ମା’କୁ ବଳାତ୍କାର ଅଭିଯୋଗରେ ଜେଲ ଯାଇଥିଲେ ସାନ ଭାଇ: ନିର୍ଦୋଷରେ ଖଲାସର ୬ ମାସପରେ ପିଟିପିଟି ମାରିଦେଲେ ବଡ଼ ଭାଇ

ବେଗୁନିଆପଡ଼ା,୪।୧୨(ସୁଶାନ୍ତ କୁମାର ପଟ୍ଟନାୟକ): ଜେଲ ଫେରନ୍ତା ସାନ ଭାଇକୁ ପିଟିପିଟି ହତ୍ୟା କଲେ ବଡ଼ ଭାଇ। ପୂର୍ବରୁ ଜନ୍ମ କଲା ମା’କୁ ବଳାତ୍କାର ଅଭିଯୋଗରେ ଜେଲ ଯାଇଥିବା ସାନ ଭାଇକୁ ହତ୍ୟାକଲେ ବଡ଼ ଭାଇ। ତେବେ ବଳାତ୍କାର ଅଭିଯୋଗରେ ପ୍ରମାଣ ଅଭାବରୁ ନିର୍ଦୋଷରେ ଖଲାସ ହୋଇଥିଲେ।
ମା’ ଆତ୍ମହତ୍ୟା କରିଥିବା ବେଳେ ଗତ ୬ ମାସ ତଳେ ଜେଲରୁ ଫେରିଥିଲା ସାନ ଭାଇ । ପାରିବାରିକ କଳହରୁ ବଡ଼ ଭାଇସାନ ଭାଇକୁ ପିଟି ପିଟ ିହତ୍ୟା କରିଥିବା ସୂଚନା ମିଳିଛି।
ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା କୋଦଳା ଥାନା ଅନ୍ତର୍ଗତ ବାଦାର୍ଖପଲ୍ଲୀ ଗାଁରେ। ମୃତ ଯୁବକ ଜଣକ ହେଲେ ୨୭ ବର୍ଷୀୟ ଶମ୍ଭୁନାଥ ରାଉତ ଓରଫ ପପୁନ। ଶୁକ୍ରବାର ସନ୍ଧ୍ୟାରେ ଏଭଳି ଘଟଣା ଘଟିଥିବା ବେଳେ କୋଦଳା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସେପଟେ ଅଭିଯୁକ୍ତ ବଡ଼ ଭାଇ କୈଳାସ କୋଦଳା ଥାନାରେ ଆତ୍ମସମର୍ପଣ କରଛନ୍ତି। ମୃତ ଶମ୍ଭୁର ମୃତଦେହ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଛ। ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଯିବ ବୋଲି ପୋଲିସ କହିଛି।
ସେପଟେ ସାନ ଭାଇର ଦୁର୍ଦ୍ଦାନ୍ତ ତଥା ଅମାନବିକ କାର୍ଯ୍ୟ ଯୋଗୁ ପରିବାରରେ ଅଶାନ୍ତି ଲାଗି ରହୁଥିବା କହିଛନ୍ତି ସ୍ଥାନୀୟ ଲୋକେ। କୋଦଳା ଥାନାରେ ୨୧୫/୨୦୨୫ ରେ ଏ ନେଇ ମାମଲା ରୁଜୁ କରି ତଦନ୍ତଚାଲିଥିବା ଥାନା ଅଧିକାରୀ ସୁବାଷ ଚନ୍ଦ୍ର ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ

ହାଇଦ୍ରାବାଦ୍‌,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଅଭିଷେକଙ୍କୁ ‘ସାର୍‌’ ବୋଲି ଡାକିଲେ ଯୁବରାଜ, ଥରେ କହିଥିଲେ ଚପଲରେ ମାରିବା ବିଷୟରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୪: ଅଭିଷେକ ଶର୍ମା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୩୫ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ, ଯାହା ପରେ ତାଙ୍କ ପରାମର୍ଶଦାତା ଏବଂ ଗୁରୁ ଯୁବରାଜ ସିଂହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri