ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ଢେଙ୍କାନାଳ ଅଫିସ,୨୮।୬: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ବମ୍ପା ଗ୍ରାମରେ ମଙ୍ଗଳବାର ଭୋରରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଶରତ ପଲେଇ(୬୮) ।
ମିଳିଥିବା ସୂଚନା ମୁତାବକ, ଶରତ ମଙ୍ଗଳବାର ଭୋର ସମୟରେ ବାଡ଼ିପଟକୁ ଶୌଚ ପାଇଁ ଯାଇଥିଲେ। ସେତିକିବେଳେ ସେ ଏକ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀଟି ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା । ଫଳରେ ଶରତଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇ ହିନ୍ଦୋଳ ରେଞ୍ଜର ଲୋହିତ ରଥ ବନ କର୍ମଚାରୀଙ୍କ ସହ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଥିଲେ। ଅନ୍ୟପକ୍ଷେ ଅଞ୍ଚଳରେ ବାରମ୍ବାର ହାତୀ ମଣିଷଙ୍କୁ ଆକ୍ରମଣ କରୁଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଜ୍ୟବସ୍ତୁ ଖାଇ ପୁଣି ଗାଈ ମୃତ

ସଜନାଗଡ଼, ୨୪।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସିର ଦାୟିତ୍ୱହୀନତା ପାଇଁ ଗୋଟିଏ ପରେ ଗୋଟିଏ ଗୋରୁଙ୍କ ମୃତ୍ୟୁ ହେଉଥିବା ଅଭିଯୋଗ ହୋଇଛି। କିଛିମାସ ପୂର୍ବରୁ ଉକ୍ତ ଅଞ୍ଚଳରେ...

୧୦୦ ଖଣ୍ଡ ଭୋଟରେ ବାଜି ମାରିନେଲା ଭାଜପା

ସୋନପୁର,୨୭।୨(ନି. ପ୍ର .): ସୁବର୍ଣ୍ଣପୁର ଜିଲା ବିନିକା ଜୋନ-୧ରେ ଭାଜପା ଜିଲା ପରିଷଦ ପ୍ରାର୍ଥୀ ପ୍ରମିଳା କଲତା ବିଜୟୀ ହୋଇଛନ୍ତି। ସେ ବିଜେଡିର ଅରୁଣା ହରିପାଲଙ୍କଠାରୁ...

ମାଟିରେ ମିଶିଲା ୨୯୬ ବର୍ଷାଜଳ ଅମଳ ପ୍ରକଳ୍ପ

ନବରଙ୍ଗପୁର,୨୦।୫(ବି.ପ୍ର.): କରୋନା କାଳରେ ଜୀବିକା ହରାଇଥିବା ସହରାଞ୍ଚଳର ଶ୍ରମିକ ଓ ଏସ୍‌ଏଚ୍‌ଜି ମହିଳାଙ୍କୁ କାମ ଯୋଗାଇବା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ କର୍ମତତ୍ପର ଯୋଜନା(ମୁକ୍ତା) କାର୍ଯ୍ୟକାରୀ...

ଅସରାଏ ବର୍ଷାରେ ଅବସ୍ଥା ବେହାଲ

ବାସୁଦେବପୁର, ୨୩।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ସହର ପୌରପାଳିକାର ମାନ୍ୟତା ଲାଭ କରିଥିଲେ ମଧ୍ୟ ସହରବାସୀଙ୍କ ସର୍ବନିମ୍ନ ସମସ୍ୟା ସମାଧାନ ହୋଇପାରୁ ନାହିଁ।...

ପଦଯାତ୍ରାରେ ସରକାରଙ୍କ ଗୁଣଗାନ କଲେ ବିଧାୟକ

ଆନନ୍ଦପୁର,୧୦। ୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀ ଭଣ୍ଡାରିଡିହା ଏବଂ ଶାମୁକାନେଣ୍ଡି ପଞ୍ଚାୟତରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଏବଂ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ମିଳିଲାନି ଗାଡ଼ି ଆସିଲାନି ଆମ୍ବୁଲାନ୍ସ: ସାପ କାମୁଡାରେ ଜୀବନ ଗଲା

ପାଟଣା, ୨୮।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକର ଉପାନ୍ତ ଅଞ୍ଚଳ ଡାଳପକା ପଞ୍ଚାୟତ ଗୋପୀନାଥପୁର ଗ୍ରାମରେ ଅଭାବନୀୟ ଘଟଣା କ୍ରମରେ ସାପ କମୁଡାରେ ଜଣେ...

ମୁଖ୍ୟରାସ୍ତା ହେଲା ନୋ ପାର୍କିଂ ଜୋନ୍‌

ଜୟପୁର,୨୯।୧(ନି.ପ୍ର./ଡି.ଏନ୍‌.ଏ.) – ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ମୁଖ୍ୟରାସ୍ତାରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହାକୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛି...

ନିରାଡମ୍ବରରେ ପାଳିତ ହେବ ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧବାର୍ଷିକୀ, ଜାରି ରହିବ ଜୀବନବିନ୍ଦୁ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ପ୍ରବାଦ ପୁରୁଷ ତଥା ବିଶିଷ୍ଟ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ବାର୍ଷିକୀ ଏପ୍ରିଲ ୧୭ରେ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯିବ।...

Advertisement
Archives

Model This Week