Posted inଜାତୀୟ

ରିଲିଜ ହେବ ନାହିଁ ମମତାଙ୍କ ବାୟୋପିକ୍‌: ନିର୍ବାଚନ ଆୟୋଗ ଲଗାଇଲେ କଟକଣା

ମୁମ୍ବାଇ,୨।୫: ପଶ୍ଚିମ ବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ ଜୀବନି ଉପରେ ଆଧାରିତ ହୋଇଥିବା ଫିଲ୍ମ ‘ବାଘିନି’ର ରିଲିଜ ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ ଆୟୋଗ। ନିର୍ବାଚନ ଆଚାର ସଂହିତା ଲାଗୁ ରହିଥିବା ପର୍ଯ୍ୟନ୍ତ ଫିଲ୍ମକୁ ରିଲିଜ କରାଯିବ ନାହିଁ ବୋଲି ନିର୍ବାଚନ ଆୟାଗ ପ୍ରଯୋଜକଙ୍କୁ କହିଛନ୍ତି। ଅପରପକ୍ଷରେ ଏହି ଫିଲ୍ମ ମେ ୩କୁ ପରଦାକୁ ଆସିବାକୁ ଥିବା ବେଳେ ପୂର୍ବରୁ ଏହାର ଟ୍ରେଲର ରିଲିଜ ଉପରେ ବି କଟକଣା ଲଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଯୋଧ୍ୟା ମନ୍ଦିରରୁ ୮ ମୂର୍ତ୍ତି ଚୋରି

ଅଯୋଧ୍ୟା, ୨୩।୯: ଅଯୋଧ୍ୟାର ଶହେ ବର୍ଷର ଏକ ମନ୍ଦିରରୁ ୮ ପୁରାତନ ମୂର୍ତ୍ତି ଚୋରି ହୋଇଛି। ଏନେଇ ହାଇଦରଗଡ଼ ପୋଲିସ ସର୍କଲରେ ଏକ ଚୋରି ମାମଲା...

ବାପାଙ୍କ ମନ୍ତବ୍ୟରେ ଏକମତ ନୁହନ୍ତି ଯୁବରାଜ

ନୂଆଦିଲ୍ଲୀ, ୧୨।୧୨- ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ ଶନିବାର ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ତାଙ୍କ ବାପା ଯୋଗରାଜ ସିଂ...

ସୀମାରୁ ଚୋରା ଅସ୍ତ୍ରଶସ୍ତ୍ର-ନିଶାଦ୍ରବ୍ୟ ଜବତ…

ବାଡମେର୍‌, ୨୩।୬ : ବେଆଇନ ଡ୍ରଗ୍ସ ଏବଂ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ ଭାରତ-ପାକିସ୍ଥାନ ସୀମାରେ ଅବସ୍ଥିତ ବାଡମେର ଜିଲାର ପୋଲିସର ନିଦ ହଜାଇ ଦେଇଛି। ପୋଲିସ...

ଦ୍ୱିତୀୟ ଡୋଜ ଟିକା ନେଇଥିଲେ ବି ବଢୁଛି ସଂକ୍ରମଣ: ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଜମ୍ମୁ,୭ ।୧୧: ଜମ୍ମୁ-କଶ୍ମୀରରେ ବିଭିନ୍ନ ପ୍ରକାର ଉତ୍ସବ ପାଳନ ସମୟରେ କୋଭିଡ ଏସ୍‌ଓପିର ଅବମାନନା କରିବା ଏବେ ମହଙ୍ଗା ପଡିଛି । ନୂଆ ସଂକ୍ରମିତଙ୍କ ମଧ୍ୟରେ...

ମହାରାଷ୍ଟ୍ର, ହରିୟାଣା ପାଇଁ ଭାଜପାର ୨ୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହରିୟାଣା ପାଇଁ ଏହି ପର୍ଯ୍ୟାୟରେ...

କୋଲକାତାର ଦୁର୍ଗାପୂଜାକୁ ୟୁନେସ୍କୋର ଐତିହ୍ୟ ଟ୍ୟାଗ୍‌

କୋଲକାତା,୧୫।୧୨: କୋଲକାତାର ଦୁର୍ଗାପୂଜା ଉତ୍ସବ ଦେଶକୁ ଗୌରଭ ଆଣି ଦେଇଛି। ଏହି ଉତ୍ସବକୁ ବୁଧବାର ଐତିହ୍ୟ ମାନ୍ୟତା ଦେଇଛି ୟୁନେସ୍କୋ (ମିଳିତ ଜାତିସଂଘର ଶିକ୍ଷାଗତ, ବୈଜ୍ଞାନିକ...

ଶୂନ୍ୟକାଳରେ ପ୍ରଶ୍ନ: ବିବାହରେ ୫୦ ବରଯାତ୍ରୀ-୧୧ ପ୍ରକାର ଖାଦ୍ୟ ବାଧ୍ୟତା ମୂଳକ…

ନୂଆଦିଲ୍ଲୀ, ୩୦।୩ : କଂଗ୍ରେସ ଏମ୍‌ପି ଜସବୀର ସିଂ ଗିଲ ବୁଧବାର ଲୋକସଭାରେ କେନ୍ଦ୍ର ସରକାରଙ୍କୁ ଏକ ଆଇନ ପ୍ରଣୟନ କରିବାକୁ ଅନୁରୋଧ କରିଛନ୍ତି ଯେ...

ଡିସିଟି ଯୋଜନା ନେଇ କେନ୍ଦ୍ର ସରକାର ଏବଂ ସିଇସିଙ୍କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨।୭: ସୁପ୍ରିମ୍‌କୋର୍ଟ ସିଧା ସଳଖ ନଗଦ ସ୍ଥାନାନ୍ତର ବା ଡାଇରେକ୍ଟ କ୍ୟାସ୍‌ ଟ୍ରାନ୍ସଫର(ଡିସିଟି) ଯୋଜନା ନେଇ କରାଯାଇଥିବା ଏକ ଆବେଦନର ବିଚାର କରି ମଙ୍ଗଳବାର କେନ୍ଦ୍ର...

Advertisement
Archives

Model This Week