ନିର୍ବାଚିତ ପ୍ରାର୍ଥିନୀଙ୍କ ୩ ସନ୍ତାନ ଅଭିଯୋଗ

କେନ୍ଦୁଝର,୨ା୩(ସ୍ବ.ପ୍ର.): ସଦର ବ୍ଲକ ବାଉରୀପଦା ପଞ୍ଚାୟତର ୪ ନମ୍ବର ଓ୍ବାର୍ଡର ଭୋଟରମାନେ ଅଭିଯୋଗ କରିଛନ୍ତି ଯେ, ନିର୍ବାଚିତ ଓ୍ବାର୍ଡମେମ୍ବର ଇନ୍ଦୁମତୀ ମହାନ୍ତଙ୍କ ତିନୋଟି ସନ୍ତାନ ଅଛନ୍ତି। ଏଣୁ ଏନେଇ ତଦନ୍ତ କରି ତାଙ୍କ ନିର୍ବାଚିତ ପଦକୁ ରଦ୍ଦ କରିବାକୁ ଦାବି ହୋଇଛି। ତାଙ୍କର ତୃତୀୟ ସନ୍ତାନ ଲୁଶେଷ କୁମାର ମହାନ୍ତ ୩୧ ଡିସେମ୍ବର ୧୯୯୫ରେ ଜନ୍ମ ଗ୍ରହଣ କରିଥିଲେ ଯାହାକୁ ସେ ଲୁଚାଇଛନ୍ତି। ଏଣୁ ଓଡ଼ିଶା ଗ୍ରାମପଞ୍ଚାୟତ ଆଇନ ୧୯୯୪ର ଧାରା ୨୫ ଅନୁଯାୟୀ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଟଙ୍କଧର ମହାନ୍ତ, ଭାସ୍କର ମହାନ୍ତ, ପ୍ରଦୀପ କୁମାର ମହାନ୍ତ, ପରମେଶ୍ୱର ମହାନ୍ତ, ନିହାର ରଞ୍ଜନ ମହାନ୍ତ ସମେତ ଅନ୍ୟମାନେ ବୁଧବାର ଜିଲାପାଳଙ୍କୁ ଲିଖିତ ଦାବିପତ୍ର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri