Posted inଜାତୀୟ

ମତଦାନ ପୂର୍ବରୁ ମୋଦିଙ୍କ ଅପିଲ

ନୂଆଦିଲ୍ଲୀ,୧୪ ।୨: ଦେଶର ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେଉଛି । ଉତ୍ତର ପ୍ରଦେଶରେ ୧୦ ଫେବୃୟାରୀରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଥିବା ବେଳେ ସୋମବାର ଏଠାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ କରାଯାଉଛି । ଏହା ବ୍ୟତୀତ ଗୋଆ ଓ ଉତ୍ତରାଖଣ୍ଡରେ ବି ସୋମବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଉଛି । ଏହି ମତଦାନରେ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି, ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ଓ ସମାଜବାଦୀ ପାର୍ଟିର ନେତା ଆଜମ ଖାଁଙ୍କ ଭାଗ୍ୟ ନିର୍ଦ୍ଧାରଣ କରାଯିବ ।
ମତଦାନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକତନ୍ତ୍ରର ଏହି ଉତ୍ସବରେ ବହୁ ସଂଖ୍ୟାରେ ଯୋଗ ଦେବାକୁ କହିବା ସହ ଶୁଭେଚ୍ଛା ଜଣାଇଛନ୍ତି । ସେ ଲେଖିଛନ୍ତି ଆଜି ଉତ୍ତରାଖଣ୍ଡ, ଗୋଆ ଓ ଉତ୍ତର ପ୍ରଦେଶରେ କିଛି ଅଂଶରେ ଭୋଟ ଗ୍ରହଣ କରାଯାଉଛି । ମୁଁ ସମସ୍ତଙ୍କୁ ଆହ୍ୱାନ ଦେଉଛି କି ଏହି ମତଦାନ କାର୍ଯ୍ୟକ୍ରମରେ ସମସ୍ତେ ବହୁ ସଂଖ୍ୟାରେ ଯୋଗ ଦିଅନ୍ତୁ ଓ ଲୋକତନ୍ତ୍ରକୁ ମଜଭୁତ କରନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ସାରା ବିଶ୍ୱକୁ ମଦ ପରଷିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri