Posted inଜାତୀୟ

ମହାରାଷ୍ଟ୍ରରେ ଆରମ୍ଭ ହେଲା ସିନ୍ଧେଙ୍କ ଯୁଗ

ମୁମ୍ବାଇ,୩୦।୬: ଗତ ୧୧ଦିନରୁ ମହାରାଷ୍ଟ୍ର ରାଜନୀତିରେ ଜାରି ରହିଥିବା ସଙ୍କଟର ଗୁରୁବାର ଅନ୍ତ ଘଟିଛି। ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେ ଭାଜପା ସମର୍ଥନରେ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛନ୍ତି। ଇତିମଧ୍ୟରେ ଗୁରୁବାର ସନ୍ଧ୍ୟା ୭ଟା ୪୦ରେ ମହାରାଷ୍ଟ୍ରର ରାଜଭବନରେ ରାଜ୍ୟପାଳ ଭଗତ ସିଂ କୋଶିୟାରୀ ଏକନାଥଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପଦର ଗୋପନୀୟତା ପାଠ ଶପଥ କରାଇଛନ୍ତି। ଏଥିସହ ଭାଜପାର ବରିଷ୍ଠ ନେତା ଦେବେନ୍ଦ୍ର ଫଡନବିସ୍‌ଙ୍କୁ ମଧ୍ୟ ରାଜ୍ୟପାଳ ଉପମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଫଡନବିସ୍‌ ଶପଥ ପାଠ ସମୟରେ ସମର୍ଥକମାନେ ସ୍ଲୋଗାନ ଦେଇଥିଲେ। ପୂର୍ବରୁ ଫଡନବିସ୍‌ ମନ୍ତ୍ରିମଣ୍ଡଳରେ ସାମିଲ ହେବେ ନାହିଁ ବୋଲି କହିଥିଲେ। କିନ୍ତୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଫଡନବିସ୍‌ଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ ହେବା ପାଇଁ କହିବା ପରେ ସେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri