Posted inଫୁରସତ

ସ୍ବାମୀଙ୍କୁ ପଛରେ ବସାଇ ବାଇକ୍‌ ଚଳାଇଲେ ବୃଦ୍ଧା ମହିଳା, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତ୍ୟେକ ଦିନ କିଛି ନା କିଛି ଫଟୋ, ଭିଡିଓ ଭାଇରାଲ ହେବାରେ ଲାଗିଛି। ଠିକ୍‌ ସେପରି ଏକ ଭିଡିଓ ସୋସିଆଲ ମିଡିଆରେ ଘୂରିବୁଲୁଛି। ଯାହାକୁ ଦେଖିଲେ ଆପଣ ବି ଖୁସି ହୋଇଯିବେ। ତେବେ ସେହି ଭିଡିଓରେ ଏକ ବୃଦ୍ଧା ମହିଳା ତାଙ୍କ ସ୍ବାମୀଙ୍କୁ ବାଇକ୍‌ ପଛରେ ବସାଇ ନେଉଥିବା ନଜର ଆସିଛନ୍ତି। ବୃଦ୍ଧା ସମୟରେ ବାଇକ୍‌ ଚଳାଇବା ଏତେ ସହଜ ନୁହେଁ। ହେଲେ ସେହି ବୃଦ୍ଧା ମହିଳା ଜଣଙ୍କ ତାହା କରି ଦେଖାଇଛନ୍ତି। ଏହି ଭିଡିଓକୁ ସୁସ୍ମିତା ଡୋରା ନାମକ ଜଣେ ଫଟୋଗ୍ରାଫି ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହାକୁ ଦେଖିବା ପରେ କେହି ହେଲେ ଆଶ୍ଚର୍ଯ୍ୟ ହୋଇଯିବେ। ବର୍ତ୍ତମାନ ଏହି ଭିଡିଓଟି ୩ଲକ୍ଷରୁ ଅଧିକ ଭ୍ୟୁ ପାଇସାରିଥିବା ବେଳେ ଅନେକ କମେଣ୍ଟ ମଧ୍ୟ ଆସିଛି। ତେବେ ଜଣେ ୟୁଜର୍ସ ଲେଖିଛନ୍ତି, ଏହା ଅତ୍ୟନ୍ତ ଆଦରନୀୟ।

 

View this post on Instagram

 

A post shared by Susmita Dora (@the_aspiring_seed)


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

ଖେମୁଣ୍ଡି କଲେଜରେ ବନ ମହୋତ୍ସବ: ଅତିଥି ,ଅଧ୍ୟାପିକା,  ଅଧ୍ୟାପକ ମିଳିମିଶିକଲେ …

ଦିଗପହଣ୍ଡି,୨୯|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଯୁକ୍ତ ୨ ଏବଂ ଯୁକ୍ତ ୩ ଜାତୀୟ ସେବା ଯୋଜନା(ଏନଏସଏସ) ୟୁନିଟ ପକ୍ଷରୁ କଲେଜ ପରିସରରେ…

ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହୁମା,୨୯।୭ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ହୁମା ଫାଣ୍ଡି ଅଧୀନ ପାଟଣା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିରିଜ୍ ଚୋରି ଘଟିଛି। ଗୋଟିଏ…

କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି ।…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ

ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।…

ବାଂଲାଦେଶ ଫେରିବା ନେଇ ଶେଖ୍ ହାସିନାଙ୍କ ବଡ଼ ବୟାନ, ମୃତ୍ୟୁ ମଧ୍ୟ ଗ୍ରହଣୀୟ କିନ୍ତୁ….

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କ୍ଷମତା ଯିବା ପରଠାରୁ ଅର୍ଥାତ୍ ଅଗଷ୍ଟ ୨୦୨୪ରୁ ଭାରତରେ ରହି ଆସୁଛନ୍ତି । ସେ କହିଛନ୍ତି ଯେ, ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri