Posted inଜାତୀୟ

ନିର୍ବାଚନ ପ୍ରଚାରର ସୁପର ସନ୍‌ଡେ’

ନୂଆଦିଲ୍ଲୀ,୧୩ ।୨: ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ରାଜ୍ୟରେ ଷ୍ଟାର ପ୍ରଚାରକଙ୍କର ଭିଡ ଦେଖିବାକୁ ମିଳିଲାଣି । ରବିବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ପଞ୍ଜାବ ଗସ୍ତରେ ଯାଉଛନ୍ତି । ସେ ଏନଡିଏ ମେଣ୍ଟ ଲାଗି ପ୍ରଚାର କରିବେ । ରବିବାର ଶାହ ପଟିଆଲା, ଲୁଧିୟାନା ଓ ଅମୃତସରରେ ପ୍ରଚାର କରିବା ସହ ଜନସଭାକୁ ସମ୍ବୋଧିତ କରିବେ ।
ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବି ପଞ୍ଜାବ ଗସ୍ତରେ ଯାଇ ପ୍ରଚାର ଅଭିଯାନରେ ସାମିଲ ହେବ । ଏହାସହ ସେ ବାରାବାଙ୍କି ଓ ରାୟବରେଲିରେ ବି ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।
କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକ ଭାବେ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବି ରବିବାର ପଞ୍ଜାବର କୋଟକପୁର, ଡେରାବସି ଓ ଧୁରୀରେ ଜନସଭାକୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ ସନ୍ଧ୍ୟା ୬ଟା ୩୦ରେ ଦିଲ୍ଲୀ ଫେରି ଆସିବାର କାର୍ଯ୍ୟକ୍ରମ ରହିଛି ।
ଅନ୍ୟପଟେ ଉତ୍ତର ପ୍ରଦେଶରେ ଯୋଗୀ ଆଦିତ୍ୟ ନାଥ ଓ ଅଖିଳେଶ ଯାଦବ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରଚାର ମଇଦାନକୁ ଓହ୍ଲାଇବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ଚୁଲି ଜଳାଇବା ବି ମହଙ୍ଗା !…

ନୂଆଦିଲ୍ଲୀ,୨୩।୧୦: ଦେଶରେ ଖାଦ୍ୟଶସ୍ୟଠାରୁ ଆରମ୍ଭ କରି ପେଟ୍ରୋଲ, ଡିଜେଲ, ଗ୍ୟାସ୍‌ ଆଦିର ଦାମ ବୃଦ୍ଧି ପାଇଛି। ଏବେ ଚୁଲି ଜଳାଇବା ବି ମହଙ୍ଗା ହେବାକୁ ଯାଉଛି।...

ବିଗିଡିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୨୫।୩: ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ଫଳରେ ତାଙ୍କୁ ବିମାନ ଯୋଗେ ଦିଲ୍ଲୀ ଏମ୍ସକୁ ନିଆଯାଉଛି। ହରିଶ ରାୱତ,...

ସଂକ୍ରମଣକୁ ଅଟକାଇ ପାରିବ ନାହିଁ ଟିକା

ନୂଆଦିଲ୍ଲୀ, ୨୧।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଭୀଷଣ ବେଗରେ ମାଡ଼ିଚାଲିଥିବାବେଳେ ଏଥିରୁ ବର୍ତ୍ତିବା ଲାଗି ଦେଶର ୩ ଜଣ ପ୍ରମୁଖ ଡାକ୍ତର ନାଗରିକମାନଙ୍କୁ କେତେକ...

୩୦କୋଟି ଲୋକଙ୍କୁ ମାଗଣା କରୋନା ଭ୍ୟାକ୍ସିନ ଦେବେ ମୋଦି ସରକାର!

ନୂଆଦିଲ୍ଲୀ,୨ ।୧: ସମଗ୍ର ଦେଶରେ ଶନିବାରଠାରୁ କୋଭିଡ ଟିକାକରଣର ଡ୍ରାଏ ରନ୍ ଆରମ୍ଭ ହୋଇଛି । ହେଲେ ଇତିମଧ୍ୟରେ ଜଣାପଡିଛି କି ମୋଦି ସରକାର କେବଳ...

ଗୁଗ୍‌ଲ ସିଇଓଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୨୬ା୧: କପିରାଇଟ୍‌ ଆକ୍ଟ ଉଲ୍ଲଂଘନ ପାଇଁ ମୁମ୍ବାଇ ପୋଲିସ ବୁଧବାର ଗୁଗ୍‌ଲ ସିଇଓ ସୁନ୍ଦର ପିଚାଇ ଏବଂ ଅନ୍ୟ ୫ଜଣ କମ୍ପାନୀ ଅଧିକାରୀଙ୍କ ନାମରେ ମାମଲା...

ବିଶ୍ୱର ଏକମାତ୍ର ନେତା ଭାବେ ମୋଦିଙ୍କୁ ଟୁଇଟରରେ ଫଲୋ କରୁଛି ହ୍ବାଇଟ ହାଉସ

ନୂଆଦିଲ୍ଲୀ,୧୦।୪: ଆମେରିକା ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟର ଅଫିସିୟାଲ ଟୁଇଟର ହ୍ୟାଣ୍ଡେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫଲୋ କରୁଛି। ଏବେ ବିଶ୍ୱର ଏକମାତ୍ର ନେତାଭାବେ ମୋଦିଙ୍କୁ ହ୍ବାଇଟ ହାଉସ୍‌...

ଗଣତନ୍ତ୍ରର ସୁରକ୍ଷା ଦାୟିତ୍ୱ ପୋଲିସ ବାହିନୀ ହାତରେ: ସ୍ବରାଷ୍ଟ୍ରମନ୍ତ୍ରୀ…

ନୂଆଦିଲ୍ଲୀ,୪।୯: ଗଣତନ୍ତ୍ର ହେଉଛି ଭାରତର ସ୍ବଭାବ। ଏହା ଦେଶବାସୀଙ୍କର ମଧ୍ୟ ସ୍ବଭାବ। ଯଦି କେହି କୁହନ୍ତି ଯେ ଗଣତନ୍ତ୍ର ୧୫ ଅଗଷ୍ଟ ୧୯୪୭ ପରେ କିମ୍ବା...

ନିର୍ବାଚନ ଲଢିବା ଖବରକୁ ଖଣ୍ଡନ କଲେ ସିଦ୍ଧୁଙ୍କ ପିତା

ଚଣ୍ଡିଗଡ଼,୫ ।୬: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ମେ’ ୨୯ ଦିନ ଦ୍ୱିପ୍ରହରରେ କେତେଜଣ ଅଜ୍ଞାତ ବ୍ୟକ୍ତି ଗୁଳିକରି ହତ୍ୟା କରିଛନ୍ତି । ଏହାପରେ ଏହି...

Advertisement
Archives

Model This Week