରିରେ ପ୍ରଥମ ମୁଣ୍ଡ ନେଲା କରୋନା: ସମ୍ମାନର ସହ ଦାହ କଲା ପ୍ରଶାସନ

ମାଲକାନଗିରି,୨୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶନିବାର ପ୍ରଥମ କରୋନା ମୃତ୍ୟୁ ହୋଇଛି। ମାଲକାନଗିରି ସଦର ମହକୁମା ସ୍ଥିତ ପୁରୁଣା ପୋଷ୍ଟ ଅଫିସ ସାହିର ଜଣେ ବ୍ୟକ୍ତିଙ୍କ ମାଲକାନଗିରି...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *