Posted inଜାତୀୟ

ହେଲିକେପ୍ଟରରେ ୟଦୁରୁପ୍ପା ଯାଉଥିବା ବେଳେ ଇସିଙ୍କ ଚଢ଼ାଉ

ଶିଭମ୍‌ଗଗା,୧୬।୪: ଲୋକ ସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ସବୁ ସ୍ଥାନରେ ଅଚାନକ ଚଢ଼ାଉ କରି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଏହି କ୍ରମରେ ମଙ୍ଗଳବାର ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍ବାଡ ଟିମ୍‌ ଶିଭମ୍‌ଗଗା ହେଲିପ୍ୟାଡ ଉପରେ ଅଚାନକ୍‌ ଚଢ଼ାଉ କରିଥିଲେ। କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍‌ ୟଦିରୁପ୍ପା ହେଲିକେପ୍ଟରରେ ଚଢ଼ୁଥିବା ବେଳେ ସେହି ସମୟରେ ଟିମ୍‌ ପହଞ୍ଚି ତାଙ୍କର ସାମାନକୁ ଯାଞ୍ଚ କରିଥିଲେ। ନିର୍ବାଚନ ସମୟରେ ନେତାଙ୍କ ଠାରୁ ମିଳୁଥିବା ଅବୈଧ ଟଙ୍କା ଯୋଗୁ ସେମାନଙ୍କ ଉପରେ କଡ଼ା ନଜର ରଖିଛି ନିର୍ବାଚନ ଆୟୋଗ। ସେହିପରି ମଙ୍ଗଳବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ନିର୍ବାଚନୀ ପ୍ରଚାର ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ ଚାରିପଟେ ଘୁରିବୁଲିଲା ଇଣ୍ଡୋନେସିଆର ବାୟୁସେନାର ଲଢ଼ୁଆ ବିମାନ: ଆଉ ତା’ପରେ…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି। ଗସ୍ତର ପ୍ରଥମ ପର୍ଯ୍ୟାୟରେ ସେ ଇଣ୍ଡୋନେସିଆରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ରାଜଧାନୀ ଜାକର୍ତ୍ତାରେ ଜୋରଦାର ସ୍ବାଗତ…

ଅଗ୍ନିବୀରଙ୍କ ପାଇଁ ଖୁସିଖବର: ସେନାରେ ବଢ଼ିବ ସ୍ଥାୟୀ କୋଟା!

ନୂଆଦିଲ୍ଲୀ,୬।୭: ‘ଅଗ୍ନିବୀର’ ଯୋଜନା ଦେଶର ସବୁଠାରୁ ଚର୍ଚ୍ଚିତ ସାମରିକ ପଦକ୍ଷେପ ମଧ୍ୟରୁ ଗୋଟିଏ। କିନ୍ତୁ ଏହା ଦେଶରେ ବହୁତ ବିରୋଧର ସମ୍ମୁଖୀନ ହୋଇଥିଲା। ଏହି ଯୋଜନା ଅଧୀନରେ…

ଟିଏମସିରେ ଫାଟ ପରେ ବି କମିନି ମମତାଙ୍କ ଦବଦବା; ତାଙ୍କ ବିନା ରାଜ୍ୟ ସଭାର ଗୋଟିଏ ବି ସିଟ୍‌ ଜିତିପାରିବେନି…

କୋଲକାତା,୬।୭: ପଶ୍ଚିମବଙ୍ଗରେ ରାଜ୍ୟସଭାର ତିନୋଟି ଆସନ ପାଇଁ ନିର୍ବାଚନ କମିଶନ ଉପ-ନିର୍ବାଚନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକ ପାଇଁ ଜୁଲାଇ ୨୪ରେ ମତଦାନ ହେବ ଏବଂ ସେହି…

ଗାଈ ଚରାଇବା ବେଳେ ମାଡ଼ିବସିଲା ସିଂହ, ଗୋଡ଼କୁ ଧରି…

ନୂଆଦିଲ୍ଲୀ,୬।୭:  ଗୁଜୁରାଟର ପାଲିଟାନାରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ, ଏକ ସିଂହ ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ କରିବା ପରେ ତାଙ୍କ ଗୋଡକୁ ଧରି…

ପହଲଗାମ ଆକ୍ରମଣ: LeT ମୁଖ୍ୟ ହାଫିଜ ସୟିଦଙ୍କୁ ଅଭିଯୁକ୍ତ ଦର୍ଶାଇଲା NIA

ନୂଆଦିଲ୍ଲୀ,୬।୭: ପହଲଗାମ ଆକ୍ରମଣ ମାମଲାର ଜାତୀୟ ତଦନ୍ତ ସଂସ୍ଥା (NIA) ଏକ ସପ୍ଲିମେଣ୍ଟାରୀ ଚାର୍ଜସିଟ୍‌ ଦାଖଲ କରିଛି। ଚାର୍ଜସିଟ୍‌ରେ NIA ପହଲଗାମ ଆକ୍ରମଣ ମାମଲାରେ LeT ମୁଖ୍ୟ…

ରାମ ମନ୍ଦିର ଟ୍ରଷ୍ଟର ଗୁରତ୍ୱପୂର୍ଣ୍ଣ ବୈଠକ ପୂର୍ବରୁ ଅଧ୍ୟକ୍ଷ ନୃତ୍ୟଗୋପାଳ ଦାସଙ୍କ ଚିଠିକୁ ନେଇ ବଢ଼ିଲା ଚର୍ଚ୍ଚା…

ଅଯୋଧ୍ୟା,୬।୭: ଅଯୋଧ୍ୟା ରାମ ମନ୍ଦିର ଦାନ ଟଙ୍କା ଚୋରି ସମ୍ପର୍କରେ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ ପୂର୍ବରୁ, ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟଗୋପାଳ…

ସୁପ୍ରିମକୋର୍ଟରୁ ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା

ନୂଆଦିଲ୍ଲୀ,୬।୭: ତାମିଲନାଡୁର ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ନିର୍ବାଚନ ପ୍ରଚାର ସମୟରେ ଘଟିଥିବା କରୁର ଦଳାଚକଟା ସମ୍ପର୍କରେ ପ୍ରସଙ୍ଗ ପୁଣି ଥରେ…

ପଶ୍ଚିମବଙ୍ଗର ୩ ଖାଲିଥିବା ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା

କୋଲକାତା,୬।୭: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ ତୃଣମୂଳ କଂଗ୍ରେସ (TMC)ର ତିନି ଜଣ ରାଜ୍ୟ ସଭା ଏମପି ଇସ୍ତଫା ଦେଇଥିଲେ। ନିର୍ବାଚନ କମିଶନ ଏହି ଆସନଗୁଡ଼ିକ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri