ସ୍ବସ୍ତି ସିଂଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଚଳିତବର୍ଷର ଏକଲବ୍ୟ ପୁରସ୍କାର ଘୋଷଣା କରାଯାଇଛି। ସାଇକେଲ୍‌ ଚାଳିକା ସ୍ବସ୍ତି ସିଂଙ୍କୁ ଏକଲବ୍ୟ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ସେହିପରି ଫୁଟବଲର ପ୍ୟାରୀ ଖାକା ଓ ହକି ଖେଳାଳି ଶିଳାନନ୍ଦ ଲାକ୍ରା ଉପବିଜେତା ହୋଇଛନ୍ତି। ସ୍ବସ୍ତି ଜାତୀୟ ପ୍ରତିଯୋଗିତାରେ ୨ଟି ସ୍ବର୍ଣ୍ଣ ଏବଂ ୨ଟି ରୌପ୍ୟ ପଦକ ଜିତିଛନ୍ତି। ସେ ପୁରସ୍କାର ବାବଦରେ ୫ ଲକ୍ଷ ଟଙ୍କା ସହ ମାନପତ୍ର ପାଇବେ। ଦୁଇ ଉପବିଜେତା ୫୦ ଲକ୍ଷ ଟଙ୍କା ସହ ସମ୍ମାନିତ ହେବେ। ବିଜେତାଙ୍କୁ ଏକ ସ୍ବତନ୍ତ୍ର ଉତ୍ସବରେ ସମ୍ମାନିତ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏସ୍‌ଏଲ ବେଳେ କରାଯାଇଥିବା ସମସ୍ତ କୋଭିଡ୍‌-୧୯ ଟେଷ୍ଟ ନେଗେଟିଭ

କରାଚୀ,୨୦।୩- ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ)ରେ ଜଡ଼ିତ ଖେଳାଳି, ଷ୍ଟାଫ, ମ୍ୟାଚ୍‌ ଅଫିସିଆଲ, ଦଳ ମାଲିକ, ପ୍ରସାରଣକାରୀ କର୍ମକର୍ତ୍ତାଙ୍କ ସମେତ ମୋଟ ୧୨୮ ଜଣଙ୍କ କୋଭିଡ୍‌-୧୯...

ୟୁରୋପା ଲିଗ୍‌ ଫୁଟ୍‌ବଲ: ଭିଲ୍ଲାରିୟଲଙ୍କୁ ଐତିହାସିକ ପ୍ରଥମ ଟାଇଟଲ

ଗଡାନସ୍କ,୨୮।୫(ଏପି): ୟୁରୋପା ଲିଗ୍‌ ଫୁଟ୍‌ବଲରେ ଭିଲ୍ଲାରିୟଲ ପ୍ରଥମଥର ପାଇଁ ଟାଇଟଲ ହାସଲ କରିବାର ଗୌରବ ଅର୍ଜନ କରିଛି। ଗୁରୁବାର ଖେଳାଯାଇଥିବା ଲିଗ୍‌ର ସଂଘର୍ଷପୂର୍ଣ୍ଣ ତଥା ରୋମାଞ୍ଚକ...

ବଢ଼ିବାରେ ଲାଗିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ଚିହ୍ନଟ ହେଲେ ଆଉ ୧୪

ଭୁବନେଶ୍ୱର, ୮।୧(ବ୍ୟୁରୋ): ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍‌ଷ୍ଟିଚ୍ୟୁଟ ଅଫ ଲାଇଫ ସାଇନ୍ସେସ (ଆଇଏଲ୍‌ଏସ୍‌) ପକ୍ଷରୁ ଶନିବାର ସ୍ବାସ୍ଥ୍ୟ...

ବର୍ଷାରେ ଭିଜିଲେ, ମ୍ୟାଚ ଉପଭୋଗ କଲେ

ଭୁବନେଶ୍ୱର, ୯।୨(କ୍ରୀଡ଼ା ପ୍ରତିନିଧି)- ଚଳିତ ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଶନିବାର ଭାରତ ଓ ବେଲଜିୟମ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଛି। ଥଣ୍ଡା କୋହଲା ପାଗ...

ନକଲି ଡାକ୍ତର ଠକେଇ ମାମଲା: ମୁହାଁମୁହିଁ ଜେରା ହେବେ ଭଉଣୀଭାଇ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରସିକିଆ ନକଲି ଡାକ୍ତର ରମେଶଚନ୍ଦ୍ର ସ୍ବାଇଁଙ୍କ ପ୍ରତାରଣା ଓ ଠକେଇ ସାମ୍ରାଜ୍ୟକୁ ଭେଦ କରିପାରୁନି କମିଶନରେଟ ପୋଲିସ। ଶୁକ୍ରବାରଠାରୁ ଦ୍ୱିତୀୟଥର ରିମାଣ୍ଡରେ ଆଣି ମାରାଥନ...

ଚିଲିକା ବିଧାୟକଙ୍କୁ ମିଳିଲା ଅନ୍ତରୀଣ ଜାମିନ

କଟକ ଅଫିସ,୨୨।୪: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମିଳିଲା ଜାମିନ୍‌। ହାଇକୋର୍ଟଙ୍କ ପକ୍ଷରୁ ଶୁକ୍ରବାର ୭ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ ମଞ୍ଜୁର କରାଯାଇଛି। ଉନ୍ନତ...

ବିଦ୍ୟୁତ୍‌ କର୍ମଚାରୀଙ୍କର ନିଘା ନାହିଁ: ଦିନ ଦିନ ଧରି ଅନ୍ଧାରରେ କଣାସ ଅଞ୍ଚଳ

କଣାସ, ୧୮।୭(ସ୍ବ.ପ୍ର.)-ଫନୀ ପରେ ଦୁଇମାସ ଧରି କଣାସ ଅଞ୍ଚଳ ଅନ୍ଧାରେ ରହିବାପରେ କେତେକ ଅଞ୍ଚଳକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଥିଲା। ମାତ୍ର ସାମାନ୍ୟ ପବନ ହୋଇ ଗଛରୁ...

ଜେରିଆଟିକ୍‌ ଓ୍ବାର୍ଡ ପାଲଟିଲା କରୋନା ଓ୍ବାର୍ଡ

ଅନୁଗୋଳ ଅଫିସ୍‌, ୧୭।୩ କରୋନା ମୁକାବିଲା ପାଇଁ ଅନୁଗୋଳ ପ୍ରଶାସନ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟର ଜେରିଆଟିକ୍‌...

Advertisement
Archives

Model This Week