ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ଢେଙ୍କାନାଳ ଅଫିସ,୨୮।୬: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ବମ୍ପା ଗ୍ରାମରେ ମଙ୍ଗଳବାର ଭୋରରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଶରତ ପଲେଇ(୬୮) ।
ମିଳିଥିବା ସୂଚନା ମୁତାବକ, ଶରତ ମଙ୍ଗଳବାର ଭୋର ସମୟରେ ବାଡ଼ିପଟକୁ ଶୌଚ ପାଇଁ ଯାଇଥିଲେ। ସେତିକିବେଳେ ସେ ଏକ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀଟି ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା । ଫଳରେ ଶରତଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇ ହିନ୍ଦୋଳ ରେଞ୍ଜର ଲୋହିତ ରଥ ବନ କର୍ମଚାରୀଙ୍କ ସହ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଥିଲେ। ଅନ୍ୟପକ୍ଷେ ଅଞ୍ଚଳରେ ବାରମ୍ବାର ହାତୀ ମଣିଷଙ୍କୁ ଆକ୍ରମଣ କରୁଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri