Posted inଫୁରସତ

କମଳା ରସରୁ ବିଜୁଳି

ପାଣି, କୋଇଲା, ପବନ ଓ ସୂର୍ଯ୍ୟାଲୋକରୁ ବିଜୁଳି ଉତ୍ପାଦନ ହୋଇଥାଏ। ତେବେ ନିକଟରେ ଗବେଷଣାରୁ ଜଣାପଡିଛି ଯେ, କମଳା ରସରୁ ବି ବିଜୁଳି ଉତ୍ପନ୍ନ ହୋଇପାରିବ। ଏକ ରିପୋର୍ଟ ମୁତାବକ ବଢ଼ିଚାଲିଥିବା ବିଜୁଳିର ଆବଶ୍ୟକତାକୁ ଲକ୍ଷ୍ୟ କରି କମଳା ରସରୁ ବିଜୁଳି ଉତ୍ପାଦନ କରିବା ପାଇଁ ଯୋଜନା ଚାଲିଛି। ସ୍ପେନର ସଓ୍ବିଲ ସହରରେ ତ କମଳା ରସରୁ ବିଜୁଳି ଉତ୍ପାଦନ ଆରମ୍ଭ ହୋଇଗଲାଣି। ଏହି ସହର କମଳା ଉତ୍ପାଦନ ଲାଗି ଅନ୍ତର୍ଜାତୀୟ ସ୍ତରରେ ବେଶ୍‌ ପରିଚିତ। କମଳା ରସରୁ କମ୍‌ ଖର୍ଚ୍ଚରେ ବିଜୁଳି ଉତ୍ପାଦନ ହେବ। ତେଣୁ ସଓ୍ବିଲସ୍ଥ ଓ୍ବାଟର୍‌ କମ୍ପାନୀ ଏମାସେସା ପ୍ରସ୍ତାବ ରଖିଛି ଯେ, ଖରାପ ହୋଇଯାଇଥିବା କମଳାରୁ ବିଜୁଳି ଉତ୍ପାଦନ କରାଯିବ। ସେଥିରୁ ଜୁସ୍‌ ବାହାର କରି ଓ୍ବେଷ୍ଟ ଓ୍ବାଟର୍‌ ଟ୍ରିଟମେଣ୍ଟ ପ୍ଲାଣ୍ଟକୁ ପଠାଯିବ। ସେଠାରେ ଏହାକୁ ବାୟୋଫୁଏଲରେ ପରିବର୍ତ୍ତିତ କରି ବିଜୁଳି ଉତ୍ପନ୍ନ କରାଯିବ। ଏକ ରିପୋର୍ଟ ମୁତାବକ କମଳା ରସରୁ ୧୫୦୦ କିଲୋଓ୍ବାଟ ବିଦ୍ୟୁତ୍‌ ଉତ୍ପାଦନ କରାଯିବାର ଆଶା ରଖାଯାଇଛି। ସେହି ବିଜୁଳି ୧୫୦ ଘରକୁ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ବିନା ଖାଇବା-ପିଇବାରେ କେତେଦିନ ବଞ୍ଚିପାରିବ ମଣିଷ? ଜାଣନ୍ତୁ ହ୍ୟୁମାନ ବଡ଼ିର କାପାସିଟି…

ମଣିଷ ଶରୀର ଆଶ୍ଚର୍ଯ୍ୟଜନକ ଭାବରେ ସ୍ଥିର, କିନ୍ତୁ ଏହାର କିଛି ବାୟୋଲଜିକାଲ ସୀମା ମଧ୍ୟ ଅଛି। ଖାଦ୍ୟ ଏବଂ ପାଣି ବିନା ବଞ୍ଚିବା ଶରୀର ମସ୍ତିଷ୍କ, ହୃଦୟ…

ଝିଅମାନେ ସାବଧାନ: ସ୍ମାର୍ଟ ଚଷମାରେ ଆପଣଙ୍କର ସବୁ ରେକର୍ଡ କରିନେବେ, ଓଡ଼ିଶାରେ ପଡିଛନ୍ତି ଧରା

ନୂଆଦିଲ୍ଲୀ,୩।୨: ବଦଳୁଥିବା ସମୟ ସହିତ ଟେକ୍ନୋଲୋଜି ଯେତିକି ସୁବିଧା ଆଣୁଛି, ସେତିକି ବିପଦ ମଧ୍ୟ ବଢ଼ାଉଛି। ବର୍ତ୍ତମାନ ଆମେରିକା ଏବଂ ବ୍ରିଟେନ ଭଳି ଦେଶରେ ‘ସ୍ମାର୍ଟ ଚଷମା’…

ନରମ ଶେଯ ବଦଳରେ ଦ୍ୱାର ମୁହଁରେ କାହିଁକି ଶୁଏ କୁକୁର? କାରଣ ଜାଣିଲେ ତାଜୁବ ହେବେ

ଯଦି ଆପଣଙ୍କର କୁକୁର ଅଛି, ତେବେ ଆପଣ ହୁଏତ ଏକ ଅଜବ ଅଭ୍ୟାସ ଲକ୍ଷ୍ୟ କରିଥିବେ। ଅନେକ ସମୟରେ, ଆରାମଦାୟକ ବିଛଣା, ସୋଫା କିମ୍ୱା ଘରର ଶାନ୍ତ…

ମୋଗଲ ବଜେଟ କିପରି ପ୍ରସ୍ତୁତ କରୁଥିଲେ, କେଉଁମାନଙ୍କଠୁ ନେଉଥିଲେ ଟ୍ୟାକ୍ସ?

ନୂଆଦିଲ୍ଲୀ,୨।୨: ଗତକାଲି ଯେତେବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଥିଲେ, ଏହା ଏକ ସମ୍ପୂର୍ଣ୍ଣ ଆଧୁନିକ ପରମ୍ପରା ପରି ମନେ ହେଉଥିଲା। କିନ୍ତୁ ଆପଣ…

ଏହି ଦେଶକୁ କାହିଁକି କୁହାଯାଏ କଳା ସୁନାର ଦେଶ, ଜାଣନ୍ତୁ…

ଯେତେବେଳେ ‘କଳା ସୁନାର ଦେଶ’ ନାଁ ଆସେ ସେତେବେଳେ ପ୍ରାୟତଃ ପ୍ରଥମେ କୁଏତ୍‌ର ନାଁ ମନକୁ ଆସେ। କଳା ସୁନା ଯାହାର ଅର୍ଥ ଅଶୋଧିତ ତୈଳ। ଏହା…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

Video: ଷ୍ଟେଜ ଉପରେ ଏମିତି ରୋମାନ୍ସ କଲେ କପଲ, ଦୌଡି ଆସିଲେ ପଣ୍ଡିତ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୩୦।୧: ସୋସିଆଲ ମିଡିଆରେ ପ୍ରାୟତଃ ବିବାହ ଭିଡିଓ ଭାଇରାଲ ହୁଏ, କିନ୍ତୁ ଏଥର ଏକ ବିବାହ ଭିଡିଓ ବିତର୍କ ସୃଷ୍ଟି କରିଛି। ଏକ ଭାଇରାଲ ଭିଡିଓରେ, ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri