ଭିଡ଼ ରୋକିବାକୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଲାଗି ନାମାଙ୍କନ ଦାଖଲ ବେଳେ ହେଉଥିବା ଭିଡ଼ ରୋକିବାକୁ ନିର୍ବାଚନ କମିଶନ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୧୭ରୁ ନାମାଙ୍କନ ଚାଲିଥିବା ବେଳେ ଅନେକ ସ୍ଥାନରେ ଭିଡ଼ ପରିଲକ୍ଷିତ ହେଉଛି। ପ୍ରାର୍ଥୀଙ୍କ ସହ ସମର୍ଥକମାନେ ନାମାଙ୍କନ କେନ୍ଦ୍ରରେ ଭିଡ଼ କରୁଛନ୍ତି। ଆସନ୍ତାକାଲି ଶେଷ ଦିନରେ ସର୍ବାଧିକ ପ୍ରାର୍ଥୀ ନାମାଙ୍କନ କରିବାର ସମ୍ଭାବନା ଅଛି। ଯେମିିତି ଗାଇଡ୍‌ଲାଇନ ଉଲ୍ଲଂଘନ ନ ହେବ ସେଥିପ୍ରତି ଦୃଷ୍ଟି ଦେବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ହେଲା ପକ୍ଷୀ ଗଣନା

ବାରଙ୍ଗ,୪ା୧(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶୁକ୍ରବାର ଦିନିକିଆ ପକ୍ଷୀଗଣନା କାର୍ଯ୍ୟ ସରିଛି। ଚଳିତବର୍ଷର ଗଣନା ଅନୁଯାୟୀ ଗତବର୍ଷଠାରୁ ଏଥର ନନ୍ଦନକାନନକୁ ପକ୍ଷୀମାନଙ୍କର ଆଗମନ ସଂଖ୍ୟା ହ୍ରାସ...

CORONAVIRUS UPDATE: ରାଜ୍ୟରେ ପୁଣି ୧୦୬୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୦୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯, ୧୭୫ରେ...

ସଙ୍ଗଠିତ ସମାଜ ଦ୍ୱାରା ରାଷ୍ଟ୍ରର ବିକାଶ ସମ୍ଭବ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ବିନା ଶକ୍ତିରେ ସମାଜ ଜାଗରଣ ଅସମ୍ଭବ। ଏହାକୁ ଅନୁଭବ କରି ଡ.କେଶବ ବଳିରାମ ହେଡଗେୱାର ୧୯୨୫ମସିହାର ବିଜୟା ଦଶମୀ ତିଥିରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର...

ନୟାପଲ୍ଲୀରେ ଏଥର, ‘ପଦ୍ମାବତୀ ପ୍ୟାଲେସ୍‌

ଭୁବନେଶ୍ୱର,୫|୯(ବ୍ୟୁରୋ) – ଶାରଦୀୟ ଦୁର୍ଗାପୂଜା ପାଇଁ ପ୍ରସ୍ତୁତ ହେଉଛି ରାଜଧାନୀ। ଧୂମ୍‌ଧାମରେ ମା’ଙ୍କୁ ସ୍ବାଗତ କରିବା ପାଇଁ ସମସ୍ତ ପୂଜା ମଣ୍ଡପରେ ଆରମ୍ଭ ହୋଇଯାଇଛି ସଜବାଜ।...

ବିଜେଡିର ଜନସମ୍ପର୍କ, ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ

ସିନାପାଲି,୫।୧୦(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲିସ୍ଥିତ ରାଣୀମୁଣ୍ଡା ଗ୍ରାମଠାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଓ ସଦସ୍ୟତା ପଞ୍ଜୀକରଣ ଅଭିଯାନ ଆରମ୍ଭ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ବିଜେଡିର...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୮ ଜୀବନ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୮ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ...

ପ୍ରାକୃତିକ ବିପତ୍ତିକୁ ବଳିଯାଉଛି ସଡ଼କ ଦୁର୍ଘଟଣା: ୧୦ବର୍ଷରେ ଗଲାଣି ୪୩ ହଜାର ଜୀବନ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ବିଭିନ୍ନ ସମୟରେ ରାଜ୍ୟରେ ହେଉଥିବା ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ଚାଲିଯାଉଛି। ଗତ ୧୦ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା,...

ଶୀତଳଭଣ୍ଡାର, ଆଳୁମିଶନ ବନ୍ଦ ଆରୋପ ମହାରଥୀଙ୍କୁ ବାଧିଛି

ଭୁବନେଶ୍ୱର,୧୮।୭(ବ୍ୟୁରୋ) : କାଲିଠୁ ମୁଁ ଖାଇନି। ଆପଣ ମନ୍ତ୍ରୀ ହୋଇଥିଲେ କ’ଣ ଏକଥା ସହିପାରିଥାନ୍ତେ! ମୋର ସବୁ ସମ୍ମାନ ଆପଣଙ୍କ ପାଖରେ। ବୁଧବାର ମୋହନ ମାଝିଙ୍କ...

Advertisement
Archives

Model This Week