Posted inଜାତୀୟ

ସିନ୍ଧେଙ୍କ ଆବେଦନ ଉପରେ ଡେପୁଟି ସ୍ପିକରଙ୍କୁ ନୋଟିସ ପଠାଇଲେ ସୁପ୍ରିମ କୋର୍ଟ, ପରବର୍ତ୍ତି ଶୁଣାଣି ଜୁଲାଇ ୧୧ରେ

ନୂଆଦିଲ୍ଲୀ,୨୭ ।୬: ମହାରାଷ୍ଟ୍ରର ଅସନ୍ତୁଷ୍ଟ ବିଧାୟକ ଏକନାଥ ସିନ୍ଧେଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ପ୍ରାୟତଃ ସମସ୍ତ ପକ୍ଷଙ୍କୁ ନୋଟିସ ଦେଇଛନ୍ତି । ଏହି ନୋଟିସର ଜବାବ ସବୁ ପକ୍ଷଙ୍କୁ ୫ ଦିନ ମଧ୍ୟରେ ଦେବାକୁ ପଡିବ । ପରବର୍ତ୍ତି ଶୁଣାଣି ୧୧ ଜୁଲାଇରେ ହେବ । ଯେଉଁ ପକ୍ଷଙ୍କୁ ନୋଟିସ ଦିଆଯାଇଛି ସେହି ପକ୍ଷ ହେଲେ ଡେପୁଟି ସ୍ପିକର ଓ ମହାରାଷ୍ଟ୍ର ସରକାର ।
ସୂଚନାଯୋଗ୍ୟ, ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ସମୟରେ କୁହାଯାଇଥିଲା କି ରାଜ୍ୟ ସରକାର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିଥାଆନ୍ତୁ । ସମସ୍ତ ୩୯ ବିଧାୟକଙ୍କ ଜୀବନ ଓ ସମ୍ପତ୍ତିର ରକ୍ଷା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରାଯାଉ । ସେମାନଙ୍କ ସମ୍ପତ୍ତିକୁ ଯେପରି କୌଣସି କ୍ଷତି ନ ପହଞ୍ଚେ ସେଥିପ୍ରତି ଧ୍ୟାନ ଦିଆଯାଉ । ଏହାପୂର୍ବରୁ ଜଷ୍ଟିଶ ସୂର୍ଯ୍ୟକାନ୍ତ ସବୁ ପକ୍ଷରୁ ଶୁଣିବା ପରେ ବାଗି ବିଧାୟକଙ୍କୁ ଅଯୋଗ୍ୟ ଘୋଷଣାକୁ ନେଇ ଡେପୁଟି ସ୍ପିକରଙ୍କୁ ନୋଟିସ ଜାରି କରିବା ସହ ପରବର୍ତ୍ତି ଶୁଣାଣି ୧୧ ଜୁଲାଇରେ ହେବ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆୟର୍ଲାଣ୍ଡରେ ସବୁଠୁ ଅଧିକ ଦରମା ପାଉଛନ୍ତି ଭାରତୀୟ ମହିଳା, ଆୟର୍ଲାଣ୍ଡର ମହିଳା ଅଛନ୍ତି ପଛରେ…

ଡବଲିନ,୨୯।୧୧: ଅଧିକ ଦରମା ପାଇବା ପାଇଁ ଭାରୀୟମାନେ ଦେଶ ବାହାରକୁ ଯାଉଛନ୍ତି। କେବଳ ପୁରୁଷ ନୁହେଁ ମହିଳମାନେ ମଧ୍ୟ ଦେଶ ବାହାରକୁ ଯାଇ ବିଭିନ୍ନ ପ୍ରକାର...

ଟନେଲ ରେସକ୍ୟୁ ନେଇ ହେବ ଫିଲ୍ମ, ମୁଖ୍ୟ ଭୁମିକାରେ ଏହି ଅଭିନେତା…

ମୁମ୍ବାଇ,୨୯।୧୧ : ଉତ୍ତରାଖଣ୍ଡର ସିଲ୍କିରା-ଡାଣ୍ଡାଲଗାଓଁ ଟନେଲରେ ଉଦ୍ଧାର କାର୍ଯ୍ୟର ସଫଳତା ପରେ ଏହାକୁ ନେଇ ଫିଲ୍ମ ନିର୍ମାଣ କରିବା ଯୋଜନା ଆରମ୍ଭ ହୋଇଛି। ସୋସିଆଲ ମିଡିଆ...

ଭାରତ ଗୌରବ ଏକ୍ସପ୍ରେସରେ ୮୦ ଯାତ୍ରୀ ଗୁରୁତର: ବିଷାକ୍ତ ଖାଦ୍ୟ ଦିଆଯାଇଥିବା ଆଶଙ୍କା…

ପୁଣେ,୨୯।୧୧ : ମହାରାଷ୍ଟ୍ରର ପୁଣେ ରେଳ ଷ୍ଟେଶନରୁ ବଡ ଖବର ଆସିଛି। ଚେନ୍ନାଇରୁ ପୁଣେକୁ ଆସୁଥିବା ଭାରତ ଗୌରବ ଟ୍ରେନର ୮୦ ଯାତ୍ରୀଙ୍କ ସ୍ବାସ୍ଥ୍ୟ ହଠାତ...

ରାଷ୍ଟ୍ରପତିଙ୍କୁ ମିଳିଲା ନୂଆ ଭୋଟର କାର୍ଡ

ନୂଆଦିଲ୍ଲୀ,୨୯ା୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଦିଲ୍ଲୀ ଠିକଣା ଥିବା ନୂଆ ଭୋଟର କାର୍ଡ ପାଇଛନ୍ତି। ଦିଲ୍ଲୀର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ପି. କ୍ରିଷ୍ଣମୂର୍ତ୍ତି...

ଉତ୍ସବ ମନାଇ ୭ କଶ୍ମୀରୀ ଛାତ୍ର ଗିରଫ

ଶ୍ରୀନଗର,୨୯ା୧୧: ବିଶ୍ୱକପ୍‌ କ୍ରିକେଟ ଫାଇନାଲ ମ୍ୟାଚ୍‌ରେ ଭାରତର ପରାଜୟକୁ ନେଇ ଉତ୍ସବ ମନାଇବା ସହ ଭାରତ ବିରୋଧୀ ଓ ପାକିସ୍ତାନ ସପକ୍ଷରେ ସ୍ଲୋଗାନ ଦେଇଥିବା ଜମ୍ମୁ-କଶ୍ମୀରର...

ମଣିପୁର ହିଂସା ମୃତକଙ୍କ ଶେଷକୃତ୍ୟ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୯ା୧୧(ପି.ଟି.): ମଣିପୁର ଜାତିଆଣ ହିଂସାରେ ପ୍ରାଣ ହରାଇଥିବା ଲୋକଙ୍କ ମୃତଦେହ ଶବାଗାରରେ ପଡ଼ିରହିଥିବାରୁ ସେଗୁଡ଼ିକର ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି।...

ଛାଡପତ୍ର ମାମଲାରେ ଚିହିଁକି ଉଠିଲେ କୋର୍ଟ, କହିଦେଲେ ଏମିତି…

ଅହମ୍ମଦବାଦ,୨୮।୧୧: ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ହେଉଥିବା ଛୋଟ ଛୋଟ ଝଗଡା ଯଦି ଆଇନ ଅନୁସାରେ କ୍ରୁରତା ରୂପ ଧାରଣ କରାଯାଏ ବୋଲି ମାନି ନିଆଯାଏ ତେବେ ସବୁ...

ଅନ୍ଧାରୀ ଟନେଲରୁ ଫେରିଲା ଜୀବନ: ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ବରିଷ୍ଠ ବ୍ୟକ୍ତି

ନୂଆଦିଲ୍ଲୀ,୨୮।୧୧: ଉତ୍ତରାଖଣ୍ଡର ଉତ୍ତରକାଶୀର ସିଲକ୍ୟାରା ସୁଡଙ୍ଗରୁ ରେସ୍କ୍ୟୁ ହୋଇଛନ୍ତି ୪୧ଶ୍ରମିକ। ଅନ୍ଧାରୀ ଟନେଲରୁ ଫେରିଛି ଜୀବନ। ୧୭ଦିନ ପୂର୍ବେ ଏହି ଜୀବନ ରହିବ କି ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri