ରାସ୍ତାରେ କାମୁଡ଼ିଲେ ମହୁମାଛି

ବୌଦ୍ଧ,୧୯ା୩(ସ୍ବ.ପ୍ର.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଡିଗିସିରାରେ ରବିବାର ମହୁମାଛି ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ଡିଗିସିରାର ଭଗବାନ ପ୍ରଧାନ(୬୦)।

ମିଳିଥିବା ସୂଚନା ମୁତାବକ, ଭଗବାନ ରାସ୍ତାରେ ବୁଲାବୁଲି କରୁଥିବା ବେଳେ ଘର ପାଖ ଗଛରେ ଥିବା ମହୁମାଛି ଉଡି ଆସି ଆକ୍ରମଣ କରିଥିଲେ । ଫଳରେ ସେ ଗୁରୁତର ହୋଇ ପଡ଼ିଥିଲେ । ଖବର ପାଇ ହରଭଙ୍ଗା ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ପୁରୁଣାକଟକ ମେଡିକାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାପରେ ସେ ସୁସ୍ଥ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମେଣ୍ଟ ଉଠି ବାହାରିଛି ଛଡ଼: ଗୁଣ୍ଡୁରୁଚୁଆଁକୁ ସଂଯୋଗ କରୁଥିବା ପୋଲ କାମ ନିମ୍ନମାନର ନେଇ ଅଭିଯୋଗ କଲେ ଅଞ୍ଚଳବାସୀ

ଜମନକିରା,୬।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବଡ଼ମାଳ ଛକ ପିଡବ୍ଲ୍ୟୁଡି ରାସ୍ତାରୁ କୁଚିଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗ (ଆର୍‌ଡି) ଗୁଣ୍ଡୁରୁଚୁଆଁକୁ ସଂଯୋଗ କରୁଥିବା ପୋଲ ନିମ୍ନମାନର...

ନବରଙ୍ଗପୁର ଜିଲାର ୪ ନିର୍ବାଚନମଣ୍ଡଳୀ:ବିଜେଡିକୁ ୩, ଭାଜପାକୁ ଗୋଟିଏ

ନବରଙ୍ଗପୁର,୨୪-୫(ବି.ପ୍ର):୨୦୧୯ ସାଧାରଣ ନିର୍ବାଚନର ଭୋଟ ଗଣତି ଶେଷ ହୋଇଛି। ରାଜନୀତି ବିଶେଷଜ୍ଞଙ୍କ ଅଙ୍କକଷା କେଉଁଠି ଠିକ ହୋଇଛି ତ ଆଉ କେଉଁଠି ଭୁଲ ହୋଇଛି ା...

କେନ୍ଦୁଝର ବନଖଣ୍ଡରେ ବନ୍ୟପ୍ରାଣୀ ଅସୁରକ୍ଷିତ

କେନ୍ଦୁଝର, ୧୪ା୨ (ସ୍ବ.ପ୍ର.) କେନ୍ଦୁଝର ବନଖଣ୍ଡରେ ବନ୍ୟପ୍ରାଣୀ ଅସୁରକ୍ଷିତ ହୋଇପଡିଛନ୍ତି। ଜଙ୍ଗଲରେ ଶିକାରୀ ସକ୍ରିୟ ରହୁଥିବାରୁ ବନ୍ୟଜନ୍ତୁଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଜଙ୍ଗଲ ଭିତରେ...

ପଞ୍ଚାୟତ କାର୍ଯ୍ୟାଳୟରୁ ୫ ଲକ୍ଷ ଟଙ୍କାର କୋଭିଡ୍‌ ସାମଗ୍ରୀ ଚୋରି

ପରଜଙ୍ଗ,୩।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅନ୍ତର୍ଗତ ପଙ୍ଗାତିରା ପଞ୍ଚାୟତ କାର୍ଯ୍ୟାଳୟରୁ ବିପୁଳ ପରିମାଣର କୋଭିଡ ସାମଗ୍ରୀ ଚୋରି ହୋଇଛି। ଏନେଇ ଥାନାରେ...

ବିଶ୍ୱ ହସ୍ତୀ ଦିବସ ପାଳିତ‘ସଚେତନତା ଦ୍ୱାରା ହାତୀଙ୍କ ସୁରକ୍ଷା ସମ୍ଭବ’

ବାରିପଦା ଅଫିସ,୧୩ା୮- ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ପକ୍ଷରୁ ସୋମବାର ବିଶ୍ୱ ହସ୍ତୀ ଦିବସ ପାଳିତ ହୋଇ ଯାଇଛି। ବାରିପଦା ବନଖଣ୍ଡ ଅଧିକାରୀ ସ୍ବୟଂ ମଲିକଙ୍କ...

ବାଉଁଶ ଗଛରେ ଫୁଲ, ମରୁଡ଼ି ଆଶଙ୍କା

କବିସୂର୍ଯ୍ୟନଗର୨୬ା୪- କବିସୂର୍ଯ୍ୟନଗରରେ ବାଉଁଶ ଗଛରେ ଫୁଲ ଫୁଟିବା ନେଇ ଲୋକେ ଆତଙ୍କିତ ହୋଇପଡିଛନ୍ତି। କରୋନା ମହାମାରୀ ଯୋଗୁ ମାନବଜାତି ହନ୍ତସନ୍ତ ହେଉଥିବାବେଳେ ବାଉଁଶ ପଛରେ ଫୁଲ...

ଅନ୍ତର୍ଜାତୀୟ ନିଶା ଅପବ୍ୟବହାର, ଅବୈଧ ଚାଲାଣ ନିରୋଧ ଦିବସ

ଭବାନୀପାଟଣା,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ପ୍ରଶାସନର ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଓ ଅବକାରୀ ବିଭାଗ ପକ୍ଷରୁ ଭବାନୀପାଟଣାଠାରେ ବୁଧବାର ଅନ୍ତର୍ଜାତୀୟ ନିଶା...

ନାଳରେ ଭାସୁଥିଲେ ଅଜଣା ଯୁବତୀ, ଗଳା କାଟି ହତ୍ୟା ସନ୍ଦେହ

ମାଧପୁର,୩୧।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ଟୁସର ପଞ୍ଚାୟତ କିଆକଟା ରେଢାଖୋଲ ବୋର୍ଡର ଓରଡା କେରାଣ୍ଡି ନାଳରେ ସୋମବାର ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ...

Advertisement
Archives

Model This Week