Posted inଜାତୀୟ

ବଢିଲା ଶିନ୍ଦେ ଦଳର ସମସ୍ୟା, ଅଯୋଗ୍ୟତା ମାମଲା ଉପରେ ବାଚସ୍ପତିଙ୍କୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

ମୁମ୍ବାଇ,୧୪।୭: ସୁପ୍ରିମକୋର୍ଟ ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନାର୍ଭେକରଙ୍କୁ ଶିବସେନାର ଉଦ୍ଧବ ଠାକରେ ଦଳର ନେତା ସୁନୀଲ ପ୍ରଭୁଙ୍କ ଆବେଦନ ଉପରେ ନୋଟିସ ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମେତ ବିଦ୍ରୋହୀ ନେତାଙ୍କ ଅଯୋଗ୍ୟତା ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏହି ନୋଟିସ ଜାରି କରିଥିବା ଜଣାପଡିଛି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ୨ ସପ୍ତାହ ପରେ ହେବ।

ଉଦ୍ଧବ ଠାକରେ ଗୋଷ୍ଠୀର ନେତା ସୁନୀଲ ପ୍ରଭାସ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସହଯୋଗୀ ଥିବା ବିଧାୟକଙ୍କ ଅଯୋଗ୍ୟତା ପ୍ରସଙ୍ଗ ଦୀର୍ଘ ଦିନ ଧରି ବାଚସ୍ପତିଙ୍କ ନିକଟରେ ବିଚାରାଧୀନ ରହିଛି। ସେ କହିଛନ୍ତି, ଆମେ ସୁପ୍ରିମକୋର୍ଟଙ୍କୁ ଅନୁରୋଧ କରୁଛୁ, ବାଚସ୍ପତିଙ୍କୁ ଶୀଘ୍ର ନିଷ୍ପତ୍ତି ନେବାକୁ କୁହନ୍ତୁ। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ ଜଷ୍ଟିସ ପିଏସ୍‌ ନରସିଂହ ଏବଂ ଜଷ୍ଟିସ ମନୋଜ ମିଶ୍ରାଙ୍କ ତିନିଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri