ଚଳିତ ବର୍ଷ ଏଲ ନିନୋର ରହିବ ପ୍ରଭାବ, ସାରା ବିଶ୍ୱ ହାହାକାର ଡାକିବ: ଡବ୍ଲୁଏମଓର ଚେତାବନୀ

ଲଣ୍ଡନ,୪ ।୩: ବିଶ୍ୱ ପାଣିପାଗ ବିଜ୍ଞାନ ସଙ୍ଗଠନ(ଡବ୍ଲୁଏମଓ) ଚେତାବନୀ ଦେଇଛି କି ଆଗାମୀ ମାସେ ଦୁଇମାସ ମଧ୍ୟରେ ଏଲ ନିନୋ ସକ୍ରିୟ ହେବା ସହ ସାରା ବିଶ୍ୱରେ ତାପମାତ୍ରା ବୃଦ୍ଧି ପାଇବ । ବିଶେଷ କରି ଭାରତ ଭଳି ଦେଶରେ ଗ୍ରୀଷ୍ମ ପ୍ରଚଣ୍ଡ ରୂପ ଧାରଣ କରିବ । ଡବ୍ଲୁଏମଓର ମହାସିଚବ ବେଟେରି ତାଲସ କହିଛନ୍ତି, ବିଶ୍ୱ ଖୁବଶୀଘ୍ର ଏଲ ନିନୋ ସ୍ଥିତିକୁ ଯିବାକୁ ଯାଉଛି, ଏଥିରେ ସାରା ବିଶ୍ୱର ତାପମାତ୍ରା ଅତ୍ୟଧିକ ବୃଦ୍ଧି ହେବ ।
ତାଲସ କହିଛନ୍ତି, ଗତ ୮ ବର୍ଷରୁ ଜାରି ରହିଥିବା ଟ୍ରିପଲ ଡିପ ଲା ନିନୋ ଏବେ ଶେଷ ହେବାକୁ ଯାଉଛି । ଫଳରେ ବଢୁଥିବା ତାପମାତ୍ରା ଉପରେ ଏକ ଅସ୍ଥାୟୀ ବ୍ରେକ ଲାଗିଛି । ଲା-ନିନୋ ସେପ୍ଟେମ୍ବର ୨୦୨୦ରୁ ସୃଷ୍ଟି ହୋଇଛି ।
ଡବ୍ଲୁଏମଓ କହିଛି ଚଳିତ ବର୍ଷ ମାର୍ଚ୍ଚରୁ ମେ ମଧ୍ୟରେ ଏଲ-ନିନୋ ସାଉଦର୍ନ ଅକ୍ସିଲେଶନ(ଇଏନଏସଓ) ସ୍ଥିତି ହେବ । ଏହା ପୂର୍ବରୁ ୨୦୧୬ରେ ଏଲ-ନିନୋ ସ୍ଥିତି ଉପୁଜିଥିଲା ଓ ଏହା ସବୁଠାରୁ ଗରମ ବର୍ଷ ଥିଲା । ହେଲେ ଏବେ ୨୦୧୬ରେ ରେକର୍ଡ ଭାଙ୍ଗିପାରେ । ବିଶେଷ କରି ଜଳବାୟୁ ପରିବର୍ତ୍ତନ ଫଳରେ ପ୍ରଥମରୁ ହିଁ ବିଶ୍ୱ ତାପମାତ୍ରାରେ ବୃଦ୍ଧି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

ବିମାନବନ୍ଦରରେ କେମିତି ପାଇବେ ଚାକିରି? ଜାଣନ୍ତୁ କ’ଣ ପଢ଼ିଲେ ମିଳିବ ଏହି ସୁଯୋଗ, କେତେ ପାଇବେ ଦରମା…

ନୂଆଦିଲ୍ଲୀ,୨୯ା୩: ବିମାନବନ୍ଦରରେ ଚାକିରି ପାଇବା ଅନେକ ଯୁବତୀ ଯୁବକଙ୍କ ସ୍ବପ୍ନ। ବିମାନବନ୍ଦରରେ କାମ କଲେ ଅନେକ ସୁବିଧା ମିଳିଥାଏ। ଯେଉଁଥିରେ ଭଲ ଦରମା, ବୃତ୍ତିଗତ ପରିବେଶ, ସ୍ମାର୍ଟ…

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri