Posted inଜାତୀୟ

ବିହାର ନିର୍ବାଚନ ପାଇଁ ନୂଆ ଗାଇଡଲାଇନ ଜାରି କଲେ ନିର୍ବାଚନ କମିଶନ

ପାଟନା,୨୧।୮: କରୋନା ସଙ୍କଟ ମଧ୍ୟରେ ବିହାର ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ବିହାର ନିର୍ବାଚନ ପାଇଁ ଶୁକ୍ରବାର ନିର୍ବାଚନ କମିଶନ ଏକ ନୂଆ ଗାଇଡଲାଇନ ଜାରି କରିଛନ୍ତି। ଏହି ଗାଇଡଲାଇନ ଅନୁସାରେ ଚଳିତ ଥର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନେ ଅନ୍‌ଲାଇନ୍‌ ଜରିଆରେ ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ ସିକ୍ୟୁରିଟି ମନିକୁ ମଧ୍ୟ ସେମାନେ ଅନ୍‌ଲାଇନ୍‌ ଜରିଆରେ ଜମା କରିବେ ବୋଲି ନିର୍ବାଚନ କମିଶନ କହିଛନ୍ତି। ତେବେ ଏଭଳି ଘଟଣା ପ୍ରଥମ ଥର ଦେଖିବାକୁ ମିଳୁଛି, ଯେଉଁଠାରେ ନିର୍ବାଚନରେ କେହି ପ୍ରାର୍ଥୀ ସିକ୍ୟୁରିଟି ମନି ଅନ୍‌ଲାଇନ୍‌ରେ ଜମା କରିବେ। ସେହିପରି ଡୋର ଟୁ ଡୋର କ୍ୟାମ୍ପେନିଂ ପାଇଁ ପ୍ରାର୍ଥୀଙ୍କ ସହିତ ସର୍ବାଧିକ ୫ଜଣ ଲୋକ ରହିପାରିବେ। ଏତଦ୍‌ ବ୍ୟତୀତ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନିର୍ଦ୍ଦେଶ ଅନୁସାରେ ରୋଡ ଶୋ’ ଓ ସାର୍ବଜନୀକ ସଭା ମଧ୍ୟ ଅନୁଷ୍ଠିତ ହୋଇପାରିବ ବୋଲି ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ତେବେ କରୋନାକୁ ଦୃଷ୍ଟିରେ ରଖି ନିର୍ବାଚନ ସମୟରେ ସତର୍କତା ଅବଲମ୍ବନ କରିବା ସହ ଫେସ୍‌ ମାସ୍କ, ସାନିଟାଇଜର, ଥର୍ମାଲ ସ୍କ୍ରିନିଂ, ଗ୍ଲୋଭସ୍‌, ଫେସ୍‌ ପିପି କିଟ୍‌ ବ୍ୟବହାର କରାଯିବ। ଏଥିସହ ସାମାଜିକ ଦୂରତ୍ୱ ନିୟମ ମଧ୍ୟ ପାଳନ କରାଯିବ। ସେହିଭଳି ମତଦାନ ଦିନ ଭୋଟରମାନେ ହ୍ୟାଣ୍ଡ ଗ୍ଲୋଭସ୍‌ ପିନ୍ଧି ଇଭିଏମ୍‌ ମେଶିନରେ ଭୋଟ ଦେବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri