ସାନ ଭାଇର କଟୁରୀ ଚୋଟରେ ବଡ ଭାଇଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ,୧୩।୬(ଡି.ଏନ୍‌.ଏ.): ସାନ ଭାଇର କଟୁରୀ ଚୋଟରେ ବଡ ଭାଇଙ୍କ ମୃତ୍ୟୁ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଷଣ୍ଢପଲ୍ଲୀ ଗ୍ରାମରେ । ମୃତକ ହେଲେ ଅନୁପମ ବେହେରା (୪୧ ) । ପାରିବାରିକ ସମସ୍ୟା ନେଇ ଗତ ରାତିରେ ଦୁଇ ଭାଇଙ୍କ ଭିତରେ କଳହ ହେଇଥିଲା । ମଙ୍ଗଳବାର ସକାଳୁ ସାନ ଭାଇ ଏକ ଧାରୁଆ କଟୁରୀରେ ବଡ ଭାଇଙ୍କୁ ଆକ୍ରମଣ କରି ତାଙ୍କ ମୁହଁ ଓ ବେକରେ ଚୋଟ ଉପରେ ଚୋଟ ମାରିଥିଲେ । ଘଟଣା ସ୍ଥଳରେ ବଡ଼ ଭାଇ ଅନୁପଙ୍କ ମୃତ୍ୟୁ ହୋଇଥିଲା । ହତ୍ୟାକାରୀ ସାନ ଭାଇ ସନାତନ ବେହେରା ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ପଟ୍ଟାମୁଣ୍ଡାଇ ପୋଲିସ କେସ ନଂ-୩୫୮/୨୦୨୩ରେ ଏକ ମାମଲା ରୁଜୁକରି ଘଟଣାର ତଦନ୍ତକରି ଦିନ ପ୍ରାୟ ସାଢେ ୧୨ଟରେ ଆସାମୀ ସନାତନକୁ ଖରିପାଳ ନିକଟରୁ ଗିରଫ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?