ପଞ୍ଚାୟତ ନିର୍ବାଚନ: କରୋନା ଆକ୍ରାନ୍ତ ବି ଦେଇପାରିବେ ଭୋଟ

ନୂଆଦିଲ୍ଲୀ,୧୩।୪: କରୋନା ମହାମାରୀ ମଧ୍ୟରେ ଆୟୋଜିତ ହେବାକୁ ଥିବା ପଞ୍ଚାୟତ ନିର୍ବାଚନର ମତଦାତାଙ୍କ ପାଇ ଏକ ବଡ଼ ଖବର। ଏଣିକି କରୋନା ଆକ୍ରାନ୍ତ ମତଦାତା ମଧ୍ୟ ନିର୍ବାଚନରେ ଭୋଟ ଦେଇପାରିବେ। ଏନେଇ ମଙ୍ଗଳବାର ନିର୍ବାଚନ ପର୍ଯ୍ୟବେକ୍ଷକ ଡ.ଅରବିନ୍ଦ କୁମାର ଚୌରେସିଆ ସୂଚନା ଦେଇଛନ୍ତି। ପଞ୍ଚାୟତ ନିର୍ବାଚନ ସମୟରେ କରୋନା ସଂକ୍ରମିତଙ୍କ ପରିବାର ଲୋକ ମତଦାନର ଦିନକ ପୂର୍ବରୁ ରିଟର୍ଣ୍ଣିଂ ଅଫିସରଙ୍କୁ ଏକ ଲିଖିତ ଆକାରରେ ଜଣାଇବାକୁ ପଡ଼ିବ। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେନୁସାରେ ମତଦାନ ପୂର୍ବରୁ ସଂକ୍ରମିତ ମତଦାତା ପିପିଇ କିଟ୍‌ ପିନ୍ଧି ଭୋଟ ଦେଇପାରିବେ। ଏହି ସମୟରେ ସେକ୍ଟର ମାଜିଷ୍ଟ୍ରେଟ ମଧ୍ୟ ପିପିଇ କିଟ୍‌ ପିନ୍ଧିବା ଜରୁରୀ। ଏହାପରେ ଉକ୍ତ ଘରକୁ ସାନିଟାଇଜ୍‌ କରାଯିବ ବୋଲି ଅରବିନ୍ଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କ୍ୟାପିଟଲ୍ସ୍‌କୁ ଝଟ୍‌କା: ଅକ୍ଷର ପଟେଲ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟଲ୍ସ୍‌ କ୍ରିକେଟ ଟିମ୍‌କୁ ବଡ଼ ଝଟ୍‌କା ଲାଗିଛି। ୨୦୨୧ ଆଇପିଏଲ୍‌ ଆରମ୍ଭ ହେବାର କିଛି ଦିନ ପୂର୍ବରୁ ଦଳର ଷ୍ଟାର ଅଲରାଉଣ୍ଡର ଅକ୍ଷର...

ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଯୋଗଦେବାକୁ ଆମନ୍ତ୍ରଣ

ନୂଆଦିଲ୍ଲୀ,୧୭।୧: ଆସନ୍ତା ଜୁନରେ ବ୍ରିଟେନରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଯୋଗ ଦେବାକୁ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସ୍‌ନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମନ୍ତ୍ରଣ...

ସୁଏଜ ଅବରୋଧ ହଟାଇବାକୁ ଭାରତର ପ୍ରସ୍ତାବ

ନୂଆଦିଲ୍ଲୀ, ୨୮ା୩: ସୁଏଜ କେନାଲର ପୂର୍ବ-ପଶ୍ଚିମ ଜଳପଥରେ ଗତ ୨୩ ତାରିଖରୁ ଏକ ବିଶାଳ ଜାହାଜ ଫସି ରହିଛି। ଏଥିଯୋଗୁ ପ୍ରାୟ ୨ ଶହ ଜାହାଜ...

ଜେଏନ୍‌ୟୁରେ ଛାତ୍ର-କର୍ମଚାରୀ ସଂଘର୍ଷ

ନୂଆଦିଲ୍ଲୀ,୧୦।୬: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଗୋଟିଏ ଗୋଷ୍ଠୀ ଛାତ୍ର ଏବଂ କର୍ମଚାରୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଛାତ୍ରଗୋଷ୍ଠୀ ଜବରଦସ୍ତ ସେଣ୍ଟ୍ରାଲ ଲାଇବ୍ରେରିରେ ପ୍ରବେଶ କରି କାଚ...

ଫେବୃୟାରୀ ୧୫ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଲକ୍ଷ୍ନୌ, ୨୭।୧: ଉତ୍ତରପ୍ରଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ରାଜ୍ୟର ସମସ୍ତ ସ୍କୁଲ କଲେଜକୁ ଫେବୃୟାରୀ...

ୟୁକ୍ରେନ୍‌ ସଙ୍କଟ: ଦୋଛକିରେ ଭାରତ

ନୂଆଦିଲ୍ଲୀ,୨୩ା୨: ନର୍ଥ ଆଟଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ(ନାଟୋ)ରେ ୟୁକ୍ରେନ୍‌ ସାମିଲ ହେଲେ ପାଶ୍ଚାତ୍ୟର ସୈନ୍ୟ ରୁଷିଆ ସୀମାରେ ମୁତୟନ ହେବେ। ଏହାକୁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌...

ଆଶାକର୍ମୀଙ୍କୁ ମିଳୁନାହିଁ ମାସ୍କ ଓ ସାନିଟାଇଜର

ବିନିକା,୨୫।୩(ଡି.ଏନ୍‌.ଏ.): ଦେଶର ବିଭିନ୍ନ ରାଜ୍ୟରେ କରୋନା ଭାଇରସ୍‌ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି । ଏହାର ଭୟାବହତା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ...

କଲ୍ୟାଣ ସିଂଙ୍କୁ ଶ୍ରଦ୍ଧାଞ୍ଜଳି

ଲକ୍ଷ୍ନୌ,୨୨ ।୮: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂ ଶନିବାର ଲକ୍ଷ୍ନୌ ସ୍ଥିତ ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ...

Advertisement
Archives

Model This Week