ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଭାଗ ନେଇଥିଲେ ମୋଦି କ୍ୟାବିନେଟ୍‌ର ଏହି ମନ୍ତ୍ରୀ

ବମ୍ବେ: ପ୍ରଯୋଜିକା ଏକତା କପୁର-ମନ୍ତ୍ରୀ ସ୍ମୃତି ଇରାନୀଙ୍କ ମଧ୍ୟରେ ଥିବା ବନ୍ଧୁତ୍ୱ କଥା କାହାକୁ ବା ଅଛପା। ଜଣେ ମଡେଲ୍‌ରୁ ନିଜର କ୍ୟାରିୟର ଆରମ୍ଭ କରିଥିଲେ ସ୍ମୃତି। ଏକତାଙ୍କ ଶୋ’ ‘କ୍ୟୁ କି ଶାଶ୍‌ ଭି କଭି ବହୁ ଥି’ରେ ସେ ଅଭିନୟ କରି ଘରେ ଘରେ ପରିଚିତ ହୋଇଥିଲେ। ବର୍ତ୍ତମାନ ସେ ମୋଦି କ୍ୟାବିନେଟ୍‌ରେ ମନ୍ତ୍ରୀ ଅଛନ୍ତି। ତେବେ କ’ଣ ଆପଣ ଜାଣନ୍ତି ସ୍ମୃତି ମିସ୍‌ ଇଣ୍ଡିଆରେ ଭାଗ ନେଇଥିଲେ। ହୁଏତ ନା। ଏକତା ନିଜ ସୋସିଆଲ ପୃଷ୍ଠାରେ ସ୍ମୃତିଙ୍କ କାମକୁ ପ୍ରଶଂସା କରି ଏକ ଭିଡିଓ ପୋଷ୍ଟ କରି ପୁରୁଣା ଦିନକୁ ମନେ ପକାଇଛନ୍ତି।

ଜଣେ ମଡେଲ ଭାବେ ସ୍ମୃତି ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଭାଗ ନେଇଥିଲେ। ସେ ଏହାକୁ ଜିତି ପାରି ନ ଥିଲେ ସୁଦ୍ଧା ଘରେ ଘରେ ପରିଚିତ ହୋଇପାରିଥିଲେ। ଏହି ଭିଡିଓ ସେହି ମାନଙ୍କ ପାଇଁ ଯେଉଁମାନେ ଭାବନ୍ତି ସଫଳତା ପାଇବା ସହଜ। ଏହା ସହଜରେ ମିଳିଯାଏ। ଏହା ବହୁତ କଷ୍ଟ। ହେଲେ ସଫଳତା ସେହି ଲୋକଙ୍କୁ ମିଳେ ଯେଉଁମାନେ କଠିନ ପରିଶ୍ରମ କରନ୍ତି। ସ୍ମୃତିଙ୍କୁ ଘରେ ଘରେ ପରିଚିତି ମିଳିଥିଲା। ଆଜି ସେ ମନ୍ତ୍ରୀ। ତାଙ୍କ ଜୀବନ ପୁରା ପରିବର୍ତ୍ତନ ହୋଇଯାଇଛି। ସେ ଏବେ ଶକ୍ତିଶାଳୀ ହୋଇଛନ୍ତି ଏବଂ ଜଣେ ନମ୍ର ରାଜନେତା ପାଲଟିଛନ୍ତି।ଯେତେବେଳେ ସେ ବାଲାଜୀ ଆସିଥିଲେ, ସେ ଜଣେ ନମ୍ର, ଲାଜକୁଳି ତଥା ସାଧାରଣ ଝିଅ ଥିଲେ। ହେଲେ ତାଙ୍କ ହସ ହୃଦୟ ଜିତିନେବ ବୋଲି ଆମକୁ ଜଣାଥିଲା ବୋଲି ଭିଡିଓ ଶେୟାର କରି ଏକତା ଲେଖିଛନ୍ତି। ସ୍ମୃତି ଏହି ପୋଷ୍ଟକୁ ନେଇ ଏକତାଙ୍କୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି।

ସ୍ମୃତି ୧୯୯୮ରେ ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଭାଗ ନେଇଥିଲେ। ସେତେବେଳେ ସେ ରାଜନୀତିରେ ଇଚ୍ଛା ରଖିଥିବା ପ୍ରକାଶ କରିଥିଲେ। ପରେ ସେ ଏକତାଙ୍କ ଶୋ’ କବିତାରେ ନଜର ଆସିବା ପରେ ଧିରେ ଧିରେ ପରିଚିତ ଚେହେରା ପାଲଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri