Posted inଜାତୀୟ

୫ ରାଜ୍ୟରେ ନିର୍ବାଚନ ଆଚରଣ ବିଧି ଲାଗୁ…

ନୂଆଦିଲ୍ଲୀ, ୮।୧: ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ, ମଣିପୁର ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଫେବୃୟାରୀ ୧୦ରୁ ହେବ। ଏନେଇ ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରା ଶନିବାର ସୂଚନା ଦେଇଛନ୍ତି। ନିର୍ବାଚନ ତାରିଖ ଘୋଷଣା ସହିତ ସମ୍ପୃକ୍ତ ରାଜ୍ୟଗୁଡ଼ିକରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ନିର୍ବାଚନ ଫଳାଫଳ ମାର୍ଚ୍ଚ ୧୦ରେ ଘୋଷଣା ହେବା ପର୍ଯ୍ୟନ୍ତ ଏହା ଜାରି ରହିବ।

ଆଦର୍ଶ ଆଚରଣ ବିଧି ସମସ୍ତ ରାଜନୈତିକ ଦଳ, ପ୍ରାର୍ଥୀମାନଙ୍କ ପାଇଁ ପାଳନ କରିବା ବାଞ୍ଛନୀୟ।

୨୦୨୨ ଜାନୁୟାରୀ ୧୫ ପର୍ଯ୍ୟନ୍ତ କୌଣସି ରୋଡ୍‌ ଶୋ, ପଦଯାତ୍ରା, ସାଇକେଲ ରାଲି,ବାଇକ୍‌ ରାଲି, ଶୋଭାଯାତ୍ରା ଉପରେ ରୋକ ଲଗାଯାଇଛି। ସ୍ଥିତି ସମୀକ୍ଷା ପରେ ନୂତନ ନିର୍ଦ୍ଦେଶ ଜାରି କରାଯିବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀର ଘରୋଇ ହସ୍ପିଟାଲକୁ କେଜରିଓ୍ବାଲଙ୍କ ଚେତାବନୀ

ନୂଆଦିଲ୍ଲୀ,୬।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଥିବା ବେଳେ ଏହାକୁ ନିୟନ୍ତ୍ରଣକୁ ଆଣିବାକୁ ଓ ସଂକ୍ରମିତଙ୍କର ଠିକ୍‌ ଚିକିତ୍ସା କରିବାକୁ...

ଦ୍ରୌପଦୀ ମୁର୍ମୁ ଭାଜପା ରାଷ୍ଟ୍ରପତି ପ୍ରାର୍ଥୀ…

ନୂଆଦିଲ୍ଲୀ, ୨୧।୬ : ଭାଜପା ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁଙ୍କୁ ଚୟନ କରାଯାଇଛି। ଭାଜପା ମୁଖ୍ୟାଳୟରେ ସଂସଦୀୟ ବୋର୍ଡ ବୈଠକରେ ଆଲୋଚନା ପରେ...

ଛତିଶଗଡ଼ର ଶିମ୍‌ଲା ମୈନପାଟ

ଛତିଶଗଡ଼ର ସୁର୍‌ଗୁଜା ଜିଲା ଅନ୍ତର୍ଗତ ମୈନପାଟରେ ଶିମ୍‌ଲା ଭଳି ପରିବେଶ ଓ ଜଳବାୟୁ ଅନୁଭୂତ ହେବା ସହିତ ବିଭିନ୍ନ ଆକର୍ଷଣୀୟ ଦର୍ଶନୀୟସ୍ଥାନ ସବୁ ଦେଖିବାକୁ ମିଳିଥାଏ।...

ଦିଲ୍ଲୀରେ ପହଞ୍ଚିଲେ ମାଇକ୍‌ ପୋମ୍ପିଓ-ମାର୍କ ଏସ୍ପର

ନୂଆଦିଲ୍ଲୀ, ୨୬।୧୦: ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ଭାରତ ଗସ୍ତରେ ଆସି ସୋମବାର ଅପରାହ୍ନରେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ ସହିତ ପ୍ରତିରକ୍ଷା ମନ୍ତ୍ରୀ ମାର୍କ ଏସ୍ପର ମଧ୍ୟ...

ଲାଲକୁୱା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ହରିଶ ରାୱତ

ଡେରାଡୁନ,୨୮ ।୧: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ଶୁକ୍ରବାର ଲାଲକୁୱା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି...

କରୋନା ଜାତୀୟ ସଙ୍କଟ ସମୟରେ ଜୀବନ ବଞ୍ଚାଇବା ଉଦ୍ୟମ ହେବା ଆବଶ୍ୟକ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହା ସହିତ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ...

ସ୍କୁଲର ପ୍ରତି ଶିକ୍ଷାର୍ଥୀଙ୍କ ନାମରେ ଗଛଟିଏ: ମିଳିତ ପ୍ରାର୍ଥନା ପୂର୍ବରୁ କରାଯାଏ ପୂଜା

ଯମୁନା ନଗର,୨୧।୯: ହରିୟାଣା ଯମୁନା ନଗରରେ ଥିବା ଏକ ସ୍କୁଲ ପ୍ରାଙ୍ଗଣରେ ପ୍ରତି ଶିକ୍ଷାର୍ଥୀଙ୍କ ନାମରେ ବୃକ୍ଷ ଚାରା ରୋପଣ କରାଯାଇଛି। ସମ୍ପୃକ୍ତ ଶିକ୍ଷାର୍ଥୀ ଏହାର...

କେବଳ ସ୍ତ୍ରୀ-ପୁରୁଷଙ୍କ ମଧ୍ୟରେ ବିବାହକୁ ସ୍ବୀକୃତି…

ନୂଆଦିଲ୍ଲୀ,୨୫।୧୦: ସମଲିଙ୍ଗୀ ବିବାହ ଉପରେ ଦିଲ୍ଲୀ ହାଇକୋର୍ଟ ରାୟ ଦେଇଛନ୍ତିି ଯେ, କେବଳ ସ୍ତ୍ରୀ-ପୁରୁଷଙ୍କ ମଧ୍ୟରେ ହୋଇଥିବା ବିବାହକୁ ସ୍ବୀକୃତି ମିଳିବ। ଏହା ସହିତ ଏଭଳି...

Advertisement
Archives

Model This Week