ସ୍ବସ୍ତି ସିଂଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଚଳିତବର୍ଷର ଏକଲବ୍ୟ ପୁରସ୍କାର ଘୋଷଣା କରାଯାଇଛି। ସାଇକେଲ୍‌ ଚାଳିକା ସ୍ବସ୍ତି ସିଂଙ୍କୁ ଏକଲବ୍ୟ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ସେହିପରି ଫୁଟବଲର ପ୍ୟାରୀ ଖାକା ଓ ହକି ଖେଳାଳି ଶିଳାନନ୍ଦ ଲାକ୍ରା ଉପବିଜେତା ହୋଇଛନ୍ତି। ସ୍ବସ୍ତି ଜାତୀୟ ପ୍ରତିଯୋଗିତାରେ ୨ଟି ସ୍ବର୍ଣ୍ଣ ଏବଂ ୨ଟି ରୌପ୍ୟ ପଦକ ଜିତିଛନ୍ତି। ସେ ପୁରସ୍କାର ବାବଦରେ ୫ ଲକ୍ଷ ଟଙ୍କା ସହ ମାନପତ୍ର ପାଇବେ। ଦୁଇ ଉପବିଜେତା ୫୦ ଲକ୍ଷ ଟଙ୍କା ସହ ସମ୍ମାନିତ ହେବେ। ବିଜେତାଙ୍କୁ ଏକ ସ୍ବତନ୍ତ୍ର ଉତ୍ସବରେ ସମ୍ମାନିତ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘଛାଲ ଜବତ, ୬ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା/କୋକସରା,୬ା୧୨(ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡିରେ ପୁଣି ବାଘଛାଲ ଜବତ କରି ୬ ଅଭିଯୁକ୍ତଙ୍କୁ ଗିରଫ କରିଛି ବନ ବିଭାଗ। ଛତିଶଗଡ଼ ଉଦନ୍ତି ସୀତାନଦୀ...

ବାପାଙ୍କ କୋକେଇ ସଜଡ଼ା ଯାଉଥିବା ବେଳେ ଗଛଡାଳ ପଡ଼ି ଚାଲିଗଲା ପୁଅଙ୍କ ଜୀବନ

କୋରାପୁଟ,୬ା୧୨(ଅମିତାଭ ବେହେରା): କଥାରେ ଅଛି, ଦୁଃଖ ଯେତେବେଳେ ଆସେ ସାଙ୍ଗସାଥୀ ସମସ୍ତଙ୍କୁ ସାଥୀରେ ଧରି ଆସେ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି, କୋରାପୁଟ...

ବାତ୍ୟା ମିଗ୍‍ଜୋମ୍‍ର ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା; ପଟାଙ୍ଗୀଠାରେ ୫୦୦ ମିଲିମିଟର ବର୍ଷା ରେକର୍ଡ

ଭୁବନେଶ୍ୱର,୬।୧୨: କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ସାମୁଦ୍ରିକ ବାତ୍ୟା ‘ମିଗ୍‍ଜୋମ୍‍’ ଗଭୀର ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି...

ଭାରତର ରବି ବିଷ୍ଣୋଇ ଏକ ନମ୍ବର ଟି୨୦ ବୋଲର, ସୂର୍ଯ୍ୟଙ୍କ ଚମକ କାଏମ

ନୂଆଦିଲ୍ଲୀ,୬।୧୧: ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜରେ ଭାରତ ଜବରଦସ୍ତ ପ୍ରଦର୍ଶନ କରି ସିରିଜ ହାତେଇଛି। ସୂର୍ଯ୍ୟକୁମାରଙ୍କ ନେତୃତ୍ୱରେ ଭାରତ ୪-୧ରେ ଏହି ସିରିଜ ଜିତିଛି। ତେବେ...

ବାତ୍ୟା ମିଗ୍‌ଜୋମ୍‌: ପ୍ରବଳ ବର୍ଷା ଯୋଗୁ ମାଆ ଗୃହକୁ ସ୍ଥାନାନ୍ତରିତ ହେଲେ ଗର୍ଭବତୀ ମହିଳା

ଗଜପତି,୬।୧୨(ଗିରିଧାରୀ ପରିଛା): ଗଜପତି ଜିଲାରେ ବାତ୍ୟା ମିଗ୍‌ଜୋମ ଯୋଗୁଁ ବର୍ଷା ଜାରି ରହିଥିବା ବେଳେ କ୍ରମଶଃ ବର୍ଷାର ପରିମାଣ କମିବାରେ ଲାଗିଛି। କିନ୍ତୁ ଜିଲାରେ ବାତ୍ୟାର...

ଟେଷ୍ଟ କ୍ରିକେଟ୍‌ରେ ପ୍ରଥମଥର ପାଇଁ ଏମିତି ଢଙ୍ଗରେ ଆଉଟ୍‌ ହେଲେ ବାଂଲାଦେଶ କ୍ରିକେଟର୍‌: ଦେଖନ୍ତୁ ଭିଡିଓ

ଢାକା,୬।୧୧:ବାଂଲାଦେଶର ରାଜଧାନୀ ଢାକାସ୍ଥିତ ଶେର-ଇ-ବଙ୍ଗଳା ଜାତୀୟ ଷ୍ଟାଡିୟମରେ ଆୟୋଜକ ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଚାଲିଛି। ଦ୍ୱିତୀୟ ଟେଷ୍ଟ ମ୍ୟାଚର ପ୍ରଥମ...

ସଚିନ-କୋହଲିଙ୍କୁ ମିଳିଲା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ

ନୂଆଦିଲ୍ଲୀ,୬।୧୨: ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ କ୍ରିକେଟର୍‌ ସଚିନ ତେନ୍ଦୁଲକର ଏବଂ ବିରାଟ କୋହଲିଙ୍କୁ ନିମନ୍ତ୍ରଣ  ପଠାଯାଇଛି।  ପ୍ରଥମ ଥର ପାଇଁ କ୍ରିକେଟ...

ରାତିଅଧରେ ଘରେ ପଶି ଚଳାଇଲେ ୩ ରାଉଣ୍ଡ ଗୁଳି: ମହିଳା ଗୁରୁତର

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଘରେ ପଶି ମହିଳାଙ୍କୁ ଗୁଳି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ ରାଇପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri