Posted inଜାତୀୟ

ମଧ୍ୟପ୍ରଦେଶ, ରାଜସ୍ଥାନ ସମେତ ୫ ରାଜ୍ୟରେ କେବେ ବି ହୋଇପାରେ ନିର୍ବାଚନ ତାରିଖ ଘୋଷଣା, ଆସନ୍ତା କାଲି ନିର୍ବାଚନ କମିଶନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୫।୧୦: ପାଞ୍ଚଟି ରାଜ୍ୟରେ ଯେକୌଣସି ସମୟରେ ନିର୍ବାଚନ ବିଗୁଲ ବାଜିପାରେ। ବିଧାନସଭା ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିବା ପୂର୍ବରୁ ନିର୍ବାଚନ ଆୟୋଗର ସୁନିଶ୍ଚିତତା ପାଇଁ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ପର୍ଯ୍ୟବେକ୍ଷକମାନଙ୍କର ଏକ ବୈଠକ ଡାକିଛନ୍ତି।
ନିର୍ବାଚନ ଆୟୋଗର ପୋଲିସ, ସାଧାରଣ ତଥା ବ୍ୟୟ ପର୍ଯ୍ୟବେକ୍ଷକଙ୍କ ସହ ଦିନସାରା ବୈଠକର ଉଦ୍ଦେଶ୍ୟ ହେଉଛି ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବା। ନିର୍ବାଚନ ଶୃଙ୍ଖଳିତ ଭାବରେ କରାଯିବା ନିଶ୍ଚିତ କରିବାକୁ ଆୟୋଗ ଏହି ପଦକ୍ଷେପ ଗ୍ରହଣ କରୁଛନ୍ତି।

ଆଚରଣ ସଂହିତା ପ୍ରଭାବଶାଳୀ ଭାବରେ କାର୍ଯ୍ୟକାରୀ ହେଉ ଏବଂ ନିର୍ବାଚନରେ ଅର୍ଥ ଏବଂ ବାହୁବଳକୁ ପ୍ରାଧାନ୍ୟ ନ ଦେବାକୁ ଆୟୋଗ ଦ୍ରୁତ ଗତିରେ କାର୍ଯ୍ୟ କରୁଛି। ଆୟୋଗ ଏପର୍ଯ୍ୟନ୍ତ ରାଜସ୍ଥାନ, ମିଜୋରାମ, ମଧ୍ୟପ୍ରଦେଶ ଏବଂ ଛତିଶଗଡରେ ନିର୍ବାଚନ ପ୍ରସ୍ତୁତି ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ ଲିକ୍‌ ଘଟଣାରେ ଶୁକ୍ରବାର ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ…

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

ମାଛଧରା ଟ୍ରଲରରେ ଲାଗିଲା ନିଆଁ: ହୁ ହୁ ହୋଇ ଜଳିଗଲା…

ଭଦ୍ରକ, ୨୬। ୬(ସନାତନ ରାଉତ) : ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତରଗତ ଧାମରା ମଧ୍ୟ ପୋତାଶ୍ରୟ ମଧ୍ୟରେ ଏକ ମାଛଧରା ଟ୍ରଲର ନିଆଁ ଲାଗି ଜଳିଯାଇଛି।…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

ବହି ତ୍ରୁଟି ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର, ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର…

ଆମେରିକା- ଇରାନ ମଧ୍ୟରେ ପୁଣି ହେବ ଯୁଦ୍ଧ? ହର୍ମୁଜରେ ୧୦ ଲକ୍ଷ ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ଇରାନ

ତେହରାନ,୨୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇଛି। ଶାନ୍ତି ଚୁକ୍ତିନାମା ବିଷୟରେ ଆଲୋଚନା ହେଉଥିଲେ ମଧ୍ୟ, ଉଭୟ ଦେଶ ପରସ୍ପର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri