ଭୟରେ ଗାଁ ଛାଡ଼ିଲେ ୮୫ ପରିବାର

ଚିତ୍ରକୋଣ୍ଡା, ୪।୨(ଡି.ଏନ୍‌.ଏ.): ମାଲକଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୁଇଟି ପଞ୍ଚାୟତ ଯୋଡ଼ାମ୍ବ ଓ ପଣଷପୁଟ ପଞ୍ଚାୟତର ୧୨ଟି ଗ୍ରାମର ୮୫ ପରିବାର ମାଓବାଦୀ ଭୟରେ ଏବଂ କାମଧନ୍ଦା ଅଭାବରୁ ଭିଟାମାଟି ଛାଡିଛନ୍ତି। ଗତ ଦୁଇ ଦିନ ହେଲା ସେମାନେ ଚିତ୍ରକୋଣ୍ଡା ରାଜଲକୋଣ୍ଡା ନିକଟସ୍ଥ ବଡ଼ଫାର୍ମ ପାଖ ଜଙ୍ଗଲରେ ଅସ୍ଥାୟୀ ଭାବରେ ଜରିବାନ୍ଧି ରହୁଛନ୍ତି। ଉକ୍ତ ସରକାରୀ ଜମିରେ ରାଜଲକୋଣ୍ଡା ଗ୍ରାମବାସୀ ଆଗରୁ ଚାଷବାସ କରୁଥିଲେ। ଉକ୍ତ ଜମିରେ ସେମାନେ ଆସି ରହିଥିବାରୁ ରାଜଲକୋଣ୍ଡା ଗ୍ରାମବାସୀ ଚିତ୍ରକୋଣ୍ଡା ତହସିଲଦାର ଟି. ପଦ୍ମନାଭଙ୍କୁ ଲିଖିତ ଭାବେ ଜଣାଇଥିଲେ। ଖବର ପାଇ ଲୋକଙ୍କ ସମସ୍ୟା ବୁଝିବା ସହ ସେମାନଙ୍କୁ ଥଇଥାନ କରିବା ପାଇଁ ତହସିଲଦାର ଟି. ପଦ୍ମନାଭ ଦୋରା ଏବଂ ପୋଲିସ ପ୍ରଶାସନ ପହଞ୍ଚିଛନ୍ତି। ବିସ୍ଥାପିତ ଗ୍ରାମବାସୀଙ୍କ ସହ ତହସିଲ ପ୍ରଶାସନ ଓ ପୋଲିସ ପ୍ରଶାସନ ମଧ୍ୟରେ ଆଲୋଚନା ଜାରିରହିଛି l


Enter your email to get our daily news in your inbox.

All Right Reserved By Dharitri.Com

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri