Posted inଜାତୀୟ

ନିର୍ବାଚନ ପ୍ରଚାରର ସୁପର ସନ୍‌ଡେ’

ନୂଆଦିଲ୍ଲୀ,୧୩ ।୨: ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ରାଜ୍ୟରେ ଷ୍ଟାର ପ୍ରଚାରକଙ୍କର ଭିଡ ଦେଖିବାକୁ ମିଳିଲାଣି । ରବିବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ପଞ୍ଜାବ ଗସ୍ତରେ ଯାଉଛନ୍ତି । ସେ ଏନଡିଏ ମେଣ୍ଟ ଲାଗି ପ୍ରଚାର କରିବେ । ରବିବାର ଶାହ ପଟିଆଲା, ଲୁଧିୟାନା ଓ ଅମୃତସରରେ ପ୍ରଚାର କରିବା ସହ ଜନସଭାକୁ ସମ୍ବୋଧିତ କରିବେ ।
ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବି ପଞ୍ଜାବ ଗସ୍ତରେ ଯାଇ ପ୍ରଚାର ଅଭିଯାନରେ ସାମିଲ ହେବ । ଏହାସହ ସେ ବାରାବାଙ୍କି ଓ ରାୟବରେଲିରେ ବି ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।
କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକ ଭାବେ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବି ରବିବାର ପଞ୍ଜାବର କୋଟକପୁର, ଡେରାବସି ଓ ଧୁରୀରେ ଜନସଭାକୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ ସନ୍ଧ୍ୟା ୬ଟା ୩୦ରେ ଦିଲ୍ଲୀ ଫେରି ଆସିବାର କାର୍ଯ୍ୟକ୍ରମ ରହିଛି ।
ଅନ୍ୟପଟେ ଉତ୍ତର ପ୍ରଦେଶରେ ଯୋଗୀ ଆଦିତ୍ୟ ନାଥ ଓ ଅଖିଳେଶ ଯାଦବ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରଚାର ମଇଦାନକୁ ଓହ୍ଲାଇବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri