Posted inଖେଳ

ଦକ୍ଷିଣ ଆଫ୍ରିକାକୁ ଅଷ୍ଟମ ଝଟକା, ସିରାଜଙ୍କ ନାମରେ ୬ ଓ୍ବିକେଟ…

କେପଟାଉନ, ୩।୧ : କେପଟାଉନରେ ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳା ଯାଉଥିବା ଦ୍ୱିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଟସ ତିଛି ପ୍ରଥମେ ବ୍ୟାଟିଂ କରି ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଟିମ ଇଣ୍ଡିଆର ବୋଲିଂକୁ ଆଫ୍ରିକା ଦଳ ସାମନା କରି ପାରିନାହିଁ। ୨୨ ଓଭରରେ ଦକ୍ଷିଣ ଆଫ୍ରିକା ୮ ଓ୍ବିକେଟରେ ୫୦ ରନ କରିଛି।

ମହମ୍ମଦ ସିରାଜ ୬ ଓ୍ବିକେଟ ନେଇଥିବାବେଳେ ଜସପ୍ରୀତ ବୁମରା ଗୋଟିଏ ଏବଂ ମୁକେଶ କୁମାର ଗୋଟିଏ ଓ୍ବିକେଟ ନେଇଛନ୍ତି।

ଟିମ ଇଣ୍ଡିଆ ସିରିଜକୁ ୧-୧ ରେ ଶେଷ କରିବାକୁ ଚାହୁଁଛି। ଦକ୍ଷିଣ ଆଫ୍ରିକା ସେଞ୍ଚୁରିଅନରେ ପ୍ରଥମ ଇନିଂସ ଏବଂ ୩୨ ରନ ଜିତିଥିଲା। କେପଟାଉନରେ ଟିମ ଇଣ୍ଡିଆର ରେକର୍ଡ ଖରାପ । ୩୧ ବର୍ଷ ମଧ୍ୟରେ ନ୍ୟୁଲାଣ୍ଡସ ଗ୍ରାଉଣ୍ଡରେ ଭାରତ କୌଣସି ବିଜୟ ହୋଇନାହିଁ । ତେବେ ଟିମ ଇଣ୍ଡିଆର ବୋଲିଂ ଉଚ୍ଚକୋଟୀର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri