Posted inଖେଳ

ହାର୍ଦ୍ଦିକଙ୍କ ଅସନ୍ତୋଷ ପରେ ବଡ଼ କାର୍ଯ୍ୟାନୁଷ୍ଠାନ

ଲକ୍ଷ୍ନୌ,୩୧।୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌ ରବିବାର ଇକାନା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ ପ୍ରଶଂସକଙ୍କ ସହ ଉଭୟ ଟିମ୍‌ ଲାଗି ବହୁତ ନୈରାଶ୍ୟଜନକ ଥିଲା। କାରଣ ଏଥିରେ କେବଳ ବୋଲର୍‌ମାନେ ହିଁ ଖୁସି ହୋଇଥିଲେ।

ଏହି ଟି୨୦ ସିରିଜରେ ଉଭୟ ଟିମ୍‌ ୧୦୦ ରନ୍‌ ହିଁ କରିପାରିଥିଲେ। ଟି୨୦ ମ୍ୟାଚ୍‌ ସତ୍ତ୍ୱେ ମଇଦାନରେ କୌଣସି ଖେଳାଳି ଛକାଟିଏ ମାରିପାରି ନ ଥିଲେ। ନ୍ୟୁଜିଲାଣ୍ଡ ଭାରତକୁ ଏଠାରେ ୧୦୦ ରନ୍‌ର ଟାର୍ଗେଟ ଦେଇଥିଲା। ଜବାବରେ ଭାରତୀୟ ଟିମ୍‌ ବହୁ କଷ୍ଟରେ ଶେଷ ଓଭରରେ ମ୍ୟାଚ୍‌କୁ ଜିତିବାରେ ସଫଳ ହୋଇଥିଲା।

ପିଚ୍‌କୁ ନେଇ ଭାରତୀୟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଅସନ୍ତୋଷ ବ୍ୟକ୍ତ କରିଥିଲେ। ମ୍ୟାଚ୍‌ ପରେ ସେ କହିଥିଲେ ଯେ, ‘ସତ କହିବାକୁ ଗଲେ ଏହି ଉଇକେଟ ଚକିତ କରିଥିଲା। ସମସ୍ତ ପିଚ୍‌ରେ ଖେଳିବାକୁ ମୁଁ ପ୍ରସ୍ତୁତ ଥାଏ। ହେଲେ ଏହି ପିଚ୍‌ ଟି୨୦ ପାଇଁ ନ ଥିଲା।’ ହାର୍ଦ୍ଦିକଙ୍କ ଅସନ୍ତୋଷ କାରଣରୁ ଇକାନା ଷ୍ଟାଡିୟମର ପରିଚାଳନା ବିଭାଗ ବଡ଼ କାର୍ଯ୍ୟାନୁଷ୍ଠାନ ସ୍ବରୂପ ପିଚ୍‌ କ୍ୟୁରେଟରଙ୍କୁ ହଟାଇଥିବା ନେଇ ଚର୍ଚ୍ଚା ଜୋର ଧରିଛି।

କୌଣସି ଟି୨୦ ମୁକାବିଲାରେ ଏଭଳି ପିଚ୍‌ ବହୁତ କମ୍‌ ଦେଖିବାକୁ ମିଳିଛି। ଇକାନାରେ ବ୍ୟାଟ୍ସମ୍ୟାନ୍‌ ଗୋଟିଏ ଗୋଟିଏ ରନ୍‌ ପାଇଁ ସଂଘର୍ଷ କରିଥିଲେ। ଏପରିକି ଏହି ମ୍ୟାଚ୍‌ ଏକ ରେକର୍ଡ ବି କରିଥିଲା। ମୋଟ ୧୬ ବ୍ୟାଟ୍ସମ୍ୟାନ୍‌ ମ୍ୟାଚ୍‌ରେ ବ୍ୟାଟିଂ କରିଥିଲେ ହେଁ ମାତ୍ର ୧୮୩ ରନ୍‌ କରିଥିଲେ। ଏଥିରେ ମାତ୍ର ୧୪ ଚୌକା ଥିଲା। ଗୋଟିଏ ବି ଛକା ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri