ବିବାହ କରିବେ ଟେଲିଭିଜନ କୁଇନ୍‌ ଏକତା !

ବମ୍ବେ: ଟେଲିଭିଜନ କୁଇନ୍‌ ଏକତା କପୁର କରିବେ ବିବାହ। ୪୫ ବର୍ଷୀୟ ଏକତା ବନ୍ଧୁ ତନବୀର ବୁକଓ୍ବାଲାଙ୍କ ହାତ ଧରିବେ। ଖୋଲାଖୋଲି ନ ହେଲେ ବି ପ୍ରଶଂସକଙ୍କୁ ଇସାରା ଇସାରାରେ ଏହା କହିଛନ୍ତି ଏକତା।

ଇନଷ୍ଟାଗ୍ରାମରେ ବେଶ୍‌ ଆକ୍ଟିଭ ଥିବା ଏକତା ଏବେ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ଏକତାଙ୍କ ସହ ତନବୀର ଅଛନ୍ତି। ଏହାକୁ ଶେୟାର କରିବା ବେଳେ ଆମେ ସେଠାରେ ଅଛୁ, ଶୀଘ୍ର ସମସ୍ତଙ୍କୁ ଏ ବିଷୟରେ ଜଣାଇବୁ ବୋଲି ଲେଖିଛନ୍ତି। ଯେଉଁଥିରେ କମେଣ୍ଟ କରି ତନବୀର ଲେଖିଛନ୍ତି, ଏ ବନ୍ଧୁତା ଏବେ ସମ୍ପର୍କରେ ପରିବର୍ତ୍ତନ ହେବାର ସମୟ ଆସି ସାରିଛି। ଉଭୟଙ୍କ ମଧ୍ୟରେ ଏଭଳି ବାର୍ତ୍ତାଳାପ ଦେଖି କ’ଣ ଉଭୟ ବିବାହ କରିବେ ବୋଲି ପ୍ରଶଂସକମାନେ ପ୍ରଶ୍ନ କରୁଛନ୍ତି।

ତନବୀର ଜଣେ ପ୍ରଯୋଜକ ଏବଂ ଲେଖକ ମଧ୍ୟ। ଏକତାଙ୍କ ସହ ତାଙ୍କର ଦୀର୍ଘ ଦିନର ବନ୍ଧୁତା। ତନବୀରଙ୍କ ଇନ୍‌ଷ୍ଟାଗ୍ରାମରୁ ଏହାର ଝଲକ ମିଳୁଛି। ସୋସିଆଲ ପୃଷ୍ଠାରେ ଉଭୟଙ୍କ ଏକାଧିକ ସେଲ୍ଫି ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?