ଏକତା କପୁରଙ୍କ ଏହି ଅଭିନେତ୍ରୀ କରିବେ ବିବାହ; ନିର୍ବନ୍ଧ ପରେ କହିଲେ ‘ଅପେକ୍ଷା କରିବା କଷ୍ଟ’

ବମ୍ବେ: ମନ ଚାହୁଁଥିବା ଜୀବନସାଥୀ ମିଳିଗଲେ ଖୁସିରେ ଆତ୍ମହରା ହୋଇଯିବା ସାଧାରଣ କଥା। ସେଭଳି କିଛି ଘଟିଛି ଟେଲି ଅଭିନେତ୍ରୀ ଶିରିନ ମିର୍ଜାଙ୍କ କ୍ଷେତ୍ରରେ। ଇତିମଧ୍ୟରେ ସେ ପ୍ରେମିକ ହସନ ସରତାଜଙ୍କ ସହ ନିର୍ବନ୍ଧ କରିନେଇଛନ୍ତି। ଏନେଇ ସେ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରି ପ୍ରଶଂସକଙ୍କ ସହ ଖୁସି ଖବର ବାଣ୍ଟିଛନ୍ତି।

୨୦୨୧ ଫେବୃୟାରୀରେ ହସନ ଶିରିନଙ୍କୁ ପ୍ରପୋଜ କରିଥିଲେ। ସେତେବେଳେ ଶିରିନ କହିଥିଲେ, ହଁ କହିବା ସହଜ ନ ଥିଲା। ହେଲେ ଏବେ ମୁଁ ତାଙ୍କ ସହ ଆଗାମୀ ରାସ୍ତାରେ ଚାଲିବାକୁ ଅପେକ୍ଷା କରିପାରିବି ନାହିଁ। ଶେଷ ନ ଥିବା ଏକ ଅଧ୍ୟାୟକୁ ଆରମ୍ଭ କରିବାକୁ ଅପେକ୍ଷା କରିଛି ବୋଲି ସେ କହିଥିଲେ।

କହିରଖୁଛୁ, ଏକତା କପୁରଙ୍କ ଟେଲି ଧାରାବାହିକ ‘ୟେ ହେ ମୋହବତେ’ରେ ଶିରିନ ଦିବ୍ୟଙ୍କା ତ୍ରିପାଠୀଙ୍କ ନଣନ୍ଦ ସିମ୍ମିଙ୍କ ଭୂମିକାରେ ନଜର ଆସିଥିଲେ। ଏଥିରେ ତାଙ୍କୁ ବେଶ ପସନ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଅଭିନେତ୍ରୀଙ୍କ ବୋଲ୍ଡ ସିନ୍‌ ଦେଖି ସେନ୍ସର ବୋର୍ଡ ବି ହୋଇଥିଲା ଆଶ୍ଚର୍ଯ୍ୟ

ବଲିଉଡରେ ଅନେକ ଅଭିନେତ୍ରୀ ଅଛନ୍ତି ଯେଉଁମାନେ ବଡ଼ ପରଦାରେ ଅନ୍ତରଙ୍ଗ ଦୃଶ୍ୟ ଦେଇ ଚର୍ଚ୍ଚାରେ ରହିଛନ୍ତି। ବଡ ପରଦାରେ ବୋଲ୍ଡ ଦୃଶ୍ୟ ଦେଇ ସେ କେବଳ...

ମିଳିଲାନି ଜାମିନ: ଆଉ ଗୋଟିଏ ରାତି ଜେଲରେ କାଟିବେ ଆର୍ଯ୍ୟନ

ମୁମ୍ବାଇ,୧୩ ।୧୦: ବଲିଉଡ୍ ଷ୍ଟାର ଶାହାରୁଖଙ୍କ ପୁଅ ଆର୍ଯ୍ୟନ ଖାଁଙ୍କୁ ଏଥର ବି ଜାମିନ ମିଳିଲାନି । ବୁଧବାର ତାଙ୍କ ଜାମିନ ଆବେଦନର ଶୁଣାଣି ଥିବା...

ବକ୍ସ ଅଫିସ୍‌ରେ ଧମାଲ୍‌ କରୁଛି ‘ଦେ ଦେ ଫ୍ୟାର ଦେ’

ମୁମ୍ବାଇ,୧୮।୫: ଅଜୟ ଦେବଗନଙ୍କ ରୋମାଣ୍ଟିକ କମେଡି ଫିଲ୍ମ ‘ଦେ ଦେ ପ୍ୟାର ଦେ’ ଶୁକ୍ରବାର ବଡ଼ ପରଦାରେ ରିଲିଜ୍‌ ହୋଇଛି। ଏହି ଫିଲ୍ମରେ ମୁଖ୍ୟ ଚରିତ୍ରରେ...

ଏୟାର ହୋସ୍‌ଟେସ ହେବେ ଶ୍ରଦ୍ଧା

ଅଭିନେତ୍ରୀ ଶ୍ରଦ୍ଧା କପୁର ନିଜ ଅଭିନୟ କ୍ୟାରିୟର ମଧ୍ୟରେ ଅନେକ ଚରିତ୍ରରେ ଦର୍ଶକଙ୍କ ସାମ୍ନାକୁ ଆସିସାରିଛନ୍ତି। ଏବେ ତାଙ୍କୁ ରୂପେଲି ପରଦାରେ ଏୟାର ହୋସେ୍‌ଟେସ୍‌ ଚରିତ୍ରରେ...

‘ପୁଷ୍ପା-୨’ ପାଇଁ ଅଲୁ ଅର୍ଜୁନ ନେବେ ଏତିକି ଟଙ୍କା ଫି’

ଫିଲ୍ମ ‘ପୁଷ୍ପା-ଦ ରାଇଜ୍‌’ର ଜବରଦସ୍ତ ସଫଳତା ପରେ ଏବେ ଏହାର ଦ୍ୱିତୀୟ ଭାଗ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଦର୍ଶକ ମଧ୍ୟ ପୁଷ୍ପା ୨କୁ ଉତ୍ସୁକତାର...

ନେହାଙ୍କୁ ରେଖାଙ୍କ ଉପହାର, ଭାବବିହ୍ବଳ ହେଲେ ଗାୟିକା

ବମ୍ବେ: ନିକଟରେ ଗାୟକ ରୋହନପ୍ରିତ ସିଂହଙ୍କ ହାତ ଧରିଛନ୍ତି ହିଟ୍‌ ସିଙ୍ଗର ନେହା କକ୍କଡ। ହେଲେ ବିବାହ ପରେ ସେ ଏବେ କାମରେ ବ୍ୟସ୍ତ। ବିଭିନ୍ନ...

ୟୁ ଟ୍ୟୁବ୍‌ ଚାନେଲ ଖୋଲିବେ ସଲ୍‌ମାନ

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ଇଲିଜିବଲ୍‌ ବ୍ୟାଚେଲର ସଲ୍‌ମାନ ଖାନ୍‌ ବହୁତ ଶୀଘ୍ର ନିଜର ୟୁ ଟ୍ୟୁବ୍‌ ଚ୍ୟାନେଲ ଖୋଲିବାକୁ ଯାଉଛନ୍ତି। ଏହି ଖବର ନିଶ୍ଚିତ ଭାବେ...

ନମସ୍କାରର ସଠିକ୍‌ ଅର୍ଥ ବୁଝାଇଲେ ବିଗ୍‌ ବି

ମୁମ୍ବାଇ: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ୍‌ ରହିଥାନ୍ତି। ପ୍ରାୟ ସମୟରେ ସେ ମନରୋଞ୍ଜନ ହେଉ କି କିଛି ଶିକ୍ଷଣୀୟ ଟୁଇଟ...

Advertisement
Archives

Model This Week