Posted inଜାତୀୟ

ଅଷ୍ଟମ ପର୍ଯ୍ୟାୟ ନିର୍ବାଚନ: ସ୍କ୍ରିନିଂ ପରେ ମତଦାନ…

କୋଲକାତା,୨୯।୪: କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଇଁ ଅଷ୍ଟମ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ଭୋଟରମାନେ ମାସ୍କ୍‌ ପିନ୍ଧି ମତଦାନ କେନ୍ଦ୍ରରେ ପହଞ୍ଚିଛନ୍ତି। ସ୍କ୍ରିନିଂ ପରେ ଭୋଟରଙ୍କୁ ବୁଥ୍‌ରେ ପ୍ରବେଶ କରିବାକୁ ଅନୁମତି ମିଳୁଛି। ଅଷ୍ଟମ ପର୍ଯ୍ୟାୟରେ ୩୫ଟି ବିଧାନସଭା ଆସନ ପାଇଁ ମତଦାନ କରାଯାଉଛି। ନିର୍ବାଚନ ମଇଦାନରେ ୨୮୩ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଭୋଟର କରୋନା ସଂକ୍ରମଣକୁ ଭୟ ନ କରି ମତଦାନ କେନ୍ଦ୍ରରେ ଧାଡ଼ିବାନ୍ଧି ନିଜର ଅଧିକାର ସାବ୍ୟସ୍ତ କରିବା ଜାରି ରଖିଛନ୍ତି। ଅଷ୍ଟମ ପର୍ଯ୍ୟାୟରେ ମାଲଦାର ୬, ଭୀରଭୂମର ୧୧, ମୂର୍ଶିଦାବାଦ୍‌ର ୧୧ ଏବଂ ଉତ୍ତର କୋଲକାତାର ୭ଟି ବିଧାନସଭା ଆସନରେ ମତଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri